ଯୋହନଲିଖିତ ସୁସମାଚାର 19:34 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 19 ଯୋହନଲିଖିତ ସୁସମାଚାର 19:34

John 19:34
କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ବାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା।

John 19:33John 19John 19:35

John 19:34 in Other Translations

King James Version (KJV)
But one of the soldiers with a spear pierced his side, and forthwith came there out blood and water.

American Standard Version (ASV)
howbeit one of the soldiers with a spear pierced his side, and straightway there came out blood and water.

Bible in Basic English (BBE)
But one of the men made a wound in his side with a spear, and straight away there came out blood and water.

Darby English Bible (DBY)
but one of the soldiers pierced his side with a spear, and immediately there came out blood and water.

World English Bible (WEB)
However one of the soldiers pierced his side with a spear, and immediately blood and water came out.

Young's Literal Translation (YLT)
but one of the soldiers with a spear did pierce his side, and immediately there came forth blood and water;

But
ἀλλ'allal
one
εἷςheisees
of
the
τῶνtōntone
soldiers
στρατιωτῶνstratiōtōnstra-tee-oh-TONE
spear
a
with
λόγχῃlonchēLOHNG-hay
pierced
αὐτοῦautouaf-TOO
his
τὴνtēntane

πλευρὰνpleuranplave-RAHN
side,
ἔνυξενenyxenA-nyoo-ksane
and
καὶkaikay
forthwith
εὐθὺςeuthysafe-THYOOS
came
there
out
ἐξῆλθενexēlthenayks-ALE-thane
blood
αἷμαhaimaAY-ma
and
καὶkaikay
water.
ὕδωρhydōrYOO-thore

Cross Reference

ଯୋହନଙ୍କ ପ୍ରଥମ ପତ୍ର 5:8
ପବିତ୍ର ଆତ୍ମା, ଜଳ ଓ ରକ୍ତ। ଏହି ତିନିଜଣଙ୍କ ସାକ୍ଷ୍ଯ ଏକ ଅଟେ।

ଯୋହନଙ୍କ ପ୍ରଥମ ପତ୍ର 5:6
ୟିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁଖ୍ରୀଷ୍ଟ। ଯୀଶୁଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ345 ସହିତ ଆସିଥିଲେ। କବଳେ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସହେି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ଯ ସାକ୍ଷ୍ଯ ଦେଲେ। ଆତ୍ମା ହିଁ ସତ୍ଯ।

ଯିଖରିୟ 13:1
ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।

ଯିଖରିୟ 12:10
ଆମ୍ଭେ ଦାଉଦ ପରିବାର ଓ ୟିରୁଶାଲମ ନିବାସୀଙ୍କ ଉପ ରେ ଦୟା ଓ ବିନତୀର ଆତ୍ମା ବୃଷ୍ଟି କରିବା। ସମାନେେ ଆମ୍ଭକୁ ଦେଖିବେ, ଯାହାକୁ ସମାନେେ ବିନ୍ଧି କଲେ। ଏବଂ ସମାନେେ ଶାେକ କରିବେ। ସମାନେେ ଏପରି ଶାେକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ଯୁ ରେ ଜଣେ ଯେପରି ଶାେକ କରେ। ସମାନେେ ବ୍ଯାକୁଳ ହାଇେ କାନ୍ଦିବେ, ଯେପରି ଜଣେ ଜେଷ୍ଠପୁତ୍ରର ମୃତ୍ଯୁ ରେ କାନ୍ଦନ୍ତି।

ଯିହିଜିକଲ 36:25
ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।

ପିତରଙ୍କ ପ୍ରଥମ ପତ୍ 3:21
ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।

ଯୋହନଙ୍କ ପ୍ରଥମ ପତ୍ର 1:6
ଯଦି ଆମ୍ଭେ କହୁ, ଆମ୍ଭର ପରମେଶ୍ବରଙ୍କ ସହିତ ସହଭାଗିତା ଅଛି, କିନ୍ତୁ ଅବିରତ ଅନ୍ଧକାର ରେ ଜୀବନଯାପନ କରୁ, ତାହାହେଲେ ଆମ୍ଭେ ମିଥ୍ଯାବାଦୀ ଓ ସତ୍ଯର ଅନୁସରଣ କରୁ ନାହୁଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:5
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:14
ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ।

ଏବ୍ରୀମାନଙ୍କ ନିକଟକୁ ପତ୍ର 10:19
ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:22
ବ୍ଯବସ୍ଥା କୁ ହେ ଯେ, ପ୍ରେତ୍ୟକକ ବସ୍ତୁ ରକ୍ତ ଦ୍ବାରା ଶୁଦ୍ଧ ହାଇେ ପାରିବ। ଓ ବିନା ରକ୍ତ ରେ ପାପଗୁଡ଼ିକୁ କ୍ଷମା କରା ଯାଇ ପାରିବ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:13
ଯେଉଁ ଲୋକମାନେ ଉପାସନାସ୍ଥଳ ରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହଁନ୍ତି ସମାନଙ୍କେ ଉପରେ ଛଳେି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଇଥିଲା। ସହେି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା।

ମାଥିଉଲିଖିତ ସୁସମାଚାର 27:62
ସହେି ଦିନଟି ପ୍ରସ୍ତୁତି ଦିବସ ଥିଲା, ସହେି ଶୁକ୍ରବାରର ପରଦିନ ପ୍ରମୁଖ ଯାଜକ ଓ ଫାରୂଶୀମାନେ ପୀଲାତଙ୍କୁ ଭଟେିଲେ।

ଯୋହନଲିଖିତ ସୁସମାଚାର 13:8
ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:16
ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମ ରେ ତୁମ୍ଭର ପାପରୁ ଧୋଇ ହୁଅ।'

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:30
କବଳେ ପରମେଶ୍ବର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତା ରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ପରମଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହାଇେଛୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:11
ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତକେ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହାଇେଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ଓ ଆମ୍ଭ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଧାର୍ମିକ କରାଯାଇଛି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:26
ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:5
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।

ଗୀତସଂହିତା 51:7
ଔଷଧିଯ ବୃକ୍ଷର ପ୍ରଯୋଗ କରି ମାେତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଲ ହବୋ ପର୍ୟ୍ଯନ୍ତ ମାେତେ ପ୍ରକ୍ଷାଳନ କର।