Mark 13:33
ସାବଧାନ, ସଦା ବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତବେେଳେ ପହଞ୍ଚିବ, ତାହା ତୁମ୍ଭମାନେେ ଜାଣିନାହଁ।
Mark 13:33 in Other Translations
King James Version (KJV)
Take ye heed, watch and pray: for ye know not when the time is.
American Standard Version (ASV)
Take ye heed, watch and pray: for ye know not when the time is.
Bible in Basic English (BBE)
Take care, keep watch with prayer: for you are not certain when the time will be.
Darby English Bible (DBY)
Take heed, watch and pray, for ye do not know when the time is:
World English Bible (WEB)
Watch, keep alert, and pray; for you don't know when the time is.
Young's Literal Translation (YLT)
Take heed, watch and pray, for ye have not known when the time is;
| Take ye heed, | βλέπετε | blepete | VLAY-pay-tay |
| watch | ἀγρυπνεῖτε | agrypneite | ah-gryoo-PNEE-tay |
| and | καὶ | kai | kay |
| pray: | προσεύχεσθε· | proseuchesthe | prose-AFE-hay-sthay |
| for | οὐκ | ouk | ook |
| know ye | οἴδατε | oidate | OO-tha-tay |
| not | γὰρ | gar | gahr |
| when | πότε | pote | POH-tay |
| the | ὁ | ho | oh |
| time | καιρός | kairos | kay-ROSE |
| is. | ἐστιν | estin | ay-steen |
Cross Reference
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:18
ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:11
ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।
ମାଥିଉଲିଖିତ ସୁସମାଚାର 25:13
ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:15
ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:2
ଜାଗି ଉଠ! ତୁମ୍ଭର ଯେଉଁ ଅବଶିଷ୍ଟ ବିଷୟଗୁଡ଼ିକ ଲୋପ ପାଇଯାଉଅଛି ସଗେୁଡ଼ିକ ସମ୍ପୂର୍ଣ୍ଣ ମରିୟିବା ପୂର୍ବରୁ ସେସବୁ ଦୃଢ଼ କର। କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ତୁମ୍ଭର କର୍ମକୁ ମୁଁ ନିର୍ଦ୍ ଦୋଷ ପାଇନାହିଁ।
ପିତରଙ୍କ ପ୍ରଥମ ପତ୍ 4:7
ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:5
ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭମାନେେ ରାତ୍ରି ରେ କିମ୍ବା ଅନ୍ଧକାର ରେ ନାହୁଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:13
ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ବାସ ରେ ଅଟଳ ରୁହ।
ଲୂକଲିଖିତ ସୁସମାଚାର 21:34
ସାବଧାନ ରୁହ। ତୁମ୍ଭମାନେେ ମଦ୍ଯପାନ କରି ମାତାଲ ହାଇେ ନିଜ ସମୟ ନଷ୍ଟ କରନାହିଁ। ସାଂସାରିକ ବସ୍ତୁଗୁଡିକ ବିଷୟ ରେ ଅତ୍ଯଧିକ ଚିନ୍ତିତ ହାଇେ ପଡନାହିଁ। ସଭେଳେ କଲେ ତୁମ୍ଭମାନେେ ଜଡ ହାଇଯେିବ ଓ ଉଚିତ କଥା କବେେ ଭାବି ପାରିବ ନାହିଁ। ଏବଂ ତୁମ୍ଭମାନେେ ପ୍ରସ୍ତୁତ ନଥିବା ବେଳେ ଅନ୍ତିମକାଳ ଆସି ଯାଇପା ରେ।
ଲୂକଲିଖିତ ସୁସମାଚାର 12:40
ଏଣୁ ତୁମ୍ଭମାନେେ ମଧ୍ଯ ପ୍ରସ୍ତୁତ ରୁହ। କାରଣ ମନଷ୍ଯପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭମାନେେ ଆଦୌ ଭାବି ପାରି ନଥିବ।
ମାର୍କଲିଖିତ ସୁସମାଚାର 13:35
ଏଣୁ ତୁମ୍ଭମାନେେ ମଧ୍ଯ ସର୍ବଦା ପ୍ରସ୍ତୁତ ହାଇେ ରୁହ। କାରଣ ତୁମ୍ଭେ ଜାଣ ନାହିଁ, ଘରର ମାଲିକ କେତବେେଳେ ଯେ ଆସି ପହଁଞ୍ଚିଯିବେ। ସନ୍ଧ୍ଯା ବେଳେ, ଅଧରାତି ରେ, ପାହାନ୍ତିଆ ରେ ବା ସକାଳେ, କୌଣସି ସମୟରେ ସେ ଆସି ଯାଇ ପାରନ୍ତି।
ମାର୍କଲିଖିତ ସୁସମାଚାର 13:23
ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ୟଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚତଇେେ ଦେଉଛି।
ମାଥିଉଲିଖିତ ସୁସମାଚାର 24:42
ତେଣୁ ସଦା ବେଳେ ପ୍ରସ୍ତୁତ ରୂହ। ତୁମ୍ଭର ପ୍ରଭୁ କେଉଁଦିନ ଆସିବେ ତାହା ତୁମ୍ଭେ ଜାଣନାହିଁ।
ପିତରଙ୍କ ପ୍ରଥମ ପତ୍ 5:8
ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:15
ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ଯରୁ କହେି ପରମେଶ୍ବରଙ୍କ ଅନୁଗ୍ରହ ପାଇବା ରେ ବଞ୍ଚିତ ହବେ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସଭେଳି ଲୋକ ସମୁଦାୟ ଦଳକୁ ନଷ୍ଟ କରି ଦବେେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:14
ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।
ମାର୍କଲିଖିତ ସୁସମାଚାର 14:37
ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କ ପାଖକୁ ଫରେି ଆସିଲେ। ସେ ସମାନଙ୍କେୁ ଶାଇେ ପଡିଥିବାର ଦେଖିଲେ। ସେ ପିତରଙ୍କୁ କହିଲେ, ଶିମାନେ, ତୁମ୍ଭେ ଶାଇେ ପଡିଲ? ତୁମ୍ଭେ ଘଣ୍ଟାଏ ପାଇଁ ଚଇେଁ ରହି ପାରିଲ ନାହିଁ?
ମାଥିଉଲିଖିତ ସୁସମାଚାର 26:40
ତା'ପରେ ସେ ଶିଷ୍ଯମାନଙ୍କ ପାଖକୁ ଫରେିଗଲେ। ସେ ଶିଷ୍ଯମାନଙ୍କୁ ଶୋଇଥିବାର ଦେଖିଲେ। ଯୀଶୁ ପିତରଙ୍କୁ କହିଲେ, ତୁମ୍ଭମାନେେ ମାେ ସହିତ ଘଣ୍ଟାଏ ପାଇଁ ମଧ୍ଯ ଜାଗି ରହି ପାରିଲ ନାହିଁ?