Galatians 4:3
ଠିକ୍ ସହେିପରି ଆମ୍ଭମାନେେ ଶିଶୁଥିବା ସମୟରେ ଆମ୍ଭେ ମଧ୍ଯ ସଂସାରର ଅନୁପୟୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ।
Galatians 4:3 in Other Translations
King James Version (KJV)
Even so we, when we were children, were in bondage under the elements of the world:
American Standard Version (ASV)
So we also, when we were children, were held in bondage under the rudiments of the world:
Bible in Basic English (BBE)
So we, when we were young, were kept under the first rules of the world;
Darby English Bible (DBY)
So we also, when we were children, were held in bondage under the principles of the world;
World English Bible (WEB)
So we also, when we were children, were held in bondage under the elements of the world.
Young's Literal Translation (YLT)
so also we, when we were babes, under the elements of the world were in servitude,
| Even | οὕτως | houtōs | OO-tose |
| so | καὶ | kai | kay |
| we, | ἡμεῖς | hēmeis | ay-MEES |
| when | ὅτε | hote | OH-tay |
| we were | ἦμεν | ēmen | A-mane |
| children, | νήπιοι | nēpioi | NAY-pee-oo |
| were | ὑπὸ | hypo | yoo-POH |
| bondage in | τὰ | ta | ta |
| under | στοιχεῖα | stoicheia | stoo-HEE-ah |
| the | τοῦ | tou | too |
| elements | κόσμου | kosmou | KOH-smoo |
| of the | ἦμεν | ēmen | A-mane |
| world: | δεδουλωμένοι· | dedoulōmenoi | thay-thoo-loh-MAY-noo |
Cross Reference
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:9
କିନ୍ତୁ ଏବେ ତୁମ୍ଭମାନେେ ପ୍ରକୃତ ପରମେଶ୍ବରଙ୍କ ପରିଚୟ ପାଇଅଛ। ପ୍ରକୃତ ରେ ପରମେଶ୍ବରଙ୍କ ଦ୍ବାରା ପରିଚୟ ପାଇଅଛ। ତବେେ ତୁମ୍ଭମାନେେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ ? ତୁମ୍ଭମାନେେ କ'ଣ ପୁଣି ଦାସ ହବୋକୁ ଇଚ୍ଛା କର ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:4
ଆମ୍ଲଭ ଏହି ସମସ୍ଯା ବିଷୟସର କଥାବାର୍ତ୍ତାସହବାକୁ ଆବଶ୍ଯକ ମଲନ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁସକଲତକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲଲ, ଓ ଯୀଶୁଖ୍ରୀଷ୍ଟଙ୍କଠାସର ଥିବା ଆମ୍ଭର ସ୍ବାଧୀନତା ଉପଲର ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁସଚଷ୍ଟା କରୁଥିଲଲ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8
ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:20
ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ଯ ଏପରି ବ୍ଯବହାର କରୁଛ ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ'ଣ ପାଇଁ ପାଳନ କରୁଛ :
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:31
ଅତଏବ ଭାଇ ଓ ଭଉଣୀମାନେ, ଆମ୍ଭେ ଦାସୀପୁତ୍ର ନୋହୁଁ, ମାତ୍ର ସ୍ବାଧୀନ ସ୍ତ୍ରୀର ସନ୍ତାନ ଅଟୁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:25
ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ୟିରୁଶାଲମକୁ ସଂକତେ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ବ ରେ ପଡ଼ିଅଛି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:23
ଏହି ବିଶ୍ବାସ ପ୍ରକାଶ ହବୋ ପର୍ୟ୍ଯନ୍ତ ଆମ୍ଭେ ବ୍ଯବସ୍ଥା ଦ୍ବାରା ବନ୍ଦୀ ଓ ପରିଚାଳିତ ହାଇେଥିଲୁ। ଆମ୍ଭର ସେତବେେଳେ କୌଣସି ସ୍ବାଧୀନତା ନ ଥିଲା।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:19
ତା' ହେଲେ ବ୍ଯବସ୍ଥାର ପ୍ରଯୋଜନ କ'ଣ? ଲୋକମାନଙ୍କ ଭୂଲ୍ କାମଗୁଡ଼ିକୁ ଦଖାଇବୋ ଲାଗି ବ୍ଯବସ୍ଥାକୁ ପ୍ରତିଜ୍ଞା ସହିତ ଯୋଗ କରାଯାଇଥିଲା। ଅବ୍ରହାମଙ୍କ ବିଶଷେ ସନ୍ତାନଙ୍କ ଆସିବା ପର୍ୟ୍ଯନ୍ତ ବ୍ଯବସ୍ଥା ଜାରି ରହିବାର ଥିଲା। ପରମେଶ୍ବରଙ୍କ ପ୍ରତିଶୃତି ଏହି ସନ୍ତାନଙ୍କ ସମ୍ବନ୍ଧ ରେ ଥିଲା। ବ୍ଯବସ୍ଥାଗୁଡ଼ିକ ସ୍ବର୍ଗଦୂତମାନଙ୍କ ଜରିଆ ରେ ଦିଆଯାଇଥିଲା। ସ୍ବର୍ଗଦୂତମାନେ ମାଶାଙ୍କେ ମଧ୍ଯସ୍ଥତା ରେ ମନୁଷ୍ଯମାନଙ୍କୁ ଦେଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7:16
ସେ କୌଣସି ଗୋଷ୍ଠୀର ବ୍ଯବସ୍ଥା ଦ୍ବାରା ଯାଜକ ହାଇେ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:15
ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'
ରେରିତମାନଙ୍କ କାର୍ଯ୍ୟର ବିବରଣ 15:10
ତେଣୁ, ତୁମ୍ଭମାନେେ କାହିଁକି ଶିଷ୍ଯମାନଙ୍କ କାନ୍ଧ ରେ ୟୁଆଳି ରଖି ପରମେଶ୍ବରଙ୍କୁ ପରୀକ୍ଷା କରୁଛ? ଆମ୍ଭମାନେେ କିମ୍ବା ଆମ୍ଭର ପୂର୍ବପୁରୁଷମାନେ ତ ଏହି ୟୁଆଳି ଭାର ସହି ପାରିଲେ ନାହିଁ।
ଯୋହନଲିଖିତ ସୁସମାଚାର 8:31
ଯୀଶୁ ତାହାଙ୍କୁ ବିଶ୍ବାସ କରୁଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେ ମାରେ ଶିକ୍ଷା ସବୁବେଳେ ମାନି ଚଳିବ, ତବେେ ତୁମ୍ଭେ ମାରେ ପ୍ରକୃତ ଶିଷ୍ଯ ହବେ।
ମାଥିଉଲିଖିତ ସୁସମାଚାର 11:28
ହେ କ୍ଲାନ୍ତ ଶ୍ରାନ୍ତ ଓ ଚିନ୍ତା ରେ ଭାରଗ୍ରସ୍ତ ଥିବା ଲୋକମାନେ! ମାେ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦବେି।