Jeremiah 20:16
ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସହେିସବୁ ନଗର ତୁଲ୍ଯ ହେଉ। ଆଉ ସେ ଲୋକ ପ୍ରାତଃକାଳ ରେ କ୍ରନ୍ଦନ ଓ ମଧ୍ଯାହ୍ନ କାଳ ରେ ଚିତ୍କାର ଶବ୍ଦ ଶୁଣୁ।
Jeremiah 20:16 in Other Translations
King James Version (KJV)
And let that man be as the cities which the LORD overthrew, and repented not: and let him hear the cry in the morning, and the shouting at noontide;
American Standard Version (ASV)
And let that man be as the cities which Jehovah overthrew, and repented not: and let him hear a cry in the morning, and shouting at noontime;
Bible in Basic English (BBE)
May that man be like the towns overturned by the Lord without mercy: let a cry for help come to his ears in the morning, and the sound of war in the middle of the day;
Darby English Bible (DBY)
And let that man be as the cities which Jehovah overthrew, and repented not; and let him hear a cry in the morning, and a shouting at noonday,
World English Bible (WEB)
Let that man be as the cities which Yahweh overthrew, and didn't repent: and let him hear a cry in the morning, and shouting at noontime;
Young's Literal Translation (YLT)
Then hath that man been as the cities, That Jehovah overthrew, and repented not, And he hath heard a cry at morning, And a shout at time of noon.
| And let that | וְהָיָה֙ | wĕhāyāh | veh-ha-YA |
| man | הָאִ֣ישׁ | hāʾîš | ha-EESH |
| be | הַה֔וּא | hahûʾ | ha-HOO |
| as the cities | כֶּֽעָרִ֛ים | keʿārîm | keh-ah-REEM |
| which | אֲשֶׁר | ʾăšer | uh-SHER |
| the Lord | הָפַ֥ךְ | hāpak | ha-FAHK |
| overthrew, | יְהוָ֖ה | yĕhwâ | yeh-VA |
| and repented | וְלֹ֣א | wĕlōʾ | veh-LOH |
| not: | נִחָ֑ם | niḥām | nee-HAHM |
| hear him let and | וְשָׁמַ֤ע | wĕšāmaʿ | veh-sha-MA |
| the cry | זְעָקָה֙ | zĕʿāqāh | zeh-ah-KA |
| morning, the in | בַּבֹּ֔קֶר | babbōqer | ba-BOH-ker |
| and the shouting | וּתְרוּעָ֖ה | ûtĕrûʿâ | oo-teh-roo-AH |
| at noontide; | בְּעֵ֥ת | bĕʿēt | beh-ATE |
| צָהֳרָֽיִם׃ | ṣāhŏrāyim | tsa-hoh-RA-yeem |
Cross Reference
ଯିରିମିୟ 18:22
ଯେତବେେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସମାନଙ୍କେ ବିରୁଦ୍ଧ ରେ ଆଣ, ସମାନଙ୍କେର ଗୃହରୁ କ୍ରନ୍ଦନର ସ୍ବର ଶୁଣାଯାଉ। କାରଣ ସମାନେେ ମାେତେ ଧରିବା ପାଇଁ ଗର୍ତ୍ତ ଖାେଳି ଅଛନ୍ତି ଓ ମାେ ଚରଣ ପାଇଁ ଗୋପନ ରେ ଫାନ୍ଦ ବସାଇ ଅଛନ୍ତି।
ଯିରିମିୟ 48:3
ହୋରୋନଯିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।
ଦିତୀୟ ବିବରଣ 29:23
ସଦାପ୍ରଭୁ ଆପଣା କୋର୍ଧ ଓ କୋପରେ ଯେଉଁ ସଦୋମ ଓ ହ ମାରୋ, ଅଦ୍ମା ଓ ସବୋଯିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନ ରେ ପରିପୂର୍ଣ୍ଣ ହାଇେଅଛି। ତହିଁରେ କିଛି ବକ୍ସ୍ଟଣାୟାଏ ନାହିଁ, କି ଫଳ ଉତ୍ପନ୍ନ ହକ୍ସ୍ଟଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢେ ନାହିଁ।
ଯୂନସ 4:2
ୟୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲା, ମୁଁ ଜାଣିଥିଲି ଏହାହିଁ ଘଟିବ। ମୁଁ ମାେ ନିଜ ଦେଶ ରେ ଥିଲା ବେଳେ ତୁମ୍ଭେ ମାେତେ ସଠାେକୁ ଡାକିଥିଲା। ସେତବେେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସହେି କୁନଗରୀର ଲୋକମାନଙ୍କୁ କ୍ଷମା ଦବେ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ୟିବାକୁ ସ୍ଥିର କଲି। ମିଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦଖାଇେ ଲୋକମାନଙ୍କୁ ଦଣ୍ତ ଦବେ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟା ରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତବେେ ତୁମ୍ଭେ ଧ୍ବଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।
ସିଫନିୟ 1:16
ଏହା ୟୁଦ୍ଧ ସମୟ ପରି ଏକ ସମୟ ହବେ, ଯେତବେେଳେ ଲୋକମାନେ ପ୍ରତିରକ୍ଷା ଦୁର୍ଗ ଓ ସୁରକ୍ଷିତ ନଗରୀ ରେ ତୂରୀର ଓ ୟୁଦ୍ଧର କାନ୍ଦଣା ଶୁଣିବେ।
ସିଫନିୟ 2:9
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମାୟୋବ ଓ ଅମ୍ମାନରେ ଲୋକମାନେ ସଦୋମ ଓ ହ ମାରୋ ପରି ଧ୍ବଂସ ହବେେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସମାନଙ୍କେର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହବେ। ସମାନଙ୍କେର ଭୂମିରେ ଅନାବନା ଗଛ ବ୍ଯାପିୟିବ। ମରୁସାଗର ପରି ସମାନଙ୍କେର ଭୁମି ଲବଣାକ୍ତ ହବେ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫରେିପାଇବେ।
ଲୂକଲିଖିତ ସୁସମାଚାର 17:29
ଲୋଟ ନଗର ଛାଡି ଚାଲିୟିବା ସମୟ ପର୍ୟ୍ଯନ୍ତ ମଧ୍ଯ ଲୋକମାନେ ଏସବୁ କାମ କରୁଥିଲେ। ତା'ପରେ ସଠାେରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦଲୋ।
ପିତରଙ୍କ ଦିତୀୟ ପତ୍ର 2:6
ପରମେଶ୍ବର ଦଣ୍ଡ ସ୍ବରୂପେ ଦୁଷ୍ଟ ନଗରୀ ସଦୋମ ଓ ଗ ମାରୋକୁ ପୋଡ଼ି ପାଉଁଶ କରି ଦଇେଥିଲେ। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ, ସମାନଙ୍କେ ପ୍ରତି କ'ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ବରୂପ ଅଟେ।
ଯିହୂଦାଙ୍କ ପତ୍ର 1:7
ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।
ଯୂନସ 3:9
ତାହା ହେଲେ ପରମେଶ୍ବର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ୟ୍ଯ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କୋରଧ ହବେ ନାହିଁ। ତା'ପ ରେ ସେ ହୁଏତ ଦଣ୍ତ ଦବେେ ନାହିଁ।
ଯୂନସ 3:4
ୟୂନସ ନଗରର କନ୍େଦ୍ରସ୍ଥଳୀକୁ ୟାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧିଅରେ ଆରମ୍ଭ କଲା। ୟୂନସ କହିଲା, ଗ୍ଭଳିଶ ଦିନ ନୀନିବୀ ଧ୍ବଂସ ହବେ।
ଆମୋଷ 4:11
ସଦୋମ ଓ ହ ମାରୋ ସହରଗୁଡିକ ଧ୍ବଂସ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ଧ୍ବଂସ କଲୁ। ସହେି ନଗରଗୁଡିକ ସମ୍ପୂର୍ଣ୍ଣ ନଷ୍ଟ ହାଇେଥିଲା। ତୁମ୍ଭମାନେେ ଗୋଟିଏ ପୋଡା ବାଡି ଅଗ୍ନିରୁ ଟଣା ହେଲା ସଦୃଶ ଥିଲ। ତଥାପି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।
ଯିରିମିୟ 4:19
ହାୟ, ହାୟ, ମାରେ ଦୁଃଖ ଓ ମାରେ ବ୍ଯସ୍ତତା ମାରେ ଅନ୍ତନାଡ଼ିକୁ ବ୍ଯଥିତ କରୁଛି। ମୁଁ ହୃଦଯ ରେ ଅସ୍ଥିରତା ଅନୁଭବ କରୁଛି। ମୁଁ ସ୍ଥିର ରହିପାରୁ ନାହିଁ, କାରଣ ମୁଁ ସହେି ତୂରୀ ଶବ୍ଦ ଓ ୟୁଦ୍ଧର ନାଦ ଶୁଣିପାରୁଛି।
ଯିରିମିୟ 18:8
ମାତ୍ର ଯଦି ସହେି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫରନ୍େତି ତବେେ ଆମ୍ଭେ ସମାନଙ୍କେ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନ ରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହବୋ।
ଯିରିମିୟ 26:13
ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।
ଯିହିଜିକଲ 21:22
ଗୁଳାବାଣ୍ଟ ଯାହାକି ସେ ତା'ର ଦକ୍ଷିଣ ହସ୍ତ ରେ ଉଠାଇଲା, ତାହା ୟିରୁଶାଲମର ହବେ। ଯେଉଁଠା ରେ ସେ ନଷ୍ଟକାରୀ କାଠ ଗଣ୍ଡିକୁ ଏବଂ ହତ୍ଯା କରିବାକୁ ଆଜ୍ଞା ଦବେ, ୟୁଦ୍ଧ ପାଇଁ ସେ ଡ଼ାକରା ଦବେ, ଫାଟକ ବିରୁଦ୍ଧ ରେ ନଷ୍ଟକାରୀ କାଠଗଣ୍ଡିକୁ ଖଞ୍ଜିବ। ତା'ପ ରେ ସମାନେେ ସହର ଚତୁଃପାଶର୍ବ ରେ ପ୍ରାଚୀର ନିର୍ମାଣ କରିବ।
ହୋଶେୟ 10:14
ତେଣୁ ତୁମ୍ଭମାନଙ୍କର ସୈନ୍ଯବାହିନୀ ୟୁଦ୍ଧର ଶଦ୍ଦ ଶୁଣିବେଏବଂ ତୁମ୍ଭମାନଙ୍କର ସମସ୍ତ ଦୁର୍ଗ ଧ୍ବଂସ ପାଇବ। ଶଲମନ ବୈଥ୍-ଅରବଲକେୁ ଧ୍ବଂସ କଲାପରି ଏହା ଘଟିବ। ୟୁଦ୍ଧ ସମୟରେ ମାଆମାନଙ୍କୁ ସମାନଙ୍କେର ପିଲାମାନଙ୍କ ସହିତ ହତ୍ଯା କରାଗଲା।
ହୋଶେୟ 11:8
ଇଫ୍ରଯିମ, ଆମ୍ଭେ ତୁମ୍ଭକୁ ପରିତ୍ଯାଗ କରିବାକୁ ଗ୍ଭହୁଁ ନାହୁଁ। ଇଶ୍ରାୟେଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋଯିମ୍ ପରି ତୁମ୍ଭକୁ ହବୋକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ ରମେ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।
ଆମୋଷ 1:14
କିନ୍ତୁ ଆମ୍ଭେ ରଦ୍ଦାର ପ୍ରାଚୀର ଉପ ରେ ଅଗ୍ନି ପକାଇବା ଏବଂ ଏହା ସଠାେକାର ସମସ୍ତ ପ୍ରାସାଦ ଓ ସହେି ଅଗ୍ନି ଦେଶକୁ ଧ୍ବଂସ କରିଦବେ ଏବଂ ସଠାେ ରେ ୟୁଦ୍ଧ ବିଭୀଷିକା ଘୂର୍ଣ୍ଣିବାଯୁ ଆସିବ।
ଆମୋଷ 2:2
ତେଣୁ ଆମ୍ଭେ ମାୟୋବ ରେ ଅଗ୍ନି ସଂୟୋଗ କରିବା। ସହେି ଅଗ୍ନି ଶିଖା କରିଯୋଥର ପ୍ରାସାଦଗୁଡିକ ଧ୍ବଂସ କରିଦବେ। ସଠାେ ରେ କୋଳାହଳ ଓ ତୂରୀର ଶଦ୍ଦ ହବେ ଏବଂ ମାଯାେବ ଧ୍ବଂସ ହବେ।
ଆଦି ପୁସ୍ତକ 19:24
ଠିକ୍ ସହେି ସମୟରେ, ସଦାପ୍ରଭୁ ସଦୋମ ଏବଂ ହ ମାରେକୁ ଧ୍ବଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହ ମାରୋ ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।