ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:29 in Oriya

ଓଡିଆ ଓଡିଆ ବାଇବେଲ ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:29

Galatians 3:29
ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।

Galatians 3:28Galatians 3

Galatians 3:29 in Other Translations

King James Version (KJV)
And if ye be Christ's, then are ye Abraham's seed, and heirs according to the promise.

American Standard Version (ASV)
And if ye are Christ's, then are ye Abraham's seed, heirs according to promise.

Bible in Basic English (BBE)
And if you are Christ's, then you are Abraham's seed, and yours is the heritage by the right of God's undertaking given to Abraham.

Darby English Bible (DBY)
but if *ye* [are] of Christ, then ye are Abraham's seed, heirs according to promise.

World English Bible (WEB)
If you are Christ's, then you are Abraham's seed and heirs according to promise.

Young's Literal Translation (YLT)
and if ye `are' of Christ then of Abraham ye are seed, and according to promise -- heirs.

And
εἰeiee
if
δὲdethay
ye
ὑμεῖςhymeisyoo-MEES
be
Christ's,
Χριστοῦchristouhree-STOO
then
ἄραaraAH-ra
are
ye
τοῦtoutoo

Ἀβραὰμabraamah-vra-AM
Abraham's
σπέρμαspermaSPARE-ma
seed,
ἐστέesteay-STAY
and
καὶkaikay
heirs
κατ'katkaht
according
to
ἐπαγγελίανepangelianape-ang-gay-LEE-an
the
promise.
κληρονόμοιklēronomoiklay-roh-NOH-moo

Cross Reference

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:6
ସହେି ଗୁପ୍ତ ସତ୍ଯଟି ହେଲା : ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ଯ ପରମେଶ୍ବରଙ୍କ ସମସ୍ତ ବିଷୟର ଅଧିକାରୀ ହବେେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସହେି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ପରମେଶ୍ବର ଯେ ସମସ୍ତ ପ୍ରତିଜ୍ଞା ଦଇେଅଛନ୍ତି, ସମାନେେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ସହେି ସମସ୍ତର ସହଭାଗୀ ଅଟନ୍ତି। ସୁସମାଚାର ହତେୁରୁ ଅଣଯିହୂଦୀମାନେ ଏହି ସବୁର ଅଧିକାରୀ ଅଟନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:7
ଅବ୍ରାହମଙ୍କ କବଳେ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ବର କହିଥୀଲେ: ଇସ୍ହାସ ଦ୍ବାରା ତୁମ୍ଭର ବିଧୀ ସଂଗତ ବଂଶବୃଦ୍ଦି ହବେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:22
ଶାସ୍ତ୍ର କୁ ହେ, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ। ଗୋଟିଏ ପୁଅର ମା ଜଣେ ଦାସୀ। ଅନ୍ୟଟିର ମା ଜଣେ ସ୍ବାଧୀନା ସ୍ତ୍ରୀ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:17
ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।

ଏବ୍ରୀମାନଙ୍କ ନିକଟକୁ ପତ୍ର 1:14
ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:17
ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:7
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:18
ପରମେଶ୍ବର ଅବ୍ରହାମଙ୍କୁ କହି ସାରିଥିଲେ ଯେ, ଇସହାକଙ୍କ ଦ୍ବାରା ତୁମ୍ଭର ବଂଶଧରମାନେ ଆସିବେ। କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ବାସ ଥିବାରୁ ଅବ୍ରହାମ ଏପରି କଲେ।

ଯାକୁବଙ୍କ ପତ୍ 2:5
ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:7
ଯେ ବିଜଯୀ ହବେ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ବର ହବେି ଓ ସେ ମାରେ ପୁତ୍ର ହବେ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:7
ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:24
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସମାନେେ ନିଜର ମନର ଆବଗେ ଓ ପାପମୟ ସ୍ବଭାବକୁ କ୍ରୁଶ ରେ ବିଦ୍ଧ କରିଛନ୍ତି। ସମାନେେ ନିଜର ସ୍ବାର୍ଥପର ମନୋଭାବ ଓ ମନ୍ଦକାର୍ୟ୍ଯ ସବୁକୁ ତ୍ଯାଗ କରିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:12
ଅସୁନ୍ନତ ଲୋକଙ୍କର ପିତା ମଧ୍ଯ ଅବ୍ରାହାମ। ସୁନ୍ନତ ହାଇେଥିବା କାରଣରୁ ଅବ୍ରାହାମ ସମାନଙ୍କେର ପିତା ନୁହଁନ୍ତି। ସୁନ୍ନତ ହବୋ ପୂର୍ବରୁ ଅବ୍ରାହାମଙ୍କର ଯେଉଁ ବିଶ୍ବାସ ଥିଲା, ଯଦି ସମାନେେ ମଧ୍ଯ ସହେି ବିଶ୍ବାସ ଗ୍ରହଣ କରନ୍ତି, ତା' ହେଲେ ଅବ୍ରାହାମ ସମାନଙ୍କେର ପିତା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:16
ସେଥିପାଇଁ ବିଶ୍ବାସ ଦ୍ବାରା ଲୋକେ ପରମେଶ୍ବରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ଯର ଦାନ ହାଇପୋ ରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ଯ ରେ ପ୍ରତିଜ୍ଞା ଦାନ ମିଳେ ତା' ହେଲେ ଅବ୍ରାହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କବଳେ ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରାହାମ ଭଳି ବିଶ୍ବାସ ପୂର୍ବକ ଜୀବନ ଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରାହାମ ଆମ୍ଭ ସମସ୍ତଙ୍କର ପିତା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:22
ପାଉଲ, କଫୋ ବା ପିତର ; ଜଗତ ଜୀବନ ବା ମୃତ୍ଯୁ ; ବର୍ତ୍ତମାନ ବା ଭବିଷ୍ଯତ ସମସ୍ତ ହିଁ ତୁମ୍ଭମାନଙ୍କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:23
କିନ୍ତୁ ପ୍ରେତ୍ୟକକ ଲୋକ କ୍ରମାନୁସା ରେ ପୁନଃ ଜୀବିତ ହବେେ। ପ୍ରଥମ ଫଳ ସ୍ବରୂପ ଖ୍ରୀଷ୍ଟ ତା'ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁଥିତ ହବେେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:7
ତୁମ୍ଭମାନଙ୍କ ଆଗ ରେ ଥିବା ତଥ୍ଯ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ଯ ଜାଣି ରଖିବା ଉଚିତ ଯେ ଆମ୍ଭେ ମଧ୍ଯ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:7
ଅତଏବ ତୁମ୍ଭମାନେେ ଜାଣି ରଖ ଯେ, ବିଶ୍ବାସ କରୁଥିବା ଲୋକେ ଅବ୍ରହାମଙ୍କର ପ୍ରକୃତ ସନ୍ତାନ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:16
ସେ ଚୁକ୍ତିକୁ ମଧ୍ଯ ଏଡ଼ାଇ ଦଇେ ହୁଏ ନାହିଁ। ସହେିପରି ପରମେଶ୍ବର ଅବ୍ରହାମ ଓ ତାହାଙ୍କ ସନ୍ତାନଙ୍କୁ ପ୍ରତିଶୃତି ଦଇେଥିଲେ। କିନ୍ତୁ ସେ ତାହାଙ୍କର ସମସ୍ତ ବଂଶଧର ପାଇଁ ଏହି ପ୍ରତିଜ୍ଞା ଦଇେ ନ ଥିଲେ। ତା'ର ଅର୍ଥ ଜଣେ ମାତ୍ର ବ୍ଯକ୍ତିଙ୍କୁ ପ୍ରତିଜ୍ଞା କରାଯାଇଥିଲା ଏବଂ ସହେି ବ୍ଯକ୍ତି ଜଣକ ହେଉଛନ୍ତି ଖ୍ରୀଷ୍ଟ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:28
ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:7
ଅତଏବ, ତୁମ୍ଭମାନେେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ବରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହାଇେଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।

ଆଦି ପୁସ୍ତକ 21:10
ସାରା ଅବ୍ରହାମକୁ କହିଲା, ସହେି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତବେେଳେ ଆମ୍ଭେ ମରିୟିବା ମାରେ ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହବେ। ମୁଁ ସହେି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଚା ହେଁ ନାହିଁ।