ଯିଶାଇୟ 60:1 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 60 ଯିଶାଇୟ 60:1

Isaiah 60:1
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।

Isaiah 60Isaiah 60:2

Isaiah 60:1 in Other Translations

King James Version (KJV)
Arise, shine; for thy light is come, and the glory of the LORD is risen upon thee.

American Standard Version (ASV)
Arise, shine; for thy light is come, and the glory of Jehovah is risen upon thee.

Bible in Basic English (BBE)
Up! let your face be bright, for your light has come, and the glory of the Lord is shining on you.

Darby English Bible (DBY)
Arise, shine! for thy light is come, and the glory of Jehovah is risen upon thee.

World English Bible (WEB)
Arise, shine; for your light is come, and the glory of Yahweh is risen on you.

Young's Literal Translation (YLT)
Arise, be bright, for come hath thy light, And the honour of Jehovah hath risen on thee.

Arise,
ק֥וּמִיqûmîKOO-mee
shine;
א֖וֹרִיʾôrîOH-ree
for
כִּ֣יkee
thy
light
בָ֣אbāʾva
is
come,
אוֹרֵ֑ךְʾôrēkoh-RAKE
glory
the
and
וּכְב֥וֹדûkĕbôdoo-heh-VODE
of
the
Lord
יְהוָ֖הyĕhwâyeh-VA
is
risen
עָלַ֥יִךְʿālayikah-LA-yeek
upon
זָרָֽח׃zārāḥza-RAHK

Cross Reference

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:14
ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:8
ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।

ଯିଶାଇୟ 52:1
ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ୟିରୁଶାଲମ ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧିଅରେ ତୁମ୍ଭ ମଧ୍ଯକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।

ଯୋହନଲିଖିତ ସୁସମାଚାର 8:12
ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।

ମଲାଖୀ 4:2
ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।

ଯିଶାଇୟ 60:19
ଦିବସର ସୂର୍ୟ୍ଯ ତୁମ୍ଭର ଜ୍ଯୋତି ହବେ ନାହିଁ କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ଯୋତ୍ସ୍ଲା ପ୍ରଦାନ କରିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ଓ ତୁମ୍ଭର ପରମେଶ୍ବର ତୁମ୍ଭର ମହିମାସ୍ବରୂପ ହବେେ।

ଯିଶାଇୟ 58:8
ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହବେ। ପୁଣି ତୁମ୍ଭର ଧର୍ମ' ତୁମ୍ଭର ସମ୍ମୁଖବର୍ତ୍ତୀ ହବେ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚାତବର୍ତ୍ତୀ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:5
ସଠାେରେ ଆଉ କବେେ ରାଜି ହବେ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ୟ୍ଯର ଆଲୋକ ଆଉ ଆବଶ୍ଯକ କରିବେ ନାହିଁ। ପ୍ରଭୁ ପରମେଶ୍ବର ସମାନଙ୍କେୁ ଆଲୋକ ଦବେେ। ସମାନେେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ବ କରିବେ।

ଯୋହନଲିଖିତ ସୁସମାଚାର 3:19
ଲୋକମାନଙ୍କର ବିଚାର ଏହି ବିଷୟ ଦ୍ବାରା ହୁଏ: ସହେି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସହେି ଆଲୋକ ଚାହିଁଲେ ନାହିଁ, ସମାନେେ ଅନ୍ଧକାର ଚାହିଁଲେ, କାରଣ ସମାନେେ ମନ୍ଦକାର୍ୟ୍ଯ ରେ ରତଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:23
ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।

ପିତରଙ୍କ ପ୍ରଥମ ପତ୍ 4:14
ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ଯ ବୋଲି ଜାଣିବ। ତୁମ୍ଭ ଭିତ ରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ଯ। ତାହା ହିଁ ହେଉଛି ପରମେଶ୍ବରଙ୍କ ଆତ୍ମା।

ଯୋହନଲିଖିତ ସୁସମାଚାର 12:46
ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମାରେ ଆସିବାର କାରଣ, ମାଠାେ ରେ ବିଶ୍ବାସ ରଖିଥିବା ପ୍ରେତ୍ୟକକ ଲୋକ କବେେ ଅନ୍ଧକାର ରେ ରହିବ ନାହିଁ।

ଯୋହନଲିଖିତ ସୁସମାଚାର 1:9
ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।

ଲୂକଲିଖିତ ସୁସମାଚାର 2:32
ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।

ଲୂକଲିଖିତ ସୁସମାଚାର 1:78
ଆମ୍ଭମାନଙ୍କ ପରମେଶ୍ବରଙ୍କ ସ୍ନହମୟେ ଅନୁଗ୍ରହ ହତେୁ ସ୍ବର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।

ମାଥିଉଲିଖିତ ସୁସମାଚାର 5:16
ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।

ମାଥିଉଲିଖିତ ସୁସମାଚାର 4:16
ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2

ଯିଶାଇୟ 9:2
ସହେି ଲୋକମାନେ ଅନ୍ଧକାର ରେ ଚଲାବୁଲା କରୁଥିଲେ, ମାତ୍ର ସମାନେେ ଏକ ମହାନ୍ ଆଲୋକ ଦେଖିଛନ୍ତି। ସମାନେେ ମୃତ୍ଯୁରୂପକ ଅନ୍ଧକାର ମଧିଅରେ ବାସ କରୁଥିଲେ, ମାତ୍ର ସହେି ଉଜ୍ଜ୍ବଳ ଆ ଲୋକ' ସମାନଙ୍କେୁ ଦୀପ୍ତିମଯ କରିଛି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:15
ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।