ଏବ୍ରୀମାନଙ୍କ ନିକଟକୁ ପତ୍ର 10:5 in Oriya

ଓଡିଆ ଓଡିଆ ବାଇବେଲ ଏବ୍ରୀମାନଙ୍କ ନିକଟକୁ ପତ୍ର ଏବ୍ରୀମାନଙ୍କ ନିକଟକୁ ପତ୍ର 10 ଏବ୍ରୀମାନଙ୍କ ନିକଟକୁ ପତ୍ର 10:5

Hebrews 10:5
ଅତଏବ ଯେତବେେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ :

Hebrews 10:4Hebrews 10Hebrews 10:6

Hebrews 10:5 in Other Translations

King James Version (KJV)
Wherefore when he cometh into the world, he saith, Sacrifice and offering thou wouldest not, but a body hast thou prepared me:

American Standard Version (ASV)
Wherefore when he cometh into the world, he saith, Sacrifice and offering thou wouldest not, But a body didst thou prepare for me;

Bible in Basic English (BBE)
So that when he comes into the world, he says, You had no desire for offerings, but you made a body ready for me;

Darby English Bible (DBY)
Wherefore coming into the world he says, Sacrifice and offering thou willedst not; but thou hast prepared me a body.

World English Bible (WEB)
Therefore when he comes into the world, he says, "Sacrifice and offering you didn't desire, But a body did you prepare for me;

Young's Literal Translation (YLT)
Wherefore, coming into the world, he saith, `Sacrifice and offering Thou didst not will, and a body Thou didst prepare for me,

Wherefore
Διὸdiothee-OH
when
he
cometh
εἰσερχόμενοςeiserchomenosees-are-HOH-may-nose
into
εἰςeisees
the
τὸνtontone
world,
κόσμονkosmonKOH-smone
he
saith,
λέγειlegeiLAY-gee
Sacrifice
Θυσίανthysianthyoo-SEE-an
and
καὶkaikay
offering
προσφορὰνprosphoranprose-foh-RAHN
thou
wouldest
οὐκoukook
not,
ἠθέλησαςēthelēsasay-THAY-lay-sahs
but
σῶμαsōmaSOH-ma
body
a
δὲdethay
hast
thou
prepared
κατηρτίσωkatērtisōka-tare-TEE-soh
me:
μοι·moimoo

Cross Reference

ଗୀତସଂହିତା 40:6
ହେ ସଦାପ୍ରଭୁ, ତୁମ୍ଭେ ମାେତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ଯ ନବୈେଦ୍ଯରେ ସନ୍ତାଷେ ନାହିଁ, ତୁମ୍ଭେ ପ୍ରକୃତରେ ହାମବେଳି ଓ ପାପାର୍ଥକ ବଳି ଚାହଁ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 1:6
ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି :

ଯିଶାଇୟ 1:11
ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:4
କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହବୋରୁ ପରମେଶ୍ବର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ଯବସ୍ଥା ଅଧିନ ରେ ଜୀବନଯାପନ କରୁଥିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 10:10
ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 10:7
ତା'ପରେ ମୁଁ କହିଲି : 'ପରମେଶ୍ବର ମୁଁ ଅଛି ଏଠା ରେ ବ୍ଯବସ୍ଥା ପୁସ୍ତକରେ ମାେ ବିଷୟ ରେ ଲଖାେ ଅଛି। ତୁମ୍ଭେ ଚାହିଁ ଥିବା କାର୍ୟ୍ଯଗୁଡ଼ିକ ମୁଁ କରିବା ପାଇଁ ଆସିଛି।' ଗୀତସଂହିତା 40:6-8

ଏବ୍ରୀମାନଙ୍କ ନିକଟକୁ ପତ୍ର 2:14
ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।

ଯିଶାଇୟ 7:14
ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।

ଯୋହନଲିଖିତ ସୁସମାଚାର 1:14
ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।

ଲୂକଲିଖିତ ସୁସମାଚାର 1:35
ସ୍ବର୍ଗଦୂତ ମରିୟମଙ୍କୁ କହିଲେ, ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହି ଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହବେେ। ସେ ପରମେଶ୍ବରଙ୍କ ପୁତ୍ରଭାବରେ ଖ୍ଯାତ ହବେେ।

ଗୀତସଂହିତା 50:8
ମୁଁ ତୁମ୍ଭର ବଳିଦାନ ବିଷଯରେ ଅଭିଯୋଗ କରୁ ନାହିଁ। ତୁମ୍ଭେ ଇଶ୍ରାୟେଲର ଅଧିବାସୀଗଣ ପ୍ରତିଦିନ ମାେ ପାଇଁ ହାମବେଳି ଆଣୁଅଛ। ତୁମ୍ଭେ ତାହାକୁ ମାେତେ ପ୍ରତିଦିନ ଅର୍ପଣ କରୁଅଛ।

ଯୋହନଙ୍କ ଦିତୀୟ ପତ୍ 1:7
ଏ ଜଗତ ରେ ବର୍ତ୍ତମାନ ଅନକେ ଭଣ୍ଡ ଶିକ୍ଷକ ବାହାରିଲଣେି। ଯୀଶୁଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସମାନେେ ଅସ୍ବୀକାର କରନ୍ତି। ଏହି ସତ୍ଯକୁ ଅସ୍ବୀକାର କରୁଥିବା ପ୍ରେତ୍ୟକକ ବ୍ଯକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।

ଯୋହନଙ୍କ ପ୍ରଥମ ପତ୍ର 4:2
ଏହି ପ୍ରକା ରେ ତୁମ୍ଭମାନେେ ପରମେଶ୍ବରଙ୍କର ଆତ୍ମାକୁ ଚିହ୍ନିପାରିବ : ଏକ ଆତ୍ମା କହିବ ଯେ, ମୁଁ ବିଶ୍ବାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ଯ ରୂପ ଧାରଣ କରି ଆସିଥିଲେ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆଗତ।

ଆଦି ପୁସ୍ତକ 3:15
ମୁଁ ତୁମ୍ଭଙ୍କୁ ନାରୀର ଶତୃ କରିବି।

ଯିରିମିୟ 6:20
ପୁଣି ସଦାପ୍ରଭୁ କହନ୍ତି, ଶିବା ଦେଶରୁ ଧୂପ ଓ ଦୂର ଦେଶରୁ ସୁଗନ୍ଧି ବତେ ଆଣିବାର ଫଳ କଅଣ ? ତୁମ୍ଭମାନଙ୍କର ହାମବେଳି ସବୁ ଗ୍ରହଣୀଯ ନୁହେଁ କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।

ଯିରିମିୟ 31:22
ହେ ଅବିଶ୍ବସ୍ତା କନ୍ଯା, ତୁମ୍ଭେ କେତକୋଳ ଏଣତେଣେେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀ ରେ ଏକ ନୂତନ ବିଷଯ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।

ଆମୋଷ 5:21
ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।

ମାଥିଉଲିଖିତ ସୁସମାଚାର 1:20
କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।

ମାଥିଉଲିଖିତ ସୁସମାଚାର 11:3
ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କୁ ପଚାରିଲେ, ଯେଉଁ ବ୍ଯକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସହେି ବ୍ଯକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?

ଲୂକଲିଖିତ ସୁସମାଚାର 7:19
ଯୋହନ ସମାନଙ୍କେୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଚାରି ପଠାଇଲେ: ଯାହାଙ୍କର ଆସିବାର ଥିଲା, ଆପଣ କ'ଣ ସହେି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷା ରେ ରହିବୁ?

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:16
ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,

ଏବ୍ରୀମାନଙ୍କ ନିକଟକୁ ପତ୍ର 8:3
ପରମେଶ୍ବରଙ୍କୁ ଦାନ ଓ ବଳି ଉତ୍ସର୍ଗ କରିବା ପ୍ରେତ୍ୟକକ ମହାୟାଜକଙ୍କ କାମ ଅଟେ। ଅତଏବ ଆମ୍ଭର ମହାୟାଜକ ମଧ୍ଯ ପରମେଶ୍ବରଙ୍କୁ କିଛି ଉତ୍ସର୍ଗ କରିବା କଥା।

ପିତରଙ୍କ ପ୍ରଥମ ପତ୍ 2:24
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।