Isaiah 56:1
ସଦାପ୍ରଭୁ ଏହିସବୁ କହିଛନ୍ତି, ତୁମ୍ଭମାନେେ ନ୍ଯାଯ ପଥ ଏବଂ ତୁମ୍ଭର କର୍ତ୍ତବ୍ଯକୁ ଧର୍ମାନୁସା ରେ ଅନୁସରଣ କର। କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସଙ୍କଟ ଜନକ।
Isaiah 56:1 in Other Translations
King James Version (KJV)
Thus saith the LORD, Keep ye judgment, and do justice: for my salvation is near to come, and my righteousness to be revealed.
American Standard Version (ASV)
Thus saith Jehovah, Keep ye justice, and do righteousness; for my salvation is near to come, and my righteousness to be revealed.
Bible in Basic English (BBE)
The Lord says, Let your way of life be upright, and let your behaviour be rightly ordered: for my salvation is near, and my righteousness will quickly be seen.
Darby English Bible (DBY)
Thus saith Jehovah: Keep ye judgment and do righteousness; for my salvation is near to come, and my righteousness to be revealed.
World English Bible (WEB)
Thus says Yahweh, Keep you justice, and do righteousness; for my salvation is near to come, and my righteousness to be revealed.
Young's Literal Translation (YLT)
Thus said Jehovah: `Keep ye judgment, and do righteousness, For near `is' My salvation to come, And My righteousness to be revealed.'
| Thus | כֹּ֚ה | kō | koh |
| saith | אָמַ֣ר | ʾāmar | ah-MAHR |
| the Lord, | יְהוָ֔ה | yĕhwâ | yeh-VA |
| Keep | שִׁמְר֥וּ | šimrû | sheem-ROO |
| judgment, ye | מִשְׁפָּ֖ט | mišpāṭ | meesh-PAHT |
| and do | וַעֲשׂ֣וּ | waʿăśû | va-uh-SOO |
| justice: | צְדָקָ֑ה | ṣĕdāqâ | tseh-da-KA |
| for | כִּֽי | kî | kee |
| salvation my | קְרוֹבָ֤ה | qĕrôbâ | keh-roh-VA |
| is near | יְשֽׁוּעָתִי֙ | yĕšûʿātiy | yeh-shoo-ah-TEE |
| to come, | לָב֔וֹא | lābôʾ | la-VOH |
| righteousness my and | וְצִדְקָתִ֖י | wĕṣidqātî | veh-tseed-ka-TEE |
| to be revealed. | לְהִגָּלֽוֹת׃ | lĕhiggālôt | leh-hee-ɡa-LOTE |
Cross Reference
ମାଥିଉଲିଖିତ ସୁସମାଚାର 3:2
ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।
ଗୀତସଂହିତା 85:9
ପରମେଶ୍ବର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:11
ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:6
କିନ୍ତୁ ବିଶ୍ବାସ ଦ୍ବାରା ଧାର୍ମିକ ହବୋ ବିଷୟ ରେ ଶାସ୍ତ୍ର ଏହିପରି କୁ ହେ: ନିଜେ ନିଜକୁ ପଚ୍ଭାର ନାହିଁ ଯେ 'ସ୍ବର୍ଗକୁ କିଏ ୟିବ?'(ଅର୍ଥାତ୍ କିଏ ସ୍ବର୍ଗରୁ ଖ୍ରୀଷ୍ଟଙ୍କୁ ପୃଥିବୀକୁ ଆଣିବ?)
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:17
ପରମେଶ୍ବର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ବାସ ରେ ଶଷେ ହୁଏ। ଯେପରି ଧର୍ମଶାସ୍ତ୍ର ରେ କୁହା ଯାଇଛି, ବିଶ୍ବାସ ଦ୍ବାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।
ଯିଶାଇୟ 55:7
ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
ଯିଶାଇୟ 51:5
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।
ଯିଶାଇୟ 46:13
ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ ; ଆମ୍ଭର ଗୌରବ ସ୍ବରୂପ ଇଶ୍ରାୟେଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।
ଯିଶାଇୟ 26:7
ସାଧୁତା ଧାର୍ମିକମାନଙ୍କର ଜୀବନ ଧାରଣର ମାର୍ଗ। ସମାନେେ ସରଳ ଓ ସତ୍ଯପଥ ଅନୁସରଣ କରନ୍ତି। ପୁଣି ହେ ପରମେଶ୍ବର, ତୁମ୍ଭେ ସହେି ପଥକୁ ଅନୁସରଣ ପାଇଁ ଅଧିକ ସୁଗମ ଓ ସରଳ କର।
ଯିଶାଇୟ 1:16
ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।
ଗୀତସଂହିତା 50:23
ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।
ଗୀତସଂହିତା 24:4
ଯେଉଁ ଲୋକମାନେ କବେେ କିଛି ମନ୍ଦ କାର୍ୟ୍ଯ କରି ନାହାଁନ୍ତି, ୟାହାଙ୍କର ହୃଦଯ ଓ ମନ ନିର୍ମଳ, ଯେଉଁ ଲୋକମାନେ ମାରେ ନାମର ଅସତ୍ଯ ବ୍ଯବହାର କରି ନାହଁନ୍ତି ଯେଉଁ ମିଥ୍ଯା କହନ୍ତି ନାହିଁ କି ମିଥ୍ଯା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କବଳେ ସହେି ଲୋକମାନେ ସଠାେରେ ଉପାସନା କରିପାରିବେ।
ଯୋହନଲିଖିତ ସୁସମାଚାର 7:17
ପରମେଶ୍ବର ଯାହା ଚାହାଁନ୍ତି ଯଦି କୌଣସି ବ୍ଯକ୍ତି ସହେି ଅନୁଯାଯୀ କାର୍ୟ୍ଯ କରେ, ମାରେଉପଦେଶ ପରମେଶ୍ବରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣିପାରିବ। ସେ ବ୍ଯକ୍ତି ଜାଣିପାରିବ ଯେ ଏ ଉପଦେଶ ମାେ ନିଜର ନୁହେଁ।
ଲୂକଲିଖିତ ସୁସମାଚାର 3:3
ଯୋହନ ୟର୍ଦ୍ଦନ ନଦୀର ଚାରିପାଖଯାକ ସବୁଅଞ୍ଚଳ ରେ ବୁଲି ବୁଲି ଲୋକମାନଙ୍କ ନିକଟରେ ପ୍ରଚାର କଲେ ଯେ ସମାନେେ ନିଜର ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ ଓ ବାପ୍ତିଜିତ ହୁଅନ୍ତୁ, ତାହାହେଲେ ସମାନଙ୍କେର ପାପଗୁଡିକୁ କ୍ଷମା କରି ଦିଆୟିବ।
ମାର୍କଲିଖିତ ସୁସମାଚାର 1:15
ଯୀଶୁ କହିଲେ, ବର୍ତ୍ତମାନ ଉପୟୁକ୍ତ ସମୟ ଆସିଯାଇଛି। ପରମେଶ୍ବରଙ୍କ ରାଜ୍ଯ ପାଖ ହାଇେ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଚାର ରେ ବିଶ୍ବାସ କର।
ମାଥିଉଲିଖିତ ସୁସମାଚାର 4:17
ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।
ଯିରିମିୟ 7:3
ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।
ମଲାଖୀ 4:4
ମାଶାଙ୍କେର ବ୍ଯବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହାରବେ ପର୍ବତ ରେ ଏହି ବ୍ଯବସ୍ଥା ଓ ନିଯମମାନ ତାଙ୍କୁ ଦଇେଥିଲୁ। ସହେି ବ୍ଯବସ୍ଥା ଇଶ୍ରାୟେଲର ସମସ୍ତ ଲୋକଙ୍କ ପାଇଁ ଥିଲା।