Philippians 4:20
ଆମ୍ଭର ପରମେଶ୍ବରଙ୍କ ମହିମା ଗୌରବ ସଦାସର୍ବଦା ହେଉ। ଆମେନ୍!
Philippians 4:20 in Other Translations
King James Version (KJV)
Now unto God and our Father be glory for ever and ever. Amen.
American Standard Version (ASV)
Now unto our God and Father `be' the glory for ever and ever. Amen.
Bible in Basic English (BBE)
Now to God our Father be glory for ever and ever. So be it.
Darby English Bible (DBY)
But to our God and Father [be] glory to the ages of ages. Amen.
World English Bible (WEB)
Now to our God and Father be the glory forever and ever! Amen.
Young's Literal Translation (YLT)
and to God, even our Father, `is' the glory -- to the ages of the ages. Amen.
| τῷ | tō | toh | |
| Now | δὲ | de | thay |
| unto God | θεῷ | theō | thay-OH |
| and | καὶ | kai | kay |
| our | πατρὶ | patri | pa-TREE |
| Father | ἡμῶν | hēmōn | ay-MONE |
| be | ἡ | hē | ay |
| glory | δόξα | doxa | THOH-ksa |
| for | εἰς | eis | ees |
| ever | τοὺς | tous | toos |
| αἰῶνας | aiōnas | ay-OH-nahs | |
| and ever. | τῶν | tōn | tone |
| αἰώνων | aiōnōn | ay-OH-none | |
| Amen. | ἀμήν | amēn | ah-MANE |
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:36
ପରମେଶ୍ବର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:4
ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:7
ସହେି ସ୍ବର୍ଗଦୂତ ଉଚ୍ଚ ସ୍ବର ରେ କହିଲେ, ପରମେଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ବରଙ୍କ ଦ୍ବାରା ଲୋକମାନଙ୍କୁ ବିଚାର କରିବା ସମୟ ଉପସ୍ଥିତ। ପରମେଶ୍ବରଙ୍କର ଉପାସନା କର। ସେ ସ୍ବର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:12
ସମାନେେ କହିଲେ, ଆମେନ୍ ! ପ୍ରଶଂସା, ମହିମା, ଧନ୍ଯବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ବରଙ୍କର ଅଟେ। ଆମେନ୍ !
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:6
ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ଯ ସ୍ବରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ବରଙ୍କର ସବୋ ରେ ଯାଜକ ରୂପେ ନିୟୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ୟୁଗେ ୟୁଗେ ହେଉ। ଆମେନ୍।
ଯିହୂଦାଙ୍କ ପତ୍ର 1:25
ସେ ଏକମାତ୍ର ପରମେଶ୍ବର। ସେ କବଳେ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ବରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।
ଗୀତସଂହିତା 115:1
ହେ ସଦାପ୍ରଭୁ, ଆମ୍ଭମାନେେ କୌଣସି ମହିମାର ୟୋଗ୍ଯ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରମେ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
ଗୀତସଂହିତା 72:19
ତାଙ୍କର ଗୌରବାନ୍ବିତ ନାମର ମହିମା ଅନନ୍ତକାଳ ପର୍ୟ୍ଯନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାଯ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:13
ଠିକ୍ ସହେି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହାଇଗେଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସମାନେେ ସ୍ବର୍ଗର ପରମେଶ୍ବରଙ୍କୁ ଗୌରବ ଦେଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:12
ସମାନେେ ଉଚ୍ଚ ସ୍ବର ରେ ଏହା କହୁଥିଲେ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:9
ଏହି ଜୀବିତ ପ୍ରାଣୀମାନେ ସିଂହାସନ ରେ ବସିଥିବା ବ୍ଯକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ଯବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:17
ସହେି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ଯ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ୟୁଗେ ୟୁଗେ କବଳେ ପରମେଶ୍ବରଙ୍କର। ଆମେନ୍।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:23
ତୁମ୍ଭ ସମସ୍ତଙ୍କ ସହିତ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ରହିଥାଉ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:11
ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:21
ମଣ୍ଡଳୀ ରେ ଓ ଖ୍ରୀଷ୍ଟଙ୍କ ଦ୍ବାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:27
ଯୀଶୁ ଖ୍ରୀଷ୍ଟଙ୍କ ଜରିଆ ରେ ଏକ ମାତ୍ର ଜ୍ଞାନବାନ ପରମେଶ୍ବରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ଯାପ୍ତ ରହୁ। ଆମେନ୍।
ମାଥିଉଲିଖିତ ସୁସମାଚାର 28:20
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
ମାଥିଉଲିଖିତ ସୁସମାଚାର 6:12
ଆମ୍ଭ ପ୍ରତି ଅପରାଧ କଲା ଲୋକଙ୍କୁ ଆମ୍ଭେ ଯେଉଁପରି କ୍ଷମା କରିଛୁ, ସହେିପରି ଆମ୍ଭେ କରିଥିବା ପାପକୁ କ୍ଷମା କର।
ମାଥିଉଲିଖିତ ସୁସମାଚାର 6:9
ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।