Galatians 5:11
ମାେ ଭାଇ ଓ ଭଉଣୀମାନେ ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହବୋ ନିହାତି ଆବଶ୍ଯକ। ଯଦି ମୁଁ ଏହା ଶିଖାଇଛି, ତା ହେଲେ ମାେତେ କାହିଁକି ତାଡ଼ନା ଆସୁଛି ? ମୁଁ ଯଦି ଏହା ପ୍ରଚାର କରିଥିଲି, ତା' ହେଲେ କ୍ରୁଶ ସମ୍ବନ୍ଧୀୟ ମାରେ ଶିକ୍ଷା ଲୋକଙ୍କୁ ବ୍ଯତିବ୍ଯସ୍ତ କରି ପକାଇ ନ ଥାନ୍ତା।
Galatians 5:11 in Other Translations
King James Version (KJV)
And I, brethren, if I yet preach circumcision, why do I yet suffer persecution? then is the offence of the cross ceased.
American Standard Version (ASV)
But I, brethren, if I still preach circumcision, why am I still persecuted? then hath the stumbling-block of the cross been done away.
Bible in Basic English (BBE)
But I, brothers, if I am still preaching circumcision, why am I still attacked? then has the shame of the cross been taken away.
Darby English Bible (DBY)
But *I*, brethren, if I yet preach circumcision, why am I yet persecuted? Then the scandal of the cross has been done away.
World English Bible (WEB)
But I, brothers, if I still preach circumcision, why am I still persecuted? Then the stumbling-block of the cross has been removed.
Young's Literal Translation (YLT)
And I, brethren, if uncircumcision I yet preach, why yet am I persecuted? then hath the stumbling-block of the cross been done away;
| And | ἐγὼ | egō | ay-GOH |
| I, | δέ | de | thay |
| brethren, | ἀδελφοί | adelphoi | ah-thale-FOO |
| if | εἰ | ei | ee |
| yet I | περιτομὴν | peritomēn | pay-ree-toh-MANE |
| preach | ἔτι | eti | A-tee |
| circumcision, | κηρύσσω | kēryssō | kay-RYOOS-soh |
| why | τί | ti | tee |
| suffer yet I do | ἔτι | eti | A-tee |
| persecution? | διώκομαι | diōkomai | thee-OH-koh-may |
| then | ἄρα | ara | AH-ra |
| of the is | κατήργηται | katērgētai | ka-TARE-gay-tay |
| offence | τὸ | to | toh |
| the | σκάνδαλον | skandalon | SKAHN-tha-lone |
| cross | τοῦ | tou | too |
| ceased. | σταυροῦ | staurou | sta-ROO |
Cross Reference
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:12
କେତକେ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହବୋ ପାଇଁ ବାଧ୍ଯ କରୁଛନ୍ତି। ଯିହୂଦୀମାନେ ଯେପରି ସମାନଙ୍କେୁ ଗ୍ରହଣ କରିପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସମାନଙ୍କେୁ ନିର୍ୟ୍ଯାତନା ସହିବାକୁ ହବେ, ସେଥିପାଇଁ ସମାନେେ ଭୟ କରୁଛନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:29
ସାଧାରଣ ଭାବରେ ଜନ୍ମ ଗ୍ରହଣ କରିଥିବା ପୁତ୍ରଟି ୟିସ୍ହାକ ସହିତ ମନ୍ଦ ବ୍ଯବହାର କଲା। ଆଜି ମଧ୍ଯ ସହେିଭଳି ଅବସ୍ଥା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:23
କିନ୍ତୁ ଆମ୍ଭେ ପ୍ରଚାର କରୁଛୁ : ଖ୍ରୀଷ୍ଟ କୃଶ ରେ ମୃତ୍ଯୁ ବରଣ କଲେ। ଏକଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ।
ପିତରଙ୍କ ପ୍ରଥମ ପତ୍ 2:8
ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:17
ଅତଏବ ମାେତେ ଅଧିକ କଷ୍ଟ ଦିଅ ନାହିଁ। ମାେ ଶରୀର ରେ ପୂର୍ବରୁ କ୍ଷତ ଚିହ୍ନମାନ ଅଛି। ମୁଁ ଯେ ଯୀଶୁଖ୍ରୀଷ୍ଟଙ୍କର ଅଟେ, ତାହା ଏହି କ୍ଷତଚିହ୍ନଗୁଡ଼ିକ ପ୍ରମାଣିତ କରନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:3
ତିତସସମା ସହିତ ଥିଲଲ।ସସ ଜଲଣ ଅଣଯିହୂଦୀସଲାକ ଥିଲଲ। କିନ୍ତୁ ଏହିସଲାକମାଲନ ତିତସଙ୍କୁ ମଧ୍ଯ ସୁନ୍ନତସହବା ପାଇଁ ବାଧ୍ଯ କଲଲ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:23
ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:30
ଆମ୍ଭେ ପ୍ରତି ମୁହୂର୍ତ୍ତ ରେ କ'ଣ ପାଇଁ ବିପଦର ସମ୍ମୁଖୀନ ହେଉ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:18
ଯେଉଁମାନେ ନଷ୍ଟ ହାଇେ ଯାଇଛନ୍ତି, ସମାନଙ୍କେ ଲାଗି କୃଶର ବାର୍ତ୍ତା ସଂପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭପ୍ରତି ଏହା ପରମେଶ୍ବରଙ୍କ ଶକ୍ତି ସ୍ବରୂପ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:32
କାରଣ ସମାନଙ୍କେର ବିଶ୍ବାସ ନଥିଲା ଯେ ସମାନେେ ନିଜର କାର୍ୟ୍ଯ ଦ୍ବାରା ଧାର୍ମିକ ହବୋ ପାଇଁ ଚେଷ୍ଟା କଲେ ତେଣୁ ସମାନେେ ଝୁଣ୍ଟି ପଡିବା ପଥର ରେ ଝୁଣ୍ଟି ପଡିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:13
ଚ଼ାଳିଶ ଜଣରୁ ଅଧିକ ଯିହୂଦୀ ଏହି ଷଡ଼ୟନ୍ତ୍ର କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:21
କିନ୍ତୁ ପ୍ରଭୁ ମାେତେ କହିଲେ, 'ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।'
ରେରିତମାନଙ୍କ କାର୍ଯ୍ୟର ବିବରଣ 21:28
ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:21
ସମାନେେ ତୁମ୍ଭ ବିଷୟ ରେ ଶୁଣିଛନ୍ତି ଯେ, ତୁମ୍ଭେ ଅଣଯିହୂଦୀମାନଙ୍କ ଦେଶ ରେ ରହୁଥିବା ଯିହୂଦୀମାନଙ୍କୁ, ମାଶାଙ୍କେର ବ୍ଯବସ୍ଥା ତ୍ଯାଗ କରିବା ପାଇଁ ଶିକ୍ଷା ଦେଉଛ। ତୁମ୍ଭେ ସମାନଙ୍କେୁ ସମାନଙ୍କେର ପିଲାମାନଙ୍କର ସନ୍ନତ ନ କରିବାପାଇଁ ଓ ୟିହୁଦୀ ରୀତିନୀତି ଗୁଡିକୁ ନ ମାନିବା ପାଇଁ ଶିକ୍ଷା ଦଇେଛ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:3
ପାଉଲ ତୀମଥିଙ୍କୁ ନିଜ ସହିତ ନବୋପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହତେୁ ସୁନ୍ନତ କରି ଦେଲେ।
ଯିଶାଇୟ 8:14
ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ର ରେ ତାଙ୍କୁ ଗ୍ରହଣ କର, ତବେେ ସେ ତୁମ୍ଭର ଏକମାତ୍ର ଆଶ୍ରଯ ସ୍ଥାନ ହବେେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ୟିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ୟନ୍ତା ଓ ଫାଶ।