Job 23:13
କିନ୍ତୁ ପରମେଶ୍ବର କବେେ ହେଲେ ବଦଳନ୍ତି ନାହିଁ। କହେି ବ୍ଯକ୍ତି ପରମେଶ୍ବରଙ୍କ ବିରୁଦ୍ଧ ରେ ଛିଡ଼ା ହାଇପୋରିବେ ନାହିଁ। ପରମେଶ୍ବର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।
Job 23:13 in Other Translations
King James Version (KJV)
But he is in one mind, and who can turn him? and what his soul desireth, even that he doeth.
American Standard Version (ASV)
But he is in one `mind', and who can turn him? And what his soul desireth, even that he doeth.
Bible in Basic English (BBE)
But his purpose is fixed and there is no changing it; and he gives effect to the desire of his soul.
Darby English Bible (DBY)
But he is in one [mind], and who can turn him? And what his soul desireth, that will he do.
Webster's Bible (WBT)
But he is in one mind, and who can turn him? and what his soul desireth, even that he doeth.
World English Bible (WEB)
But he stands alone, and who can oppose him? What his soul desires, even that he does.
Young's Literal Translation (YLT)
And He `is' in one `mind', And who doth turn Him back? And His soul hath desired -- and He doth `it'.
| But he | וְה֣וּא | wĕhûʾ | veh-HOO |
| is in one | בְ֭אֶחָד | bĕʾeḥod | VEH-eh-hode |
| who and mind, | וּמִ֣י | ûmî | oo-MEE |
| can turn | יְשִׁיבֶ֑נּוּ | yĕšîbennû | yeh-shee-VEH-noo |
| soul his what and him? | וְנַפְשׁ֖וֹ | wĕnapšô | veh-nahf-SHOH |
| desireth, | אִוְּתָ֣ה | ʾiwwĕtâ | ee-weh-TA |
| even that he doeth. | וַיָּֽעַשׂ׃ | wayyāʿaś | va-YA-as |
Cross Reference
ଗୀତସଂହିତା 115:3
ଆମ୍ଭମାନଙ୍କର ପରମେଶ୍ବର ସ୍ବର୍ଗରେ ଅଛନ୍ତି। ଏବଂ ସେ ୟାହା ଚାହାଁନ୍ତି ତାହା କରିପାରନ୍ତି।
ଦାନିଏଲ 4:35
ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ବର୍ଗୀଯ ଶକ୍ତି ବଳ ରେ ପରମେଶ୍ବର ନିଜ ଇଚ୍ଛାନୁସା ରେ ପୃଥିବୀ ନିବାସୀମାନଙ୍କ ମଧିଅରେ କାର୍ୟ୍ଯ କରନ୍ତି। କହେି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନପା ରେ ଓ କହେି ତାଙ୍କୁ କିଛି ପ୍ରଶ୍ନ କରି ନପା ରେ।
ହିତୋପଦେଶ 19:21
ମନୁଷ୍ଯର ମନ ରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହବେ।
ଆୟୁବ ପୁସ୍ତକ 12:14
ଯଦି ପରମେଶ୍ବର କିଛି ଚିରି ଦିଅନ୍ତି, ଲୋକେ ତାହାକୁ ଆଉ ପୁଣି ତିଆରି କରିପାରନ୍ତି ନାହିଁ। ଯଦି ପରମେଶ୍ବର ଜଣକୁ ବନ୍ଦୀଗୃହ ରେ ପକାଇ ଦିଅନ୍ତି, ଲୋକେ ଚେଷ୍ଟାକରି ମଧ୍ଯ ତାକୁ ମୁକୁଳାଇ ପାରନ୍ତି ନାହିଁ।
ଗଣନା ପୁସ୍ତକ 23:19
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!
ଯିଶାଇୟ 46:10
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।
ଯିଶାଇୟ 14:24
ସର୍ବଶକ୍ତିମାନ ସଦାପ୍ରଭୁ ଶପଥ କରି କହିଲେ, ମୁଁ ଶପଥ କରୁଛି, ମୁଁ ଯାହା ଚାହିଁଥିଲି ତାହାହିଁ ଘଟିବ। ମୁଁ ଯେପରି ମନ୍ତ୍ରଣା କରିଛି ସହେିପରି ମଧ୍ଯ ଘଟିବ।
ଉପଦେଶକ 3:14
ମୁଁ ଜାଣେ ଯେ, ପରମେଶ୍ବର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାଯୀ, ତାହା ବୃଦ୍ଧି ବା ହ୍ରାସ କରାୟାଇ ନ ପା ରେ। ପରମେଶ୍ବର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦବେେ।
ଉପଦେଶକ 1:15
ତୁମ୍ଭେ ଏସବୁ ପରିବର୍ତ୍ତନ କରିପାରିବ ନାହିଁ। ଯାହା ବଙ୍କା ତାହା ସଳଖ କରାୟାଇ ନ ପା ରେ। ଯାହା ସଠାେ ରେ ନାହିଁ ତୁମ୍ଭମାନେେ ତାହା ଗଣିପାରିବ ନାହିଁ।
ଆୟୁବ ପୁସ୍ତକ 34:29
କିନ୍ତୁ ଯଦି ପରମେଶ୍ବର ସ୍ଥିର କରନ୍ତି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ। ତା' ହେଲେ କହେି ପରମେଶ୍ବରଙ୍କୁ ଦୋଷ ଦଇପୋରିବ ନାହିଁ। ଯଦି ପରମେଶ୍ବର ଲୋକଙ୍କଠାରୁ ନିଜକୁ ଲୁଚଇେ ରଖନ୍ତି, କହେି ତାଙ୍କୁ ଖାଜେି ପାଇବ ନାହିଁ। ପରମେଶ୍ବର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।
ଆୟୁବ ପୁସ୍ତକ 9:12
ଯଦି ପରମେଶ୍ବର କାହାଠାରୁ କିଛି ଛଡ଼ାଇ ନିଅନ୍ତି କିଏ ତାଙ୍କୁ ମନାକରି ପାରିବ। କିଏ ତାଙ୍କୁ କହି ପାରିବ, 'ତୁମ୍ଭେ କ'ଣ କରୁଛ?'
ଯାକୁବଙ୍କ ପତ୍ 1:17
ପ୍ରେତ୍ୟକକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ବରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ଯୋତିର୍ଗଣ ସୂର୍ୟ୍ଯ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆ ସେ। ପରମେଶ୍ବର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:9
ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:19
ତା ହେଲେ ତୁମ୍ଭେ ମାେତେ ପ୍ରଶ୍ନ କରି ପାର ଯେ ସେ ଆମ୍ଭର ଦୋଷ କାହିଁକି ଧରନ୍ତି?
ଗୀତସଂହିତା 135:6
ସ୍ବର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ୟାହା ଇଚ୍ଛା କରନ୍ତି, ତାହା କରନ୍ତି।
ଆୟୁବ ପୁସ୍ତକ 11:10
ଯଦି ପରମେଶ୍ବର ତୁମ୍ଭକୁ ବନ୍ଦୀକରି ବିଚାର ସଭା ରେ ଉପସ୍ଥାପିତ କରାନ୍ତି, କିଏ ତାକୁ ବାରଣ କରିବ।