ଏବ୍ରୀମାନଙ୍କ ନିକଟକୁ ପତ୍ର 3:8 in Oriya

ଓଡିଆ ଓଡିଆ ବାଇବେଲ ଏବ୍ରୀମାନଙ୍କ ନିକଟକୁ ପତ୍ର ଏବ୍ରୀମାନଙ୍କ ନିକଟକୁ ପତ୍ର 3 ଏବ୍ରୀମାନଙ୍କ ନିକଟକୁ ପତ୍ର 3:8

Hebrews 3:8
ତବେେ ମରୁଭୂମିରେ ପରମେଶ୍ବରଙ୍କୁ ପରୀକ୍ଷା କରିବା ଦିନ ଯେପ୍ରକାର ପରମେଶ୍ବରଙ୍କ ବିରୁଦ୍ଧ ରେ ଥିଲେ, ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।

Hebrews 3:7Hebrews 3Hebrews 3:9

Hebrews 3:8 in Other Translations

King James Version (KJV)
Harden not your hearts, as in the provocation, in the day of temptation in the wilderness:

American Standard Version (ASV)
Harden not your hearts, as in the provocation, Like as in the day of the trial in the wilderness,

Bible in Basic English (BBE)
Be not hard of heart, as when you made me angry, on the day of testing in the waste land,

Darby English Bible (DBY)
harden not your hearts, as in the provocation, in the day of temptation in the wilderness;

World English Bible (WEB)
Don't harden your hearts, as in the provocation, Like as in the day of the trial in the wilderness,

Young's Literal Translation (YLT)
ye may not harden your hearts, as in the provocation, in the day of the temptation in the wilderness,

Harden
μὴmay
not
σκληρύνητεsklērynētesklay-RYOO-nay-tay
your
τὰςtastahs

καρδίαςkardiaskahr-THEE-as
hearts,
ὑμῶνhymōnyoo-MONE
as
ὡςhōsose
in
ἐνenane
the
τῷtoh
provocation,
παραπικρασμῷparapikrasmōpa-ra-pee-kra-SMOH
in
κατὰkataka-TA
the
τὴνtēntane
day
ἡμέρανhēmeranay-MAY-rahn
of

τοῦtoutoo
temptation
πειρασμοῦpeirasmoupee-ra-SMOO
in
ἐνenane
the
τῇtay
wilderness:
ἐρήμῳerēmōay-RAY-moh

Cross Reference

ଯାତ୍ରା ପୁସ୍ତକ 17:7
ମାଶାେ ସହେି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସହେି ସ୍ଥାନ ରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ୟୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?

ହିତୋପଦେଶ 28:14
ଯେଉଁ ଲୋକ ସର୍ବଦା ଭୟ ରେଖ, ସେ ଧନ୍ଯ, ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦ ରେ ପଡ଼ିବ।

ହିତୋପଦେଶ 29:1
ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।

ଯିରିମିୟ 7:26
ମାତ୍ର ସମାନେେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସମାନେେ ଅବାଧ୍ଯ ହାଇେ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଚାରୀ ହେଲେ।

ଯିହିଜିକଲ 3:7
କିନ୍ତୁ ଇଶ୍ରାୟେଲ ଭବିଷ୍ଯତ ବଂଶଧରଗଣ ତୁମ୍ଭ କଥା ଶୁଣିବା ପାଇଁ ଇଚ୍ଛା କରିବେ ନାହିଁ। କାରଣ ସମାନେେ ଆମ୍ଭ କଥା ଶୁଣିବା ପାଇଁ ଚାହାଁନ୍ତି ନାହିଁ। ସମୁଦାଯ ଇଶ୍ରାୟେଲର ଲୋକମାନେ ଜିଦ୍ଖୋର ଓ କଠିନ ଚିତ୍ତ ଅଟନ୍ତି।

ଦାନିଏଲ 5:20
କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ଯ ତାଙ୍କଠାରୁ ନିଆଗଲା। ତା'ପ ରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡି ନିଆଗଲା।

ଯିଖରିୟ 7:11
କିନ୍ତୁ ସହେି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସମାନେେ ଜିଦ୍ଖୋର ହାଇେ ତାଙ୍କ ମୁହଁ ଫରୋଇଲେ ଏବଂ ତାଙ୍କ କାନ ଘୋଡାଇ ପକାଇଲେ।

ମାଥିଉଲିଖିତ ସୁସମାଚାର 13:15
କାରଣ ସମାନଙ୍କେର (ଲୋକମାନଙ୍କର) ହୃଦୟ କଠାେର ହାଇେ ଯାଇଛି। ସମାନଙ୍କେର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ଯକୁ ଦେଖିବା ପାଇଁ ମନା କରି ଦଇେଛନ୍ତି। ଫଳ ରେ ସମାନେେ ତାହାଙ୍କ ଆଖି ରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନ ରେ କିଛି ଶୁଣି ପାରିବେ ନାହିଁ। କିମ୍ବା ହୃଦୟ ରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହବୋ ପାଇଁ ସମାନେେ ମାେ ପାଖକୁ ଆସିବେ ନାହିଁ।'ୟିଶାଇୟ 6 :9-10

ରେରିତମାନଙ୍କ କାର୍ଯ୍ୟର ବିବରଣ 19:9
ମାତ୍ର ସମାନଙ୍କେ ଭିତରୁ କେତକେ ଜିଦ୍ଖୋର ହାଇେ ବିଶ୍ବାସ କଲନୋହିଁ। ସମାନେେ ଲୋକମାନଙ୍କ ଆଗ ରେ ଖ୍ରୀଷ୍ଟଙ୍କ ପଥ ବିଷୟ ରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସମାନଙ୍କେୁ ଛାଡ଼ି କବଳେ ଯୀଶୁଙ୍କର ଶିଷ୍ଯମାନଙ୍କୁ ସାଙ୍ଗ ରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ଯାଳୟକୁ ଯାଇ ଆଲୋଚନା କରୁଥିଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:9
ସମାନଙ୍କେ ଭଳି ଆମ୍ଭେ ଖ୍ରୀଷ୍ଟଙ୍କୁ ପରୀକ୍ଷା କରିବା ଉଚିତ୍ ନୁହେଁ। ପ୍ରଭୁଙ୍କୁ କରିଥିବାରୁ ସମାନେେ ସାପ କାମୁଡ଼ା ରେ ମଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 3:12
ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧିଅରେ କହେି ପାପ ନ କର, ଅବିଶ୍ବାସୀ ନ ହୁଅ, ଓ ଜୀବିତ ପରମେଶ୍ବରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।

ଗୀତସଂହିତା 106:14
ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶଯ ଲୋଭଗ୍ରସ୍ତ ହେଲେ ଓ ମରୁଭୂମିରେ ପରମେଶ୍ବରଙ୍କୁ ପରୀକ୍ଷା କଲେ।

ଗୀତସଂହିତା 78:56
କିନ୍ତୁ ସମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କୁ ପରୀକ୍ଷା କଲେ ଓ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ଏବଂ ସମାନେେ ପରମେଶ୍ବରଙ୍କର ବାକ୍ଯ ପାଳନ କଲେ ନାହିଁ।

ଗଣନା ପୁସ୍ତକ 14:11
ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ଲୋକମାନେ କେତକୋଳ ମାେତେ ପ୍ରତ୍ଯାଖ୍ଯାନ କରିବେ? ଆଉ ସମାନଙ୍କେ ମଧିଅରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସର୍ତ୍ତେ, କେତଦେିନ ସମାନେେ ମାେତେ ଅବିଶ୍ବାସ କରିବେ?

ଗଣନା ପୁସ୍ତକ 14:22
ଏମାନଙ୍କ ମଧ୍ଯରୁ ଏହି ଲୋକ ମାରେମହିମା ଦେଖିଲେ, ପୁଣି ଯେଉଁମାନେ ମିଶର ରେ ଓ ମରୁଭୂମିରେ ଚିହ୍ନସ୍ବରୂପ ମାରେ କୃତ କର୍ମ ଦଖାଇେଛନ୍ତି ଏବଂ ଯେଉଁମାନେ ମାେତେ ବହୁତ ଥର ପରୀକ୍ଷା କରିଛନ୍ତି ଓ ଯେଉଁମାନେ ମାେ ବାକ୍ଯ ରବ ରେ ଅମନୋୟୋଗୀ ହାଇେଅଛନ୍ତି,

ଦିତୀୟ ବିବରଣ 6:16
ତୁମ୍ଭମାନେେ ମଃସା ରେ ଯମେନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ପରୀକ୍ଷା କଲା ପରି, ପକ୍ସ୍ଟଣି ଥରେ ତୁମ୍ଭମାନେେ ତାଙ୍କୁ ପରୀକ୍ଷା କରିବା ଉଚିତ୍ ନକ୍ସ୍ଟହଁ।

ଦିତୀୟ ବିବରଣ 9:22
ତୁମ୍ଭମାନେେ ତବିଯରୋ ରେ ଓ ମଃସା ରେ ଓ କିବ୍ରୋତ୍ହତ୍ତାବା ରେ ସଦାପ୍ରଭୁଙ୍କୁ କୋରଧ କରାଇଲ।

ପ୍ରଥମ ଶାମୁୟେଲ 6:6
ମିସ୍ରୀଯମାନେ ଓ ଫାରୋ କଲାପରି ତୁମ୍ଭମାନଙ୍କର ହୃଦଯକକ୍ସ୍ଟ କଠିନ କର ନାହିଁ। ଯେତବେେଳେ ପରମେଶ୍ବର ସମାନଙ୍କେୁ ନିର୍ମମ ଭାବରେ ଦଣ୍ତ ଦେଲେ। ସମାନେେ ଇଶ୍ରାୟେଲୀୟମାନଙ୍କୁ ମିଶର ଛାଡିବା ପାଇଁ ଦେଲେ।

ଦିତୀୟ ରାଜାବଳୀ 17:14
ମାତ୍ର ସମାନେେ ଶୁଣିଲେ ନାହିଁ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କ ପରି ଅବାଧ୍ଯ ହେଲେ। ସମାନଙ୍କେର ପୂର୍ବପୁରୁଷଗଣ ସଦାପ୍ରଭୁ ଯେ ସମାନଙ୍କେର ପରମେଶ୍ବର ଏହା ବିଶ୍ବାସ କଲେ ନାହିଁ।

ଦିତୀୟ ବଂଶାବଳୀ 30:8
ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କ ପରି ଦାମ୍ଭିକ ହୁଅ ନାହିଁ। କିନ୍ତୁ ଇଚ୍ଛୁକ ହୃଦଯର ସହିତ ସଦାପ୍ରଭୁଙ୍କର ଆଜ୍ଞାକାରୀ ହୁଅ। ସହେି ପବିତ୍ର ସ୍ଥାନକୁ ଆସ। ସଦାପ୍ରଭୁ ତାଙ୍କ ପବିତ୍ର ସ୍ଥାନକୁ ଚିରଦିନ ନିମନ୍ତେ ପବିତ୍ର କରିଛନ୍ତି। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କର ସବୋ କର। ତବେେ ସଦାପ୍ରଭୁଙ୍କର କୋରଧ ତୁମ୍ଭମାନଙ୍କଠାରୁ ନିବୃତ୍ତ ହବେ।

ଦିତୀୟ ବଂଶାବଳୀ 36:13
ସିଦିକିଯ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧ ରେ ବିଦ୍ରୋହ କଲେ। ଅତୀତ ରେ ନବୂଖଦ୍ନିତ୍ସର ସିଦିକିଯଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ବସ୍ତ ରହିବେ। ସିଦିକିଯ ପରମେଶ୍ବରଙ୍କ ନାମ ନଇେ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ବସ୍ତ ରହିବେ। କିନ୍ତୁ ସିଦିକିଯ ବଡ଼ ଦାମ୍ଭିକ ଥିଲେ ଓ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ଯ କଲେ।

ନିହିମିୟା 9:16
ମାତ୍ର ସମାନେେ, ଆମ୍ଭମାନଙ୍କ ପୁର୍ବପୁରୁଷମାନେ ଗର୍ବ ଆଚରଣ କଲେ। ସମାନେେ ଜିଦ୍ଖୋର ଥିଲେ ଓ ତୁମ୍ଭ ଆଜ୍ଞା ସମାନେେ ପାଳନ କଲେ ନାହିଁ।

ଆୟୁବ ପୁସ୍ତକ 9:4
ପରମେଶ୍ବର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କହେି ତାଙ୍କ ବିରୁଦ୍ଧ ରେ ଛିଡ଼ା ହାଇେ କବେେ ଅକ୍ଷତ ରହିପାରିବ ନାହିଁ।

ଗୀତସଂହିତା 78:18
ଏହାପରେ ସହେି ଲୋକମାନେ ପରମେଶ୍ବରଙ୍କୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନଲେେ। ସମାନେେ ପରମେଶ୍ବରଙ୍କୁ ଖାଦ୍ୟ ମାଗିଲେ। ୟାହା ସମାନେେ ଇଚ୍ଛା କରିଥିଲେ।

ଯାତ୍ରା ପୁସ୍ତକ 8:15
ଫାରୋ ହୃଦଯଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜିଦ୍ଖୋର ହେଲ। ସେ ସମାନଙ୍କେ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସହେିପରି ସବୁ ଘଟିଗଲା।