John 3:6
ଜଣେ ଲୋକର ଶରୀର ତାର ପିତା ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।
John 3:6 in Other Translations
King James Version (KJV)
That which is born of the flesh is flesh; and that which is born of the Spirit is spirit.
American Standard Version (ASV)
That which is born of the flesh is flesh; and that which is born of the Spirit is spirit.
Bible in Basic English (BBE)
That which has birth from the flesh is flesh, and that which has birth from the Spirit is spirit.
Darby English Bible (DBY)
That which is born of the flesh is flesh; and that which is born of the Spirit is spirit.
World English Bible (WEB)
That which is born of the flesh is flesh. That which is born of the Spirit is spirit.
Young's Literal Translation (YLT)
that which hath been born of the flesh is flesh, and that which hath been born of the Spirit is spirit.
| That | τὸ | to | toh |
| which is born | γεγεννημένον | gegennēmenon | gay-gane-nay-MAY-none |
| of | ἐκ | ek | ake |
| the | τῆς | tēs | tase |
| flesh | σαρκὸς | sarkos | sahr-KOSE |
| is | σάρξ | sarx | SAHR-ks |
| flesh; | ἐστιν | estin | ay-steen |
| and | καὶ | kai | kay |
| that | τὸ | to | toh |
| which is born | γεγεννημένον | gegennēmenon | gay-gane-nay-MAY-none |
| of | ἐκ | ek | ake |
| the | τοῦ | tou | too |
| Spirit | πνεύματος | pneumatos | PNAVE-ma-tose |
| is | πνεῦμά | pneuma | PNAVE-MA |
| spirit. | ἐστιν | estin | ay-steen |
Cross Reference
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:16
ସେଥିପାଇଁ ମୁଁ କହୁଛି : ଆତ୍ମାଙ୍କର ଅନୁସରଣ କରି ଜୀବନ ଯାପନ କର। ତା ହେଲେ ତୁମ୍ଭମାନେେ ପାପମୟ ସ୍ବଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ୟ୍ଯ କରିବ ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:4
ବ୍ଯବସ୍ଥା ଆମ୍ଭକୁ ଯେପରି ହବୋ ପାଇଁ ଚା ହେଁ, ସହେି ଭଳି ହବୋ ପାଇଁ ପରମେଶ୍ବର ଏପରି କଲେ।ଆମ୍ଭେ ଏବେ ପାପପୂର୍ଣ ମାନବ ସ୍ବଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନ ଯାପନ କରୁଛୁ।
ଯିହିଜିକଲ 36:26
ପରମେଶ୍ବର କହିଲେ, ଆଉ ମୁଁ ତମ୍ଭମାନଙ୍କୁ ଏକ ନୂତନ ଆତ୍ମା ଦବେି। ତୁମ୍ଭମାନଙ୍କ ମାଂସ ମଧ୍ଯରୁ ପ୍ରସ୍ତରମଯ ହୃଦଯ କାଢ଼ି ନବେି ଓ ମୁଁ ତୁମ୍ଭମାନଙ୍କୁ ମାଂସମୟ କୋମଳ ହୃଦଯ ଦବେି।
ଆୟୁବ ପୁସ୍ତକ 25:4
ପରମେଶ୍ବରଙ୍କ ସହିତ ବିବାଦ କରି, କହେି ମନୁଷ୍ଯ କିପରି ଭଲ ହାଇପୋରିବ ? କିମ୍ବା ସ୍ତ୍ରୀ ଲୋକ ପାଖରୁ ଜନ୍ମ ହାଇେ ଜଣେ ମନୁଷ୍ଯ କିପରି ନିରୀହ ହାଇେ ପାରିବ।
ଆୟୁବ ପୁସ୍ତକ 14:4
'ଅପରିଷ୍କାର ବସ୍ତୁରୁ କିଏ ପରିଷ୍କାର ବସ୍ତୁ ଉତ୍ପନ୍ନ କରିପା ରେ। ନା, କହେି ଜଣେ ମନୁଷ୍ଯ କରି ପାରିବ ନାହିଁ।
ଆଦି ପୁସ୍ତକ 6:12
ଲୋକମାନେ ସବୁ ମନ୍ଦ ଓ ନିଷ୍ଠୁର ହାଇେଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହାଇେଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:17
ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:3
ଅତୀତ ରେ ଆମ୍ଭେ ସମସ୍ତେ ସହେିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବା ରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦହେ ଚାହୁଁଥିଲା ଓ ମନ ଭାବୁଥିଲା, ସହେି କାର୍ୟ୍ଯ କରୁଥିଲୁ। ଆମ୍ଭେ ମନ୍ ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭମାନେେ ଅନ୍ୟମାନଙ୍କ ପରି ପରମେଶ୍ବରଙ୍କ କୋର୍ଧର ପାତ୍ର ହାଇେ ଦଣ୍ଡ ଭୋଗ କରିଥାନ୍ତୁ।
ଯୋହନଙ୍କ ପ୍ରଥମ ପତ୍ର 3:9
ପରମେଶ୍ବରଙ୍କର ସନ୍ତାନ ହବୋ ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ବର ସହେି ଲୋକକୁ ଦିଅନ୍ତି, ତାହା ତା'ଠା ରେ ଥାଏ। ତେଣୁ ସେ ଆଉ ପାପ କରିପା ରେ ନାହିଁ ଯେ ହତେୁ ସେ ପରମେଶ୍ବରଙ୍କର ସନ୍ତାନ ହାଇେସାରିଥାଏ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:11
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଏକ ଭିନ୍ନ ପ୍ରକାରର ସୁନ୍ନତ ହାଇେଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:24
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସମାନେେ ନିଜର ମନର ଆବଗେ ଓ ପାପମୟ ସ୍ବଭାବକୁ କ୍ରୁଶ ରେ ବିଦ୍ଧ କରିଛନ୍ତି। ସମାନେେ ନିଜର ସ୍ବାର୍ଥପର ମନୋଭାବ ଓ ମନ୍ଦକାର୍ୟ୍ଯ ସବୁକୁ ତ୍ଯାଗ କରିଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:47
ପ୍ରଥମ ମନୁଷ୍ଯଟି ପୃଥିବୀର ମାଟିରୁ ନିର୍ମିତ ହାଇେଥିଲା ; କିନ୍ତୁ ଦ୍ବିତୀୟ ମନୁଷ୍ଯ ସ୍ବର୍ଗରୁ ଆସିଥିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:17
କିନ୍ତୁ ଯେଉଁଲୋକ ପ୍ରଭୁଙ୍କ ସଙ୍ଗ ରେ ରହେ ସେ ଆତ୍ମା ରେ ତାହାଙ୍କ ସହିତ ଏକ ହୁଏ।
ଆଦି ପୁସ୍ତକ 6:5
ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।
ଆୟୁବ ପୁସ୍ତକ 15:14
ମନୁଷ୍ଯ କ'ଣ ସତ ରେ ଶୁଦ୍ଧ ହାଇପୋରିବ ? ଜଣେ ସ୍ତ୍ରୀ ଲୋକଠାରୁ ଜନ୍ମ ହାଇେଥିବା କହେି ଧାର୍ମିକ ହାଇପୋରିବ କି ?
ଗୀତସଂହିତା 51:10
ହେ ପରମେଶ୍ବର, ମାେ ଅନ୍ତରେ ଏକ ପବିତ୍ର ଆତ୍ମା ସୃଷ୍ଟି କର !ମାେତେ ଗୋଟିଏ ନୂଆ ଓ ବିଶ୍ବସ୍ତ ଆତ୍ମା ଦିଅ।
ଯିହିଜିକଲ 11:19
ଏବଂ ଆମ୍ଭେ ସମାନଙ୍କେୁ ଏକ ହୃଦଯ ଦବୋ ଓ ସମାନଙ୍କେର ଅନ୍ତର ରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସମାନଙ୍କେଠାରୁ କଠିନ ହୃଦଯ ଦୂର କରି, ସମାନଙ୍କେୁ କୋମଳ ହୃଦଯ ଦବୋ।
ଯୋହନଲିଖିତ ସୁସମାଚାର 1:13
ସହେି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ ହେଲେ ନାହିଁ। ସମାନେେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ ଗ୍ରହଣ ନକରି ପରମେଶ୍ବରଙ୍କ ଠାରୁ ଜନ୍ମ ହାଇେଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:5
ଅତୀତ ରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ବାରା ବ୍ଯବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ଯାତ୍ମିକ ମୃତ୍ଯୁ ଘଟାଉ ଥିଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:18
ମୁଁ ଏହା ଜାଣେ ଯେ ମାେ ଭିତ ରେ କିଛି ଭଲ ନାହିଁ। ମାେ କହିବା ଅର୍ଥ ଯେ, ମାରେଶରୀର ରେ କୌଣସି ଭଲ ବିଷୟ ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:25
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଧନ୍ଯବାଦ ହେଉ। ଅତଏବ-ମାେ ମନ ସହିତ ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାର ଦାସ। କିନ୍ତୁ ପାପପୂର୍ଣ ସ୍ବଭାବରେ ମୁଁ ପାପୟୁକ୍ତ ନିୟମର ଦାସ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:13
ଯଦି ତୁମ୍ଭମାନେେ ତୁମ୍ଭ ପାପପୂର୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ଯବହାର କର, ତା ହେଲେ ତୁମ୍ଭମାନେେ ଆତ୍ମିକ ରୂପରେ ମରିୟିବ। କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କୁ ଶରୀର ମାଧ୍ଯମ ରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ଯବହାର କର, ତା' ହେଲେ ତୁମ୍ଭମାନେେ ପ୍ରକୃତ ଜୀବନ ପାଇବ।
ଆଦି ପୁସ୍ତକ 5:3
ଆଦମକୁ 130 ବର୍ଷ ପହଞ୍ଚିବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ସେ ଠିକ୍ ଆଦମଙ୍କର ପରି ଦେଖିବାକୁ ଥିଲା। ଆଦମ ତାଙ୍କର ନାମ ଦଇେଥିଲେ ଶେଥ।