Job 22:23
ତୁମ୍ଭେ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସର୍ବଶକ୍ତିମାନ ପରମେଶ୍ବର ତୁମ୍ଭକୁ ପୁନଃସ୍ଥାପନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଘରୁ ଦୁଷ୍ଟତା ଦୂର କର।
Job 22:23 in Other Translations
King James Version (KJV)
If thou return to the Almighty, thou shalt be built up, thou shalt put away iniquity far from thy tabernacles.
American Standard Version (ASV)
If thou return to the Almighty, thou shalt be built up, If thou put away unrighteousness far from thy tents.
Bible in Basic English (BBE)
If you come back to the Ruler of all, making yourself low before him; if you put evil far away from your tents;
Darby English Bible (DBY)
If thou return to the Almighty, thou shalt be built up. If thou remove unrighteousness far from thy tents,
Webster's Bible (WBT)
If thou shalt return to the Almighty, thou shalt be built up, thou shalt put away iniquity far from thy tabernacles.
World English Bible (WEB)
If you return to the Almighty, you shall be built up, If you put away unrighteousness far from your tents.
Young's Literal Translation (YLT)
If thou dost return unto the Mighty Thou art built up, Thou puttest iniquity far from thy tents.
| If | אִם | ʾim | eem |
| thou return | תָּשׁ֣וּב | tāšûb | ta-SHOOV |
| to | עַד | ʿad | ad |
| the Almighty, | שַׁ֭דַּי | šadday | SHA-dai |
| up, built be shalt thou | תִּבָּנֶ֑ה | tibbāne | tee-ba-NEH |
| away put shalt thou | תַּרְחִ֥יק | tarḥîq | tahr-HEEK |
| iniquity | עַ֝וְלָ֗ה | ʿawlâ | AV-LA |
| far from thy tabernacles. | מֵאָהֳלֶֽךָ׃ | mēʾāhŏlekā | may-ah-hoh-LEH-ha |
Cross Reference
ଯିଖରିୟ 1:3
ତେଣୁ, ତୁମ୍ଭର ଲୋକମାନଙ୍କୁ ଏହି କଥା କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ମାେ ନିକଟକୁ ଫରେିଆସ ଏବଂ ମୁଁ ତୁମ୍ଭ ନିକଟକୁ ଫରେିୟିବି। ସଦାପ୍ରଭୁ ସର୍ବଶକ୍ତିମାନ ଏହା କହିଥିଲେ।
ଆୟୁବ ପୁସ୍ତକ 11:13
କିନ୍ତୁ ଆୟୁବ ତୁମ୍ଭେ ଯଥାର୍ଥରୂପେ ଅନ୍ତରର ସହିତ ପରମେଶ୍ବରଙ୍କ ସବୋପାଇଁ ପ୍ରସ୍ତୁତ ହବୋ ଉଚିତ। ଏବଂ ତାଙ୍କ ଉପାସନା ପାଇଁ ତୁମ୍ଭର ଦୁଇହାତ ପ୍ରସାରିତ କର।
ଆୟୁବ ପୁସ୍ତକ 8:5
କିନ୍ତୁ ବର୍ତ୍ତମାନ ଆୟୁବ ତୁମ୍ଭେ ପରମେଶ୍ବରଙ୍କୁ ଦେଖ ଏବଂ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପ୍ରାର୍ଥନା କର।
ଯିଶାଇୟ 55:6
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।
ଯିହୂଦାଙ୍କ ପତ୍ର 1:20
କିନ୍ତୁ ମାରେ ପ୍ରିୟ ବନ୍ଧୁଗଣ, ତୁମ୍ଭମାନେେ ନିଜର ପବିତ୍ର ବିଶ୍ବାସ ଉପରେ ନିଜନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ ପ୍ରାର୍ଥନା କର।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:19
ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:7
ତୁମ୍ଭେ କବଳେ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆ ସେ। ତୁମ୍ଭକୁ ସତ୍ଯର ଶିକ୍ଷା ଦିଆ ଯାଇଛି। ସହେି ସତ୍ଯ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ବରଙ୍କୁ ସବୁବେଳେ ଧନ୍ଯବାଦ ଦେଉଥାଅ।
ରେରିତମାନଙ୍କ କାର୍ଯ୍ୟର ବିବରଣ 26:20
ମୁଁ ପ୍ରଥମେ ଦମ୍ମସକେ ନଗର ରେ, ପରେ ୟିରୂଶାଲମ ରେ ସମଗ୍ର ୟିହୂଦା ଓ ଅଣଯିହୂଦୀ ଦେଶମାନଙ୍କ ରେ ମଧ୍ଯ ପ୍ରଚ଼ାର କଲି। ମୁଁ ସମାନଙ୍କେୁ ଅନୁତାପ କରି ପରମେଶ୍ବରଙ୍କ ପାଖକୁ ଫରେିବା ପାଇଁ କହିଲି। ସମାନଙ୍କେ ହୃଦୟ ପରିବର୍ତ୍ତନ ପାଇଁ ଉଚ଼ିତ କାର୍ୟ୍ଯ କରିବା ପାଇଁ ମଧ୍ଯ କହିଲି।
ଯିଖରିୟ 5:3
ତା'ପ ରେ ସହେି ସ୍ବର୍ଗଦୂତ କହିଲେ, ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧ ରେ ଯାଉଛି। ଏହା ଚୋର ଏବଂ ମିଥ୍ଯାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହାଇେ ଖସି ୟାଇଛନ୍ତି।
ହୋଶେୟ 14:1
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
ଯିରିମିୟ 31:4
ହେ ଇଶ୍ରାୟେଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହବେ। ତୁମ୍ଭେ ପୁଣି ଆପଣା ତବଲା ରେ ବିଭୂଷିତା ହାଇେ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ଯ କରି ଗମନ କରିବ।
ଯିଶାଇୟ 33:15
ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।
ଯିଶାଇୟ 31:6
ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭମାନେେ ଯେଉଁ ପରମେଶ୍ବରଙ୍କର ବିରୁଦ୍ଧାଚରଣ କରି ତାଙ୍କ ପ୍ରତି ବିମୁଖ ହାଇେଅଛ, ତାଙ୍କ ନିକଟକୁ ଫରେିଆସ।
ଯିଶାଇୟ 19:22
ସଦାପ୍ରଭୁ ମିଶରୀଯମାନଙ୍କୁ ଦଣ୍ଡ ଦବେେ। ଆଉ ମଧ୍ଯ ସମାନଙ୍କେୁ ସେ କ୍ଷମା ଦବେେ। ତେଣୁ ସମାନେେ ସଦାପ୍ରଭୁଙ୍କ ନିକଟକୁ ଚାଲି ଆସିବେ। ସଦାପ୍ରଭୁ ସମାନଙ୍କେର ପ୍ରାର୍ଥନା ଶୁଣିବେ ଓ ସମାନଙ୍କେୁ କ୍ଷମା ଦବେେ।
ଆୟୁବ ପୁସ୍ତକ 18:15
ତା'ର ବାସଗୃହ ଶୂନ୍ଯ ହାଇଯେିବ। କାହିଁକି ? ତା'ର ଘର ଚାରିପାଖ ରେ ଜଳନ୍ତା ଗନ୍ଧକ ବିଞ୍ଚାୟିବ।
ଆୟୁବ ପୁସ୍ତକ 12:14
ଯଦି ପରମେଶ୍ବର କିଛି ଚିରି ଦିଅନ୍ତି, ଲୋକେ ତାହାକୁ ଆଉ ପୁଣି ତିଆରି କରିପାରନ୍ତି ନାହିଁ। ଯଦି ପରମେଶ୍ବର ଜଣକୁ ବନ୍ଦୀଗୃହ ରେ ପକାଇ ଦିଅନ୍ତି, ଲୋକେ ଚେଷ୍ଟାକରି ମଧ୍ଯ ତାକୁ ମୁକୁଳାଇ ପାରନ୍ତି ନାହିଁ।
ଯିହୋଶୂୟ 7:13
ବର୍ତ୍ତମାନ ୟାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କକ୍ସ୍ଟହ, 'ନିଜକକ୍ସ୍ଟ ପବିତ୍ର କାର୍ୟ୍ଯ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତକ୍ସ୍ଟତ ହକ୍ସ୍ଟଅ। ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି ମୁ ନଷ୍ଟ କରିବା ପାଇଁ କହିଥିବା ଲକ୍ସ୍ଟସ୍ଖନ ଦ୍ରବ୍ଯକକ୍ସ୍ଟ ତୁମ୍ଭମାନେେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତକ୍ସ୍ଟ ନଷ୍ଟ ନ କରିବା ୟାଏଁ ଶତୃମାନଙ୍କ ଉପରେ ଜଯଲାଭ କରିପାରିବ ନାହିଁ।