Jeremiah 20:18
ମୁଁ କାହିଁକି ଜନ୍ମ ହଲିେ ? ଲଜ୍ଜା ଓ ଦୁଃଖ ରେ ମାରେ ସମସ୍ତ ଜୀବନ ଅତିବାହିତ ହେଲା।
Jeremiah 20:18 in Other Translations
King James Version (KJV)
Wherefore came I forth out of the womb to see labour and sorrow, that my days should be consumed with shame?
American Standard Version (ASV)
Wherefore came I forth out of the womb to see labor and sorrow, that my days should be consumed with shame?
Bible in Basic English (BBE)
Why did I come from my mother's body to see pain and sorrow, so that my days might be wasted with shame?
Darby English Bible (DBY)
Wherefore came I forth from the womb to see labour and sorrow, that my days should be consumed in shame?
World English Bible (WEB)
Why came I forth out of the womb to see labor and sorrow, that my days should be consumed with shame?
Young's Literal Translation (YLT)
Why `is' this? from the womb I have come out, To see labour and sorrow, Yea, consumed in shame are my days!
| Wherefore | לָ֤מָּה | lāmmâ | LA-ma |
| came I forth | זֶּה֙ | zeh | zeh |
| womb the of out | מֵרֶ֣חֶם | mēreḥem | may-REH-hem |
| to see | יָצָ֔אתִי | yāṣāʾtî | ya-TSA-tee |
| labour | לִרְא֥וֹת | lirʾôt | leer-OTE |
| and sorrow, | עָמָ֖ל | ʿāmāl | ah-MAHL |
| that my days | וְיָג֑וֹן | wĕyāgôn | veh-ya-ɡONE |
| consumed be should | וַיִּכְל֥וּ | wayyiklû | va-yeek-LOO |
| with shame? | בְּבֹ֖שֶׁת | bĕbōšet | beh-VOH-shet |
| יָמָֽי׃ | yāmāy | ya-MAI |
Cross Reference
ଆୟୁବ ପୁସ୍ତକ 3:20
କାହିଁକି ଜଣେ ପୀଡ଼ିତ ବ୍ଯକ୍ତି ବଞ୍ଚିରହିବା ଉଚିତ ? କାହିଁକି ଜଣେ ବ୍ଯକ୍ତିକୁ ଜୀବନ ଦବୋ ଯାହାର ଆତ୍ମା ତିକ୍ତ।
ଯିରିମିୟଙ୍କ ବିଳାପ 3:1
ମୁଁ ସହେି ମନୁଷ୍ଯ, ଯେ କି ସଦାପ୍ରଭୁଙ୍କ କୋରଧରୂପ ପାଞ୍ଚଣ ଦ୍ବାରା ପ୍ରହୃତ ହାଇେଥିବା କ୍ଲେଶ ଦେଖିଅଛି।
ଆୟୁବ ପୁସ୍ତକ 14:1
ଆମ୍ଭମାନେେ ସମସ୍ତେ ମନୁଷ୍ଯ। ଆମ୍ଭର ଜୀବନ ଅଳ୍ପାଯୁ ତଥା ନାନା ବିପଦ ରେ ପୂର୍ଣ୍ଣ।
ଗୀତସଂହିତା 69:19
ତୁମ୍ଭେ ଜାଣ ମାରେ ଶତ୍ରୁମାନେ ମାେତେ ନିନ୍ଦା ଓ ଅପମାନିତ କରିଛନ୍ତି। ସମାନେେ ମାେ ସହିତ ଏହା କରିବାର ତୁମ୍ଭେ ଦେଖିଛ।
ଗୀତସଂହିତା 90:9
ତୁମ୍ଭର କୋର୍ଧ ଆମ୍ଭମାନଙ୍କ ଜୀବନକୁ ଶଷେ ଦିନ କରିଦଇେ ଆଣିଛି। ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:9
କିନ୍ତୁ ମାରେ ମନେ ହୁଏ ଯେ, ପରମେଶ୍ବର ଆମ୍ଭ ପ୍ ରରେିତମାନଙ୍କୁ ସର୍ବଶଷେ ରେ ରଖିଅଛନ୍ତି। ଆମ୍ଭମାନେେ ଯେପରି ମୃତ୍ଯୁଦଣ୍ଡ ରେ ଦଣ୍ଡିତ କରା ହାଇେଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ବର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖ ରେ ଆମ୍ଭମାନେେ ଯେପରି ଏକ ନାଟକ କରୁଛୁ।
ପିତରଙ୍କ ପ୍ରଥମ ପତ୍ 4:14
ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ଯ ବୋଲି ଜାଣିବ। ତୁମ୍ଭ ଭିତ ରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ଯ। ତାହା ହିଁ ହେଉଛି ପରମେଶ୍ବରଙ୍କ ଆତ୍ମା।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:13
ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ୟିବା ଉଚିତ। ଆମ୍ଭେ ମଧ୍ଯ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:2
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:36
କେତେ ଲୋକ ହାସ୍ଯର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘ ରେ ରଖା ଗଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:36
ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।
ଆୟୁବ ପୁସ୍ତକ 14:13
ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ପାତାଳ ରେ ଲୁଚାଇ ରଖନ୍ତ। ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ଲୁଚାଇ ରଖନ୍ତ, ଯେ ପର୍ୟ୍ଯନ୍ତ ତୁମ୍ଭର ରାଗ ଶାନ୍ତ ନ ହାଇେଛି। ତା'ପରେ ତୁମ୍ଭେ ମାେତେ ମନକରେିବା ପାଇଁ ଗୋଟେ ସମୟ ଠିକ୍ କରିବ।
ଯିଶାଇୟ 1:6
ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା' ରେ ପରିପୂର୍ଣ୍ଣ। ତୁମ୍ଭମାନେେ ସେ କ୍ଷତର ଯତ୍ନ ନଲେ ନାହିଁ। ତୁମ୍ଭମାନଙ୍କର ସହେି କ୍ଷତଗୁଡ଼ିକ ପରିଷ୍କୃତ ହାଇେ ନାହିଁ କିମ୍ବା ଆବୃତ ହାଇେ ନାହିଁ।
ଯିଶାଇୟ 51:7
ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମାରେ ଶିକ୍ଷା ହୃଦଯ ରେ ଧରି ରଖନ୍ତି, ଦୟାକରି ମାେ କଥା ଶୁଣ, ତୁମ୍ଭମାନେେ ଦୁଷ୍ଟ ଲୋକଙ୍କ ଅପମାନ ରେ ଭୟଭୀତ ହୁଅ ନାହିଁ।
ଯିରିମିୟ 8:18
ହେ ପରମେଶ୍ବର ମାରେ ହୃଦଯ ଦୁଃଖ ରେ ଅଭିଭୂତ, ମୁଁ ଅତ୍ଯନ୍ତ ଭୟଭୀତ ଓ ମୂର୍ଚ୍ଛିତ।
ଯିରିମିୟଙ୍କ ବିଳାପ 1:12
ହେ ପଥିକଗଣ, ମାେତେ ଚାହଁ ଏବଂ ଦେଖ କି ଦାରୁଣ ୟନ୍ତ୍ରଣା ମୁଁ ଭୋଗୁଅଛି। ଏପରି ୟନ୍ତ୍ରଣା ଓ ଦୁଃଖ ଅନ୍ୟ କିଏ ପାଇଛି କି ? ସଦାପ୍ରଭୁ ଆପଣା ପ୍ରଚଣ୍ଡ କୋରଧ ରେ ମାେ ପ୍ରତି ଦଣ୍ଡ ବିଧାନ କରିଛନ୍ତି।
ଯୋହନଲିଖିତ ସୁସମାଚାର 16:20
ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ କାନ୍ଦିବ ଓ ଦୁଃଖିତ ହବେ, କିନ୍ତୁ ଜଗତ ଆନନ୍ଦିତ ହବେ। ତୁମ୍ଭେ ଦୁଃଖୀ ହବେ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦ ରେ ପରିଣତ ହବେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5:41
ପ୍ ରରେିତମାନେ ମହାସଭା ଛାଡ଼ି ଚ଼ାଲିଗଲେ। ସମାନେେ ଖୁସି ହେଲେ ଯେ, ସମାନଙ୍କେୁ ଯୀଶୁଙ୍କ ନାମ ରେ ଅପମାନ ସହିବାକୁ ୟୋଗ୍ଯ ବିବଚେିତ କରାଯାଇଛି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:12
ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।
ଆଦି ପୁସ୍ତକ 3:16
ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।