ଆୟୁବ ପୁସ୍ତକ 42:2 in Oriya

ଓଡିଆ ଓଡିଆ ବାଇବେଲ ଆୟୁବ ପୁସ୍ତକ ଆୟୁବ ପୁସ୍ତକ 42 ଆୟୁବ ପୁସ୍ତକ 42:2

Job 42:2
ହେ ସଦାପ୍ରଭୁ ମୁଁ ଜାଣେ ଆପଣ ସବୁକିଛି କରିପାରନ୍ତି। ତୁମ୍ଭେ ଯାହା କର ବା କରିବାକୁ ଚାହଁ, କହେି ତୁମ୍ଭକୁ ସେ କାମରୁ ନିବୃତ୍ତ କରାଇ ପାରିବେ ନାହିଁ।

Job 42:1Job 42Job 42:3

Job 42:2 in Other Translations

King James Version (KJV)
I know that thou canst do every thing, and that no thought can be withholden from thee.

American Standard Version (ASV)
I know that thou canst do all things, And that no purpose of thine can be restrained.

Bible in Basic English (BBE)
I see that you are able to do every thing, and to give effect to all your designs.

Darby English Bible (DBY)
I know that thou canst do everything, and that thou canst be hindered in no thought of thine.

Webster's Bible (WBT)
I know that thou canst do every thing, and that no thought can be withheld from thee.

World English Bible (WEB)
"I know that you can do all things, And that no purpose of yours can be restrained.

Young's Literal Translation (YLT)
Thou hast known that `for' all things Thou art able, And not withheld from Thee is `any' device:

I
know
יָ֭דַעְתִּyādaʿtiYA-da-tee
that
כִּיkee
thou
canst
do
כֹ֣לkōlhole
every
תּוּכָ֑לtûkāltoo-HAHL
no
that
and
thing,
וְלֹאwĕlōʾveh-LOH
thought
יִבָּצֵ֖רyibbāṣēryee-ba-TSARE
can
be
withholden
מִמְּךָ֣mimmĕkāmee-meh-HA
from
מְזִמָּֽה׃mĕzimmâmeh-zee-MA

Cross Reference

ମାଥିଉଲିଖିତ ସୁସମାଚାର 19:26
ଯୀଶୁ ସମାନଙ୍କେୁ ଚ଼ାହିଁ କହିଲେ, ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ସବୁ କିଛି ସମ୍ଭବ।

ଆଦି ପୁସ୍ତକ 18:14
ସଦାପ୍ରଭୁଙ୍କ ପାଇଁ କ'ଣ କିଛି କଷ୍ଟସାଧ୍ଯ? ନାଁ! ମୁଁ ନୁଶ୍ଚିତ ଏହି ବସନ୍ତ ରେ ପୁନ୍ନରାଯ ଏଠାକୁ ଆସିବି, ମୁଁ କହୁଛି ପୁନ୍ନରାଯ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦବେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:11
ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।

ଯୋହନଲିଖିତ ସୁସମାଚାର 2:24
କିନ୍ତୁ ଯୀଶୁ ସମାନଙ୍କେୁ ଭରସା କଲେ ନାହିଁ କାରଣ ସେ ସହେି ଲୋକମାନଙ୍କର ମନର ଭାବନା ଜାଣିଥିଲେ।

ମାର୍କଲିଖିତ ସୁସମାଚାର 10:27
ଯୀଶୁ ସମାନଙ୍କେୁ ଚାହିଁ କହିଲେ, ଏହା ମନୁଷ୍ଯମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ନୁହେଁ। ପରମେଶ୍ବର ସବୁ କିଛି କରି ପାରିବୋ

ଉପଦେଶକ 3:14
ମୁଁ ଜାଣେ ଯେ, ପରମେଶ୍ବର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାଯୀ, ତାହା ବୃଦ୍ଧି ବା ହ୍ରାସ କରାୟାଇ ନ ପା ରେ। ପରମେଶ୍ବର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦବେେ।

ଦାନିଏଲ 4:35
ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ବର୍ଗୀଯ ଶକ୍ତି ବଳ ରେ ପରମେଶ୍ବର ନିଜ ଇଚ୍ଛାନୁସା ରେ ପୃଥିବୀ ନିବାସୀମାନଙ୍କ ମଧିଅରେ କାର୍ୟ୍ଯ କରନ୍ତି। କହେି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନପା ରେ ଓ କହେି ତାଙ୍କୁ କିଛି ପ୍ରଶ୍ନ କରି ନପା ରେ।

ଯିରିମିୟ 32:17
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ବାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ଯ କିଛି ନାହିଁ।

ଯିରିମିୟ 17:10
ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।

ଯିଶାଇୟ 46:10
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।

ଯିଶାଇୟ 43:13
ଆମ୍ଭେ ସର୍ବଦା ଅନନ୍ତ ପରମେଶ୍ବର ହାଇେ ରହିବୁ। ଆମ୍ଭେ ଯାହା କରିବୁ କହେି ତାହା ଅନ୍ୟଥା କରିପାରିବ ନାହିଁ। ଆମ୍ଭ ପରାକ୍ରମ ନିକଟରେ କହେି ହେଲେ ଅନ୍ୟଜଣକୁ ରକ୍ଷା କରିପାରିବ ନାହିଁ।

ଯିଶାଇୟ 14:27
ଯେତବେେଳେ ସଦାପ୍ରଭୁ କୌଣସି ମନ୍ତ୍ରଣା କରନ୍ତି ସେଥିରୁ ତାଙ୍କୁ କହେି ନିବୃତ୍ତ କରିପାରିବେ ନାହିଁ। ଆଉ ମଧ୍ଯ ଯେତବେେଳେ ସେ ଲୋକମାନଙ୍କୁ ଦଣ୍ଡ ଦବୋକୁ ତାଙ୍କର ହସ୍ତ ଉତ୍ତୋଳନ କରିବେ, ସେଥି ରେ ତାଙ୍କୁ କହେି ଅଟକାଇବେ ନାହିଁ।

ହିତୋପଦେଶ 19:21
ମନୁଷ୍ଯର ମନ ରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହବେ।

ଗୀତସଂହିତା 44:21
ପ୍ରକୃତରେ ପରମେଶ୍ବର ସେ ସବୁ କଥା ଜାଣନ୍ତି। ସେ ମଧ୍ଯ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।

ଆୟୁବ ପୁସ୍ତକ 23:13
କିନ୍ତୁ ପରମେଶ୍ବର କବେେ ହେଲେ ବଦଳନ୍ତି ନାହିଁ। କହେି ବ୍ଯକ୍ତି ପରମେଶ୍ବରଙ୍କ ବିରୁଦ୍ଧ ରେ ଛିଡ଼ା ହାଇପୋରିବେ ନାହିଁ। ପରମେଶ୍ବର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 4:12
ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।

ଯୋହନଲିଖିତ ସୁସମାଚାର 21:17
ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?

ଲୂକଲିଖିତ ସୁସମାଚାର 18:27
ଯୀଶୁ କହିଲେ, ଯେଉଁ କାମ ମନୁଷ୍ଯ ପକ୍ଷ ରେ ସମ୍ଭବ ନୁହେଁ, ତାହା ପରମେଶ୍ବର କରି ପାରିବେ।

ମାର୍କଲିଖିତ ସୁସମାଚାର 14:36
ସେ କହିଲେ, ଆବ୍ବା , ହେ ପରମପିତା ତୁମ୍ଭ ପାଇଁ ସବୁ କିଛି ସମ୍ଭବ। ମାେ ଠାରୁ ୟନ୍ତ୍ରଣାର ଏହି ଗିନାଟି କୁ ଦୂ ରଇେ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମାେ ଇଚ୍ଛା ରେ କିଛି ନୁହେଁ।

ଯିହିଜିକଲ 38:10
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ସେ ସମୟରେ ନାନା ଭାବନା ତୁମ୍ଭ ମନ ରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।

ଗୀତସଂହିତା 139:2
ତୁମ୍ଭେ ଜାଣ ଯେତବେେଳେ ମୁଁ ବସେ ଏବଂ ଯେତବେେଳେ ମୁଁ ଛିଡ଼ା ହୁଏ। ୟଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମାରେ ମନକଥା ଜାଣ।