Hebrews 10:21
ପରମେଶ୍ବରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ଯ ଜଣେ ମହାୟାଜକ ଅଛନ୍ତି।
Hebrews 10:21 in Other Translations
King James Version (KJV)
And having an high priest over the house of God;
American Standard Version (ASV)
and `having' a great priest over the house of God;
Bible in Basic English (BBE)
And having a great priest over the house of God,
Darby English Bible (DBY)
and [having] a great priest over the house of God,
World English Bible (WEB)
and having a great priest over the house of God,
Young's Literal Translation (YLT)
and a high priest over the house of God,
| And | καὶ | kai | kay |
| having an high | ἱερέα | hierea | ee-ay-RAY-ah |
| priest | μέγαν | megan | MAY-gahn |
| over | ἐπὶ | epi | ay-PEE |
| the | τὸν | ton | tone |
| house | οἶκον | oikon | OO-kone |
| of | τοῦ | tou | too |
| God; | θεοῦ | theou | thay-OO |
Cross Reference
ଏବ୍ରୀମାନଙ୍କ ନିକଟକୁ ପତ୍ର 2:17
ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:15
କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତବେେ ମଧ୍ଯ ତୁମ୍ଭମାନେେ ଜାଣି ପାରିବ ଯେ ପରମେଶ୍ବରଙ୍କ ପରିବାର ରେ ଲୋକମାନେ କ'ଣ କ'ଣ କରିବା ଅବଶ୍ଯକ। ସହେି ପରିବାର ଜୀବିତ ପରମେଶ୍ବରଙ୍କର ମଣ୍ଡଳୀ ଅଟେ। ପରମେଶ୍ବରଙ୍କ ମଣ୍ଡଳୀ ସତ୍ଯର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 8:1
ଆମ୍ଭେ ଯାହା କିଛି କହୁଛୁ, ତାର ସାର ମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାୟାଜକ ଅଛନ୍ତି, ଯେ ସ୍ବର୍ଗର ପରମେଶ୍ବରଙ୍କ ସିଂହାସନର ଦକ୍ଷିଣ ପାଶର୍ବ ରେ ବସି ଅଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 7:26
ଅତଏବ, ଯୀଶୁଖ୍ରୀଷ୍ଟଙ୍କ ଭଳି ମହାୟାଜକ ଆମ୍ଭର ଆବଶ୍ଯକ ଥିଲା। ସେ ପବିତ୍ର, ତାହାଙ୍କଠା ରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ବାରା ପ୍ରଭାବିତ ନୁହଁନ୍ତି। ତାଙ୍କୁ ସ୍ବର୍ଗଠାରୁ ମଧ୍ଯ ଉଚ୍ଚସ୍ଥାନକୁ ନିଆ ଯାଇଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:20
ଯୀଶୁ ଆଗରୁ ସଠାେକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲକୀଷଦକଙ୍କେ ଭଳି ଯୀଶୁ ଅନନ୍ତକାଳୀନ ମହାୟାଜକ ଅଟନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 4:14
ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:3
ଯେତବେେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନା ରେ ସହେି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ମାଶାଙ୍କେ ତୁଳନା ରେ ଯୀଶୁ ଅଧିକ ସମ୍ମାନର ଯୋଗ୍ଯ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:1
ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:19
ଅତଏବ ତୁମ୍ଭମାନେେ ଏବେ ବିଦେଶୀ ଅବା ଅପରିଚିତ ବ୍ଯକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ବରଙ୍କ ନିଜ ପରିବାରର ଲୋକ ଅଟ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:16
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:9
ଆମ୍ଭମାନେେ ଏକତ୍ର ମିଳି ପରମେଶ୍ବରଙ୍କ ନିମନ୍ତେ କାର୍ୟ୍ଯ କରୁଛୁ, ଓ ତୁମ୍ଭମାନେେ ପରମେଶ୍ବରଙ୍କର ଚାଷଜମି ଅଟ।
ମାଥିଉଲିଖିତ ସୁସମାଚାର 16:18
ମୁଁ ମଧ୍ଯ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମାରେ ମଣ୍ଡଳୀ ତୋଳିବି। ମୃତ୍ଯୁଶକ୍ତି ମାରେ ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହାଇପୋରିବ ନାହିଁ।