Genesis 32:12
ହେ ସଦାପ୍ରଭୁ, ତୁମ୍ଭେ ମାେତେ କହିଲ, 'ମୁଁ ତୁମ୍ଭଙ୍କୁ ସାହାୟ୍ଯ କରିବି। ମୁଁ ତୁମ୍ଭର ପରିବାରକୁ ସମୁଦ୍ରର ବାଲି ପରି ବୃଦ୍ଧି କରିବି, ଯାହାକୁ କହେି ଗଣିପାରିବେ ନାହିଁ।'
Genesis 32:12 in Other Translations
King James Version (KJV)
And thou saidst, I will surely do thee good, and make thy seed as the sand of the sea, which cannot be numbered for multitude.
American Standard Version (ASV)
And thou saidst, I will surely do thee good, and make thy seed as the sand of the sea, which cannot be numbered for multitude.
Bible in Basic English (BBE)
And you said, Truly, I will be good to you, and make your seed like the sand of the sea which may not be numbered.
Darby English Bible (DBY)
And thou saidst, I will certainly deal well with thee, and make thy seed as the sand of the sea, which cannot be numbered for multitude.
Webster's Bible (WBT)
And thou saidst, I will surely do thee good, and make thy seed as the sand of the sea, which cannot be numbered for multitude.
World English Bible (WEB)
You said, 'I will surely do you good, and make your seed as the sand of the sea, which can't be numbered because there are so many.'"
Young's Literal Translation (YLT)
and Thou -- Thou hast said, I certainly do good with thee, and have set thy seed as the sand of the sea, which is not numbered because of the multitude.'
| And thou | וְאַתָּ֣ה | wĕʾattâ | veh-ah-TA |
| saidst, | אָמַ֔רְתָּ | ʾāmartā | ah-MAHR-ta |
| I will surely | הֵיטֵ֥ב | hêṭēb | hay-TAVE |
| good, thee do | אֵיטִ֖יב | ʾêṭîb | ay-TEEV |
| and make | עִמָּ֑ךְ | ʿimmāk | ee-MAHK |
| וְשַׂמְתִּ֤י | wĕśamtî | veh-sahm-TEE | |
| seed thy | אֶֽת | ʾet | et |
| as the sand | זַרְעֲךָ֙ | zarʿăkā | zahr-uh-HA |
| sea, the of | כְּח֣וֹל | kĕḥôl | keh-HOLE |
| which | הַיָּ֔ם | hayyām | ha-YAHM |
| cannot | אֲשֶׁ֥ר | ʾăšer | uh-SHER |
| be numbered | לֹֽא | lōʾ | loh |
| for multitude. | יִסָּפֵ֖ר | yissāpēr | yee-sa-FARE |
| מֵרֹֽב׃ | mērōb | may-ROVE |
Cross Reference
ଆଦି ପୁସ୍ତକ 28:13
ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:17
ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:2
ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:13
ଯଦି ଆମ୍ଭେ ବିଶ୍ବସ୍ତ ନ ହେଉ, ତଥାପି ସେ ବିଶ୍ବସ୍ତ ହାଇେ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହାଇପୋରିବେ ନାହିଁ।
ମାଥିଉଲିଖିତ ସୁସମାଚାର 24:35
ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।
ପ୍ରଥମ ଶାମୁୟେଲ 15:29
ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ପରମେଶ୍ବର। ସଦାପ୍ରଭୁ ସବୁଦିନ ପାଇଁ ଏହିଠା ରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ଯକ୍ତି ନକ୍ସ୍ଟହଁନ୍ତି ଯେ କି ତାଙ୍କର ମତ ବଦଳାଇ ଦବେେ।
ଗଣନା ପୁସ୍ତକ 23:19
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!
ଯାତ୍ରା ପୁସ୍ତକ 32:13
ମନରେଖ, ଅବ୍ରହାମ, ଇସ୍ହାକ ଏବଂ ଯାକୁବ, ତୁମ୍ଭର ସବେକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, 'ଆକାଶ ରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହବେ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦବେି। ସହେି ଭୂମି ତୁମ୍ଭମାନଙ୍କର ଅନନ୍ତକାଳ ହବେ।'
ଆଦି ପୁସ୍ତକ 46:3
ଏହାପରେ ପରମେଶ୍ବର କହିଲେ, ଆମ୍ଭେ ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର। ମିଶରକୁ ୟିବାକୁ ଭୟ କର ନାହିଁ। ମିଶର ରେ ଆମ୍ଭେ ତୁମ୍ଭର ଏକ ବଡ଼ ବଂଶ କରିବା।
ଆଦି ପୁସ୍ତକ 32:6
ଦୂତଗଣ ଯାକୁବ ପାଖକୁ ୟାଇ କହିଲେ, ଆମ୍ଭେ ତୁମ୍ଭର ଭାଇ ଏଷୌ ନିକଟକୁ ଗଲୁ। ସେ ତୁମ୍ଭକୁ ଭଟେିବାକୁ ଆସୁଛନ୍ତି ଓ ତାଙ୍କ ସହିତ 400 ଲୋକ ଅଛନ୍ତି।
ଆଦି ପୁସ୍ତକ 22:17
ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।