Psalm 119:17
ମୁଁ ୟମେନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର, ଯେଉଁଥିରେ ମୁଁ ତୁମ୍ଭର ବାକ୍ଯ ପାଳନ କରିପାରିବି,
Psalm 119:17 in Other Translations
King James Version (KJV)
Deal bountifully with thy servant, that I may live, and keep thy word.
American Standard Version (ASV)
GIMEL. Deal bountifully with thy servant, that I may live; So will I observe thy word.
Bible in Basic English (BBE)
<GIMEL> Give me, your servant, the reward of life, so that I may keep your word;
Darby English Bible (DBY)
GIMEL. Deal bountifully with thy servant [and] I shall live; and I will keep thy word.
World English Bible (WEB)
Do good to your servant. I will live and I will obey your word.
Young's Literal Translation (YLT)
`Gimel.' Confer benefits on Thy servant, I live, and I keep Thy word.
| Deal bountifully | גְּמֹ֖ל | gĕmōl | ɡeh-MOLE |
| with | עַֽל | ʿal | al |
| thy servant, | עַבְדְּךָ֥ | ʿabdĕkā | av-deh-HA |
| live, may I that | אֶֽחְיֶ֗ה | ʾeḥĕye | eh-heh-YEH |
| and keep | וְאֶשְׁמְרָ֥ה | wĕʾešmĕrâ | veh-esh-meh-RA |
| thy word. | דְבָרֶֽךָ׃ | dĕbārekā | deh-va-REH-ha |
Cross Reference
ଗୀତସଂହିତା 13:6
ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି। କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।
ଗୀତସଂହିତା 116:7
ହେ ମାରେ ପ୍ରାଣ ବିଶ୍ରାମ କର। ସଦାପ୍ରଭୁ ତୁମ୍ଭପ୍ରତି ମଙ୍ଗଳମଯ ଅଟନ୍ତି।
ଯୋହନଙ୍କ ପ୍ରଥମ ପତ୍ର 5:3
କାରଣ ପରମେଶ୍ବରଙ୍କୁ ପ୍ ରମେ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ।
ଯୋହନଙ୍କ ପ୍ରଥମ ପତ୍ର 2:29
ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ଯ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ଯକ୍ତି ପରମେଶ୍ବରଙ୍କର ସନ୍ତାନ ଅଟନ୍ତି।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:11
ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:19
ପରମେଶ୍ବର ସଗେୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନ ରେ ମାେ ପରମେଶ୍ବର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ଯକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତାଙ୍କ ଧନର ବ୍ଯବହାର କରିବେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:10
ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:4
କିନ୍ତୁ ପରମେଶ୍ବର ଆମ୍ଭକୁ ଅତିଶୟ ପ୍ ରମେ କଲେ କାରଣ ତାହାଙ୍କ ଦୟା ଅତି ମହାନ୍।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:7
ପ୍ରେତ୍ୟକକ ଲୋକ ଆପଣା ହୃଦୟ ରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନ ରେ କୌଣସି ଦୁଃଖ ରଖି ବା ବାଧ୍ଯବାଧକତା ରେ ଦାନ ନ ଦେଉ, ଆନନ୍ଦିତ ମନ ରେ ଦାନ କରିଥିବା ଲୋକକୁ ପରମେଶ୍ବର ଭଲ ପାଆନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:2
ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।
ଯୋହନଲିଖିତ ସୁସମାଚାର 1:16
'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।
ଗୀତସଂହିତା 119:132
ହେ ପରମେଶ୍ବର, ମାେତେ ଦେଖ ଓ ମାେ ପ୍ରତି ଦୟା କର। ତୁମ୍ଭର ନାମକୁ ଭଲପାଉଥିବା ଲୋକମାନଙ୍କ ପାଇଁ ୟାହା କରିବା ଉଚିତ୍ ତାହା କର।
ଗୀତସଂହିତା 119:124
ମୁଁ ତୁମ୍ଭର ସବେକ ଅଟେ। ମାେ ପ୍ରତି ତୁମ୍ଭର ପ୍ରମେ ଦଖାେଅ। ତୁମ୍ଭର ବ୍ଯବସ୍ଥାମାନ ଶିଖାଅ।
ଗୀତସଂହିତା 119:65
ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ଯବହାର କରିଛ। ତୁମ୍ଭେ ୟାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।