ଯୋହନଲିଖିତ ସୁସମାଚାର 1:29 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 1 ଯୋହନଲିଖିତ ସୁସମାଚାର 1:29

John 1:29
ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।

John 1:28John 1John 1:30

John 1:29 in Other Translations

King James Version (KJV)
The next day John seeth Jesus coming unto him, and saith, Behold the Lamb of God, which taketh away the sin of the world.

American Standard Version (ASV)
On the morrow he seeth Jesus coming unto him, and saith, Behold, the Lamb of God, that taketh away the sin of the world!

Bible in Basic English (BBE)
The day after, John sees Jesus coming to him and says, See, here is the Lamb of God who takes away the sin of the world!

Darby English Bible (DBY)
On the morrow he sees Jesus coming to him, and says, Behold the Lamb of God, who takes away the sin of the world.

World English Bible (WEB)
The next day, he saw Jesus coming to him, and said, "Behold, the Lamb of God, who takes away the sin of the world!

Young's Literal Translation (YLT)
on the morrow John seeth Jesus coming unto him, and saith, `Lo, the Lamb of God, who is taking away the sin of the world;


Τῇtay


ἐπαύριονepaurionape-A-ree-one
The
βλέπειblepeiVLAY-pee
day
hooh
next
Ἰωάννηςiōannēsee-oh-AN-nase
John
τὸνtontone
seeth
Ἰησοῦνiēsounee-ay-SOON
Jesus
ἐρχόμενονerchomenonare-HOH-may-none
coming
πρὸςprosprose
unto
αὐτόνautonaf-TONE
him,
καὶkaikay
and
λέγειlegeiLAY-gee
saith,
ἼδεideEE-thay
Behold
the
hooh
Lamb
ἀμνὸςamnosam-NOSE
of
God,
τοῦtoutoo
which
θεοῦtheouthay-OO
away
hooh
taketh
the
αἴρωνairōnA-rone
sin
τὴνtēntane
ἁμαρτίανhamartiana-mahr-TEE-an
τοῦtoutoo
κόσμουkosmouKOH-smoo

Cross Reference

ପିତରଙ୍କ ପ୍ରଥମ ପତ୍ 1:19
ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:32
ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା:

ଯୋହନଙ୍କ ପ୍ରଥମ ପତ୍ର 3:5
ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତ ରେ କୌଣସି ପାପ ନାହିଁ।

ଯୋହନଲିଖିତ ସୁସମାଚାର 1:36
ସେତବେେଳେ ଯୋହନ ଯୀଶୁଙ୍କୁ ୟିବାର ଦେଖିଲେ। ସେ କହିଲେ, ଦେଖ, ପରମେଶ୍ବରଙ୍କର ମଷେଶାବକ।

ଯିଶାଇୟ 53:7
ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହାଇେ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମଷେ ଶାବକ ତୁଲ୍ଯ ଓ ଲୋମ ଛଦନକୋରୀଙ୍କ ସମ୍ମୁଖ ରେ ନିରୀହ ମଷେ ତୁଲ୍ଯ ସେ ନିଜର ମୁଖ ଫିଟାଇଲେ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 2:2
ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କବଳେ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ଯ ସେ ବହିନିଅନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:6
ସେତବେେଳେ ମୁଁ ସିଂହାସନର ମଝି ରେ ଜଣେ ମଷେଶାବକଙ୍କୁ ଦେଖିଲି। ତାହାଙ୍କ ଚାରିପାଖେ ଚାରୋଟି ଜୀବିତପ୍ରାଣୀ ଓ ପ୍ରାଚୀନମାନେ ଘରେି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦଖାେ ଯାଉଥିଲେ। ତାହାଙ୍କର ସାତାଟେି ଶିଙ୍ଗ ଓ ସାତାଟେି ଚକ୍ଷୁ ଥିଲା, ଏହି ସାତାଟେି ଚକ୍ଷୁ ପରମେଶ୍ବରଙ୍କର ସାତାଟେି ଆତ୍ମା, ଯାହାଙ୍କୁ ପୃଥବୀର ଚାରିଆଡ଼େ ପ୍ ରରେିତ କରାଯାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:8
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:1
ତା'ପରେ ମୁଁ ମଷେଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ଯରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସହେି ଚାରିଜଣ ଜୀବିତପ୍ରାଣୀଙ୍କ ମଧ୍ଯରୁ ଜଣେ ବଜ୍ର ପରି ଉଚ୍ଚ ସ୍ବର ରେ କହିଲେ, ଆସା

ମାଥିଉଲିଖିତ ସୁସମାଚାର 1:21
ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦବେେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସମାନଙ୍କେ ପାପରୁ ରକ୍ଷା କରିବେ।

ଯିଶାଇୟ 53:11
ଭୟଙ୍କର ୟାତନା ପ ରେ ମଧ୍ଯ ସେ ତୃପ୍ତ ହବେେ। ସେ ନିଜର ଜ୍ଞାନ ବଳ ରେ ପରିତୃପ୍ତ ହବେେ। ନିଜର ଧାର୍ମିକ ଦାସ ଅନକଙ୍କେୁ ଧାର୍ମିକ କରିବେ ଓ ସେ ସମାନଙ୍କେର ଅପରାଧ ବହନ କରିବେ।

ମାଥିଉଲିଖିତ ସୁସମାଚାର 20:28
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:4
ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:13
ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277

ଏବ୍ରୀମାନଙ୍କ ନିକଟକୁ ପତ୍ର 1:3
ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।

ପିତରଙ୍କ ପ୍ରଥମ ପତ୍ 2:24
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:5
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:10
ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:3
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:14
ସମାନେେ ମଷେପାଳକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ। କିନ୍ତୁ ମଷେଶାବକ ସମାନଙ୍କେୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡ଼ାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ବସ୍ତ ଅନୁଗାମୀମାନଙ୍କ ସହିତ ମିଶି ସମାନଙ୍କେୁ ପରାସ୍ତ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:7
ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି ; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:9
ତା'ପରେ ଦୂତ ମାେତେ କହିଲେ, ଏହା ଲେଖ : ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:9
ତା'ପରେ ସାତଜଣ ର୍ସ୍ଗଦୂତଙ୍କ ମଧ୍ଯରୁ ଯେଉଁମାନଙ୍କ ପାଖ ରେ ସାତାଟେି ଶଷେ କ୍ଲେଶର ସାତପାତ୍ର ଥିଲା, ସହେିମାନଙ୍କ ମଧ୍ଯରୁ ଜଣେ ମାେ ପାଖକୁ ଆସିଲେ। ସହେି ସ୍ବର୍ଗଦୂତ ମାେତେ କହିଲେ, ମାେ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦଖାଇବେି। ସେ ମଷେଶାବକଙ୍କର ସ୍ତ୍ରୀ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:14
ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସହେି ପଥର ଉପରେ ମଷେଶାବକଙ୍କର ବାର ଜଣ ପ୍ ରରେିତଙ୍କର ନାମ ଲଖାଯାେଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:22
ମୁଁ ସହେି ନଗରୀ ଭିତ ରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ବର ଓ ମଷେଶାବକ ହେଉଛନ୍ତି ସହେି ନଗରର ମନ୍ଦିର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:27
କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:4
ଏହି 1,44,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ଯଭିଚାରପାପ କରିନାହାଁନ୍ତି। ସମାନେେ ନିଜକୁ କୁମାରୀକନ୍ଯା ତୁଲ୍ଯ ପବିତ୍ର କରି ରଖିଛନ୍ତି। ମଷେଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସମାନେେ ତାହାଙ୍କର ଅନୁସରଣ କରନ୍ତି। ଏହି 1,44,000 ଜଣ ମନୁଷ୍ଯଜାତି ମଧ୍ଯରୁ ମୁକ୍ତି ପାଇଛନ୍ତି। ସମାନେେ ପରମେଶ୍ବର ଓ ମଷେଶାବକଙ୍କ ଉଦ୍ଦେଶ୍ଯ ରେ ପ୍ରଥମଫଳ ସ୍ବରୂପେ ଉତ୍ସର୍ଗରକୃତ ହାଇେଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:1
ତା'ପରେ ମୁଁ ମାେ ସମ୍ମୁଖ ରେ ମଷେଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହାଇେଥିଲେ। ତାହାଙ୍କ ସହିତ 1,44,000 ଲୋକ ଥିଲେ। ସମାନଙ୍କେ କପାଳ ରେ ମଷେଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲଖାେଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:8
ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନେ ସହେି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମଷେଶାବକଙ୍କ ଜୀବନ ପୁସ୍ତକରେ ଲଖାେ ହାଇନୋହିଁ। ଏହି ମଷେଶାବକଙ୍କୁ ବଧ କରାଯାଇଥିଲା।

ଗଣନା ପୁସ୍ତକ 18:23
ମାତ୍ର ଲବେୀମାନେ ସମାଗମ ତମ୍ବୁର ସବୋ କରିବେ ଓ ସମାନେେ ଏଥିପାଇଁ ଦାଯୀ ରହିବେ। ଏହା ପୁରୁଷାନୁକ୍ରମେ ଏକ ଅନନ୍ତକାଳୀନ ବିଧି ହବେ। କିନ୍ତୁ ସମାନେେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ କୌଣସି ଦେଶ ଅଧିକାର ପାଇବେ ନାହିଁ।

ହୋଶେୟ 14:2
କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,

ଯୋହନଲିଖିତ ସୁସମାଚାର 3:16
ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:39
ମାଶାଙ୍କେ ବ୍ଯବସ୍ଥା ଦ୍ବାରା ତୁମ୍ଭମାନେେ ଯେଉଁ ମୁକ୍ତି ପାଇ ପାରିବ ନାହିଁ; ତାହାଙ୍କଠା ରେ ବିଶ୍ବାସ କରି ତୁମ୍ଭମାନେେ ସହେିସବୁ ପାପରୁ ମୁକ୍ତି ପାଇ ପାରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:21
ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:6
ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରି ଦଇେଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ବର ସମସ୍ତ ଲୋକଙ୍କର ଉଦ୍ଧାର ଚାହାଁନ୍ତି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 2:17
ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:28
ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନକେ ଲୋକଙ୍କର ପାପ ଦୂର କରିପାରିବେ। ଖ୍ରୀଷ୍ଟ ଦ୍ବିତୀୟଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସମାନଙ୍କେର ମୁକ୍ତି ପାଇଁ ଆସିବେ।

ପିତରଙ୍କ ପ୍ରଥମ ପତ୍ 3:18
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:11
ଆମ୍ଭ ଭାଇମାନେ ମଷେଶାବକଙ୍କ ରକ୍ତ ଦ୍ବାରା ଓ ସମାନଙ୍କେର ପ୍ରଚାର ଦ୍ବାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସମାନେେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ଯୁ ଭୋଗ କରିଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:17
ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:14
ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:9
ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:3
ମୁଁ ପାଇଥିବା ଶିକ୍ଷା ତୁମ୍ଭମାନଙ୍କୁ ଦଲେି। ଏହି ପ୍ରଧାନ ଶିକ୍ଷା ମୁଁ ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯେ, ଯୀଶୁ ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭର ପାପ ପାଇଁ ମଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:16
ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:12
ସମାନେେ ଉଚ୍ଚ ସ୍ବର ରେ ଏହା କହୁଥିଲେ :

ଯୋହନଙ୍କ ପ୍ରଥମ ପତ୍ର 4:10
ଆମ୍ଭମାନେେ ଯେ ପରମେଶ୍ବରଙ୍କୁ ପ୍ ରମେ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ ରମେ କଲେ, ଏହା ହେଉଛି ପ୍ରକୃତ ପ୍ ରମେ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ବରୂପ କରି ପଠାଇଲେ :

ଯାତ୍ରା ପୁସ୍ତକ 12:3
ଏହି ଆଜ୍ଞା ସମଗ୍ର ଇଶ୍ରାୟେଲୀମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନଟି ରେ ପ୍ରେତ୍ୟକକ ଲୋକ ଗୋଟିଏ ମଷେ ଶାବକ ଆପଣା ପରିବାରମାନଙ୍କ ପାଇଁ ନବେ।

ଲେବୀୟ ପୁସ୍ତକ 16:21
ପୁଣି ହାରୋଣ ସହେି ଜିଅନ୍ତା ଛାଗର ମସ୍ତକରେ ଆପଣା ଦୁଇହସ୍ତ ରଖି ତାହା ଉପରେ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ବୀକାର କରିବ। ଆଉ ତାହା ସବୁ ସହେି ଛାଗର ମସ୍ତକରେ ଅର୍ପଣ କରି ପୂର୍ବରୁ ପ୍ରସ୍ତୁତ ଥିବା ଲୋକ ହସ୍ତ ରେ ତାହାକୁ ମହୁଭୁମିକୁ ପଠାଇ ଦବେ।

ଯାତ୍ରା ପୁସ୍ତକ 28:38
ଏହା ହାରୋଣର କପାଳ ଉପରେ ରହିବ। ଇଶ୍ରାୟେଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାଯୀ ହବେ। ଏହା ସର୍ବଦା ତା'ର କପାଳ ରେ ରହିବ, ଯାହା ଫଳ ରେ ସହେି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀଯ ହବେ।

ଗଣନା ପୁସ୍ତକ 28:3
ସମାନଙ୍କେୁ କୁହ, ସମାନେେ ନିମ୍ନ ରେ ଦର୍ଶାୟାଇଥିବା ଉପହାରଗୁଡିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ଯ ହାମେ ନିମନ୍ତେ ଏକ ବର୍ଷୀଯ ନିଖୁଣ ଦୁଇଟି ମଷେବତ୍ସ ଉତ୍ସର୍ଗ କରିବେ।

ଗଣନା ପୁସ୍ତକ 18:1
ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ରସ୍ଥାନ ପାଇଁ ଦାଯୀ ରହିବ। ପୁଣି ଯାଜକତ୍ବର କର୍ତ୍ତବ୍ଯ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାଯୀ ରହିବେ।

ଲେବୀୟ ପୁସ୍ତକ 10:17
ତୁମ୍ଭମାନେେ କାହିଁକି ପବିତ୍ର ସ୍ଥାନ ରେ ସହେି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ମହାପବିତ୍ର ଥିଲା। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ମଣ୍ଡଳୀର ଅପରାଧ ବହନକରି ଲୋକମାନଙ୍କୁ ତାଙ୍କ ସମ୍ମୁଖ ରେ ପ୍ରାଯଶ୍ଚିତ କରିବାକୁ ତୁମ୍ଭମାନଙ୍କୁ ଦଇେଛନ୍ତି।

ଆଦି ପୁସ୍ତକ 22:7
ଇସ୍ହାକ ତାଙ୍କର ପିତା ଅବ୍ରହାମଙ୍କୁ କହିଲ, ପିତା!