Isaiah 36:17
ତୁମ୍ଭମାନଙ୍କୁ ସ୍ବଦେଶକୁ ନଇୟିବୋ ପର୍ୟ୍ଯନ୍ତ ତୁମ୍ଭମାନେେ ଏହି କାର୍ୟ୍ଯ କର। ସହେି ନୂତନ ଦେଶ ରେ ତୁମ୍ଭମାନେେ ଉତ୍ତମ ଶସ୍ଯ ଓ ଦ୍ରାକ୍ଷାରସ ଏବଂ ରୁଟୀ ଓ ଦ୍ରାକ୍ଷା କ୍ଷେତ୍ରମାନ ଲାଭ କରିବ।
Isaiah 36:17 in Other Translations
King James Version (KJV)
Until I come and take you away to a land like your own land, a land of corn and wine, a land of bread and vineyards.
American Standard Version (ASV)
until I come and take you away to a land like your own land, a land of grain and new wine, a land of bread and vineyards.
Bible in Basic English (BBE)
Till I come and take you away to a land like yours, a land of grain and wine, a land of bread and vine-gardens.
Darby English Bible (DBY)
until I come and take you away to a land like your own land, a land of corn and wine, a land of bread and vineyards.
World English Bible (WEB)
until I come and take you away to a land like your own land, a land of grain and new wine, a land of bread and vineyards.
Young's Literal Translation (YLT)
till my coming in, and I have taken you unto a land like your own land, a land of corn and wine, a land of bread and vineyards;
| Until | עַד | ʿad | ad |
| I come | בֹּאִ֕י | bōʾî | boh-EE |
| away you take and | וְלָקַחְתִּ֥י | wĕlāqaḥtî | veh-la-kahk-TEE |
| אֶתְכֶ֖ם | ʾetkem | et-HEM | |
| to | אֶל | ʾel | el |
| a land | אֶ֣רֶץ | ʾereṣ | EH-rets |
| land, own your like | כְּאַרְצְכֶ֑ם | kĕʾarṣĕkem | keh-ar-tseh-HEM |
| a land | אֶ֤רֶץ | ʾereṣ | EH-rets |
| of corn | דָּגָן֙ | dāgān | da-ɡAHN |
| wine, and | וְתִיר֔וֹשׁ | wĕtîrôš | veh-tee-ROHSH |
| a land | אֶ֥רֶץ | ʾereṣ | EH-rets |
| of bread | לֶ֖חֶם | leḥem | LEH-hem |
| and vineyards. | וּכְרָמִֽים׃ | ûkĕrāmîm | oo-heh-ra-MEEM |
Cross Reference
ଯାତ୍ରା ପୁସ୍ତକ 3:8
ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।
ଦିତୀୟ ବିବରଣ 8:7
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକକ୍ସ୍ଟ ନଇେ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶି ରେ ଝରଣା ରେ ଓ ଗଭୀର ଜଳ ସୋର୍ତ ରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦଇେ ଝରିୟାଏ।
ଦିତୀୟ ବିବରଣ 11:12
ସହେି ଦେଶ ବିଷଯ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ମନୋୟୋଗ କରନ୍ତି। ବର୍ଷର ଆରମ୍ଭରକ୍ସ୍ଟ ବର୍ଷର ଶଷେ ପର୍ୟ୍ଯନ୍ତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
ଦିତୀୟ ରାଜାବଳୀ 17:6
ହାେେଶୟ ରାଜତ୍ବର ନବମ ବର୍ଷ ରେ ଅଶୂରର ରାଜା ଶମରିଯା ଅଧିକାର କଲେ। ସେ ଇଶ୍ରାୟେଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା ଓ ସମାନଙ୍କେୁ ଓ ଗୋଶୋନ ନଗର ହାବୋର ନଦୀର ହଲହ ରେ ଓ ମାଦୀଯମାନଙ୍କ ନାନା ଦେଶ ରେ ରଖିଲେ।
ଦିତୀୟ ରାଜାବଳୀ 18:9
ଅନନ୍ତର ଯିହୁଦାର ରାଜା ହିଜକିଯଙ୍କର ରାଜତ୍ବର ଚତୁର୍ଥ ବର୍ଷ ରେ ଓ ଇଶ୍ରାୟେଲର ରାଜା ଏଲାଙ୍କର ପୁତ୍ର ହାେେଶୟଙ୍କ ରାଜତ୍ବର ସପ୍ତମ ବର୍ଷ ରେ ଅଶୂରର ରାଜା ଶଲ୍ମନଷେର ଶମରିଯା ବିରୁଦ୍ଧ ରେ ୟୁଦ୍ଧ କରିବାକୁ ୟାଇ ତାଙ୍କୁ ଅବରୋଧ କଲେ।
ଦିତୀୟ ରାଜାବଳୀ 18:32
ଶଷେ ରେ ମୁଁ ଆସି ତୁମ୍ଭମାନଙ୍କର ସ୍ବଦେଶ ତୁଲ୍ଯ ଏକ ଦେଶକୁ ନଇୟିବେି ଯେଉଁଠା ରେ ଶସ୍ଯ, ଦ୍ରାକ୍ଷାରସ, ରୋଟୀ, ଦ୍ରାକ୍ଷାକ୍ଷେତ୍ର, ଜିତତୈଳ ଓ ମଧୂ ବିପୁଳ ପରିମାଣ ରେ ଅଛି, ସଠାେରେ ତୁମ୍ଭମାନେେ ବଞ୍ଚିବ ଓ ମରିବ ନାହିଁ। ମାତ୍ର ରାଜା ହିଜକିଯ କଥା ଶୁଣ ନାହିଁ। ତୁମ୍ଭମାନଙ୍କର ମନକୁ ବଦଳାଇବା ପାଇଁ ସେ ସବୁବେଳେ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।'
ଦିତୀୟ ରାଜାବଳୀ 24:11
ତା'ପରେ ବାବିଲର ରାଜା ନବୂଖଦ୍ତ୍ସର ଅବରୋଧ ହାଇେଥିବା ନଗର ରେ ତାଙ୍କର ଅଧିକାରୀମାନଙ୍କ ଦ୍ବାରା ଉପସ୍ଥିତ ହେଲେ।
ଆୟୁବ ପୁସ୍ତକ 20:17
ଦୁଷ୍ଟ ଲୋକ ଜଳଷୋର୍ତ ଓ ନଦୀ ପରି ବହି ଯାଉଥିବା ମହୁ ଓ ଦୁଧସରକୁ ଉପ ଭୋଗ କରି ପାରନ୍ତି ନାହିଁ।
ହିତୋପଦେଶ 12:10
ଧାର୍ମିକ ଲୋକମାନେ ଆପଣା ପଶୁର ଦରକାରକୁ ଅତି ଯତ୍ନ ସହକା ରେ କରନ୍ତି, ମାତ୍ର ଦୁଷ୍ଟ ଲୋକମାନେ ନିର୍ଦ୍ଦଯ ଅଟନ୍ତି।