ଯିଶାଇୟ 65:2 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 65 ଯିଶାଇୟ 65:2

Isaiah 65:2
ଯେଉଁମାନେ ନିଜ ନିଜ ଚିନ୍ତାନୁସା ରେ କୁପଥରେ ଗମନ କରନ୍ତି, ସହେି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ।

Isaiah 65:1Isaiah 65Isaiah 65:3

Isaiah 65:2 in Other Translations

King James Version (KJV)
I have spread out my hands all the day unto a rebellious people, which walketh in a way that was not good, after their own thoughts;

American Standard Version (ASV)
I have spread out my hands all the day unto a rebellious people, that walk in a way that is not good, after their own thoughts;

Bible in Basic English (BBE)
All day my hands have been stretched out to an uncontrolled people, who go in an evil way, after the purposes of their hearts;

Darby English Bible (DBY)
I have stretched out my hands all the day unto a rebellious people, who walk in a way not good, after their own thoughts;

World English Bible (WEB)
I have spread out my hands all the day to a rebellious people, who walk in a way that is not good, after their own thoughts;

Young's Literal Translation (YLT)
I have spread out My hands all the day Unto an apostate people, Who are going in the way not good after their own thoughts.

I
have
spread
out
פֵּרַ֧שְׂתִּיpēraśtîpay-RAHS-tee
my
hands
יָדַ֛יyādayya-DAI
all
כָּלkālkahl
day
the
הַיּ֖וֹםhayyômHA-yome
unto
אֶלʾelel
a
rebellious
עַ֣םʿamam
people,
סוֹרֵ֑רsôrērsoh-RARE
walketh
which
הַהֹלְכִים֙hahōlĕkîmha-hoh-leh-HEEM
in
a
way
הַדֶּ֣רֶךְhadderekha-DEH-rek
not
was
that
לֹאlōʾloh
good,
ט֔וֹבṭôbtove
after
אַחַ֖רʾaḥarah-HAHR
their
own
thoughts;
מַחְשְׁבֹתֵיהֶֽם׃maḥšĕbōtêhemmahk-sheh-voh-tay-HEM

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:21
କିନ୍ତୁ ଇଶ୍ରାୟେଲ ଲୋକଙ୍କ ବିଷୟ ରେ ପରମେଶ୍ବର ଏହା କହନ୍ତି, ଆମ୍ଭେ ଏହି ଲୋକଙ୍କ ପାଇଁ ଦିନ ସାରା ଅପେକ୍ଷା କରି ଥିଲେ ମଧ୍ଯ, ସମାନେେ ଆମ୍ଭକୁ ମାନିଲେ ନହିଁ ଓ ଅନୁସରଣ କଲେ ନାହିଁ।

ଯିଶାଇୟ 1:2
ହେ ସ୍ବର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ସଦାପ୍ରଭୁ କହିଛନ୍ତି, ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସମାନେେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।

ଯିଶାଇୟ 66:18
କାରଣ ଆମ୍ଭେ ସମାନଙ୍କେର କାର୍ୟ୍ଯ ଓ ଶିକ୍ଷାପ୍ରଣାଳୀ ଜାଣୁଁ, ସର୍ବଦେଶୀଯ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସମାନେେ ଆସି ଆମ୍ଭର ମହିମା ଦେଖିବେ।

ଯିରିମିୟ 3:17
ଆଉ ସେ ସମୟରେ ଲୋକମାନେ ୟିରୁଶାଲମକୁ 'ସଦାପ୍ରଭୁଙ୍କ ସିଂହାସନ' ବୋଲି କହିବେ। ସମଗ୍ର ଦେଶୀଯମାନେ ସଦାପ୍ରଭୁଙ୍କ ନାମ ରେ ସମ୍ମାନ ଜଣାଇବାକୁ ୟିରୁଶାଲମ ରେ ଏକତ୍ରୀତ ହବେେ। ପୁଣି ସମାନେେ ନିଜର ଅନ୍ତଃକରଣ ରେ ଦୁଷ୍ଟାଚାର ଅବାଧ୍ଯତା ଆଉ ଅନୁସରଣ କରିବେ ନାହିଁ।

ଯିରିମିୟ 4:14
ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।

ଯିରିମିୟ 5:23
ମାତ୍ର ଯିହୁଦାର ଲୋକମାନେ ଅବାଧ୍ଯ ଓ ପ୍ରତିକୁଳାଚାରୀ। ସମାନେେ ସର୍ବଦା ଆମ୍ଭ ବିରୁଦ୍ଧ ରେ ଯୋଜନା କରିଛନ୍ତି ଓ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି।

ଯିରିମିୟ 7:24
ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସମାନେେ ସେଥିପ୍ରତି ଧ୍ଯାନ ଦେଲେ ନାହିଁ। ସମାନେେ ଅବାଧ୍ଯ ହାଇେ ନିଜ ନିଜ ମନ୍ତ୍ରଣା ରେ ଚାଳିତ ହେଲେ। ସମାନେେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।

ଯିହିଜିକଲ 2:3
ତା'ପ ରେ ସେ ମାେତେ କହିଲା, ହେ ମନୁଷ୍ଯ ପୁତ୍ର, ମୁଁ ତୁମ୍ଭକୁ ଇଶ୍ରାୟେଲର ସନ୍ତାନଗଣଙ୍କ ନିକଟକୁ ପ୍ ରରଣେ କରୁଛି। ସମାନେେ ଏକ ବିଦ୍ରୋହୀ ଜାତି। ସମାନେେ ଓ ସମାନଙ୍କେର ପୂର୍ବପୁରୁଷଗଣ ମାେ ବିରୁଦ୍ଧ ରେ ବିଦ୍ରୋହ କଲେ ଓ ଆଜି ପର୍ୟ୍ଯନ୍ତ ପାପ କରି ଚାଲିଛନ୍ତି।

ମାଥିଉଲିଖିତ ସୁସମାଚାର 12:33
ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ବାରା ଗଛଟିକୁ ଚିହ୍ନି ହୁଏ।

ମାଥିଉଲିଖିତ ସୁସମାଚାର 15:19
କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।

ମାଥିଉଲିଖିତ ସୁସମାଚାର 23:37
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।

ଲୂକଲିଖିତ ସୁସମାଚାର 13:34
ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।

ଲୂକଲିଖିତ ସୁସମାଚାର 19:41
ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:51
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।

ଯିଶାଇୟ 63:10
ମାତ୍ର ସମାନେେ ସଦାପ୍ରଭୁଙ୍କ ବିପକ୍ଷ ରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ର ଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସମାନଙ୍କେର ଶତ୍ରୁ ହାଇଗେଲେ ଓ ସମାନଙ୍କେର ବିପକ୍ଷ ରେ ୟୁଦ୍ଧ କଲେ।

ଯିଶାଇୟ 59:7
ସମାନଙ୍କେର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସମାନେେ ନିର୍ଦ୍ ଦୋଷ ରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସମାନଙ୍କେର ଚିନ୍ତାସବୁ ଅଧର୍ମର ଚିନ୍ତା। ସମାନଙ୍କେ ପଥରେ ଧ୍ବଂସ ଓ ବିନାଶ ଥାଏ।

ଆଦି ପୁସ୍ତକ 6:5
ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।

ଗଣନା ପୁସ୍ତକ 15:39
ତୁମ୍ଭମାନେେ ଯେପରି ସହେି ଝାଲର ଏକାଠି ବନ୍ଧା ହାଇେଥିବା ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମନେ କରି ପାଳନ କରିବ। ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କ ଆଜ୍ଞାକୁ ଭୁଲି ମନ ଓ ଚକ୍ଷୁ ଅନୁସାରେ ବ୍ଯଭିଚାର କର ନାହିଁ।

ଦିତୀୟ ବିବରଣ 9:7
ତୁମ୍ଭମାନେେ ଏହି ପ୍ରାନ୍ତର ମଧିଅରେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ କିପରି କୋରଧ କରାଇ ଅଛ ତାହା ସ୍ମରଣ କର। ତୁମ୍ଭମାନେେ ତାହା ପାଶୋରି ୟାଅ ନାହିଁ। ତୁମ୍ଭେ ମିଶର ଦେଶରକ୍ସ୍ଟ ବାହାର ହବୋ ଦିନଠାରକ୍ସ୍ଟ ଏହି ସ୍ଥାନକକ୍ସ୍ଟ ଆସିବା ପର୍ୟ୍ଯନ୍ତ ତୁମ୍ଭମାନେେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହାଇେଅଛ।

ଦିତୀୟ ବିବରଣ 29:19
ଆଉ ଯେପରି ଏହି ଅଭିଶାପର କଥା ଶକ୍ସ୍ଟଣି ମନମେନେ ଆପଣାର ଧନ୍ଯବାଦ କରି ନ କ ହେ ଯେ, 'ଆମ୍ଭେ ଶକ୍ସ୍ଟଖିଲା ସଙ୍ଗେ ଓଦାକକ୍ସ୍ଟ ଧ୍ବଂସ କରିବା ପାଇଁ ଆପଣା ଦୃଦଯ ରେ କାଠିନ୍ଯ ଅନକ୍ସ୍ଟସା ରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହବେ।'

ଦିତୀୟ ବିବରଣ 31:27
ମୁ ଜାଣେ ତୁମ୍ଭମାନେେ ଶକ୍ତ ଗ୍ରିବ ଅଟ। ମୁ ଜାଣେ ତୁମ୍ଭେ ତକ୍ସ୍ଟମ୍ଭ ବାଟରେ ଚଳିବାକକ୍ସ୍ଟ ଗ୍ଭହଁ। ଦେଖ ଆଜି ମୁ ତୁମ୍ଭମାନଙ୍କ ମଧିଅରେ ବଞ୍ଚି ଥାଉ ଥାଉ ତୁମ୍ଭମାନେେ ସଦାପ୍ରଭୁଙ୍କର ବିଦ୍ରୋହି ହେଉଅଛ। ମାରେ ମରଣ ପରେ ତୁମ୍ଭମାନେେ କେତେ ଅଧିକ ନ ହବେ। ତୁମ୍ଭମାନେେ ସଦାପ୍ରଭୁଙ୍କୁ ମାନିବ ନାହିଁ।

ଗୀତସଂହିତା 36:4
ରାତ୍ରିରେ ସେ ମୂଲ୍ଯହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ୟ୍ଯ କରେ ନାହିଁ ଏବଂ ସେ ମନ୍ଦ କାର୍ୟ୍ଯ କରିବାରୁ ବିମୁଖ ହୁଏ ନାହିଁ।

ଗୀତସଂହିତା 81:11
କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ। ଇଶ୍ରାୟେଲବାସୀ ଆମ୍ଭର କଥା ମାନିଲେ ନାହିଁ।

ହିତୋପଦେଶ 1:24
କିନ୍ତୁ ତୁମ୍ଭମାନେେ ମାରେ ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାୟ୍ଯ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭମାନେେ ମାରେ ସାହାୟ୍ଯ ଗ୍ରହଣ କରିବାକୁ ମନାକଲ।

ହିତୋପଦେଶ 16:29
ଅତ୍ଯାଚାରୀ ଆପଣା ମିତ୍ରଗଣକୁ ଭୁଲିୟାଏ। ଏବଂ ପ୍ରତିବେଶୀକୁ କୁପଥରେ କଢ଼ାଇ ନିଏ।

ଯିଶାଇୟ 1:23
ତୁମ୍ଭର ଶାସକଗଣ ବିଦ୍ରୋହୀ ହାଇେଛନ୍ତି ଓ ଚୋରମାନଙ୍କର ବନ୍ଧୁ ହାଇେଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ଯାଯ କାର୍ୟ୍ଯ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସହେି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସହେି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସମାନଙ୍କେର ଦରକାର ବେଳେ ସାହାୟ୍ଯ କରନ୍ତି ନାହିଁ।'

ଯିଶାଇୟ 55:7
ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।

ଯାକୁବଙ୍କ ପତ୍ 1:14
ପ୍ରେତ୍ୟକକ ବ୍ଯକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରେଖ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:15
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।