Psalm 119:147
ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମୁଁ ତୁମ୍ଭ ବାକ୍ଯରେ ଭରସା କରେ।
Psalm 119:147 in Other Translations
King James Version (KJV)
I prevented the dawning of the morning, and cried: I hoped in thy word.
American Standard Version (ASV)
I anticipated the dawning of the morning, and cried: I hoped in thy words.
Bible in Basic English (BBE)
Before the sun is up, my cry for help comes to your ear; my hope is in your words.
Darby English Bible (DBY)
I anticipate the morning-dawn and I cry: I hope in thy word.
World English Bible (WEB)
I rise before dawn and cry for help. I put my hope in your words.
Young's Literal Translation (YLT)
I have gone forward in the dawn, and I cry, For Thy word I have hoped.
| I prevented | קִדַּ֣מְתִּי | qiddamtî | kee-DAHM-tee |
| the dawning | בַ֭נֶּשֶׁף | bannešep | VA-neh-shef |
| cried: and morning, the of | וָאֲשַׁוֵּ֑עָה | wāʾăšawwēʿâ | va-uh-sha-WAY-ah |
| I hoped | לִדְבָרְיךָ֥ | lidborykā | leed-vore-y-HA |
| in thy word. | יִחָֽלְתִּי׃ | yiḥālĕttî | yee-HA-leh-tee |
Cross Reference
ଗୀତସଂହିତା 5:3
ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମାରେ ରବ ଶୁଣିବେ ଓ ତୁମ୍ଭ ଉଦ୍ଦେଶ୍ଯରେ ଆପଣା ପ୍ରାର୍ଥନା ସଜାଏ ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମାରେ ପ୍ରାର୍ଥନା ଶୁଣ।
ମାର୍କଲିଖିତ ସୁସମାଚାର 1:35
ତା'ପର ଦିନ ସକାଳେ ଯୀଶୁ ଶୀଘ୍ର ଉଠି ପଡିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡି ଗୋଟିଏ ନିଛାଟିଆ ଜାଗାକୁ ଚାଲିଗଲେ। ସଠାେରେ ସେ ପ୍ରାର୍ଥନା କଲେ।
ଗୀତସଂହିତା 130:5
ମୁଁ ସଦାପ୍ରଭୁଙ୍କର ସାହାୟ୍ଯକୁ ଅପେକ୍ଷା କରିଛି। ମାରେ ପ୍ରାଣ ତାଙ୍କୁ ଚାହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ଯରେ ଭରସା ରଖିଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:17
ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।
ଗୀତସଂହିତା 119:81
ସଦାପ୍ରଭୁ ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମାେତେ ରକ୍ଷା କର। କିନ୍ତୁ ମୁଁ ତୁମ୍ଭର ବାକ୍ଯ ଉପରେ ନିର୍ଭର ରେଖ।
ଗୀତସଂହିତା 119:74
ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସମାନେେ ମାେତେ ଦେଖିବେ ଏବଂ ଖୁସି ହବେେ। କାରଣ ମୁଁ ତୁମ୍ଭଠାରେ ଭରସା କରେ।
ଗୀତସଂହିତା 108:2
ଜାଗ୍ରତ ହୁଅ ! ହେ ମାରେ ପ୍ରାଣ, ଜାଗ୍ରତ ହୁଅ ! ନବେଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହବେି।
ଗୀତସଂହିତା 88:13
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମାେତେ ସାହାରା ଦିଅ। ପ୍ରେତ୍ୟକକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
ଗୀତସଂହିତା 57:8
ଜାଗ୍ରତ ହୁଅ, ହେ ମାରେ ପ୍ରାଣ !ଜାଗ୍ରତ ହୁଅ ! ନବେଲ ଓ ବୀଣା, ଜାଗ୍ରତ ହୁଅ ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହବେି।
ଗୀତସଂହିତା 56:4
ପରମେଶ୍ବରଙ୍କ ଉପରେ ମୁଁ ନିର୍ଭର କରେ। ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ। ମୁଁ ପରମେଶ୍ବରଙ୍କ ଉପରେ ନିର୍ଭର କରେ, ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ ମାେତେ କ'ଣ କରିପାରିବେ ?
ଗୀତସଂହିତା 42:8
ରାତି ହେଉକି ଦିନ ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରମେ ଢ଼ାଳି ଦିଅନ୍ତି। ସହେି ଜୀବନ୍ତ ପରମେଶ୍ବରଙ୍କ ପାଇଁ ମାେ ନିକଟରେ ଏକ ଗୀତ ଅଛି।
ଗୀତସଂହିତା 21:3
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।
ଯିଶାଇୟ 26:9
ରାତ୍ରି କାଳ ରେ ମାରେ ପ୍ରାଣ ତୁମ୍ଭକୁ ଇଚ୍ଛା କରୁଛି ଏବଂ ଅନ୍ତରାତ୍ମା ପ୍ରତି ନୂତନ ପ୍ରଭାତ ରେ ତୁମ୍ଭକୁ ଅନ୍ବଷେଣ କରିବ। ଯେତବେେଳେ ତୁମ୍ଭର ଶାସନ ସକଳ ଓ ନ୍ଯାଯ ପ୍ରତିଷ୍ଠିତ ହବେ, ଜଗତବାସୀ ଧର୍ମ ଶିକ୍ଷା କରିବେ।