ଗୀତସଂହିତା 119:55 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 119 ଗୀତସଂହିତା 119:55

Psalm 119:55
ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ। ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।

Psalm 119:54Psalm 119Psalm 119:56

Psalm 119:55 in Other Translations

King James Version (KJV)
I have remembered thy name, O LORD, in the night, and have kept thy law.

American Standard Version (ASV)
I have remembered thy name, O Jehovah, in the night, And have observed thy law.

Bible in Basic English (BBE)
I have given thought to your name in the night, O Lord, and have kept your law.

Darby English Bible (DBY)
I have remembered thy name, O Jehovah, in the night, and have kept thy law.

World English Bible (WEB)
I have remembered your name, Yahweh, in the night, And I obey your law.

Young's Literal Translation (YLT)
I have remembered in the night Thy name, O Jehovah, And I do keep Thy law.

I
have
remembered
זָ֘כַ֤רְתִּיzākartîZA-HAHR-tee
thy
name,
בַלַּ֣יְלָהballaylâva-LA-la
O
Lord,
שִׁמְךָ֣šimkāsheem-HA
night,
the
in
יְהוָ֑הyĕhwâyeh-VA
and
have
kept
וָֽ֝אֶשְׁמְרָ֗הwāʾešmĕrâVA-esh-meh-RA
thy
law.
תּוֹרָתֶֽךָ׃tôrātekātoh-ra-TEH-ha

Cross Reference

ଗୀତସଂହିତା 63:6
ମୁଁ ଶୟ୍ଯା ଉପରେ ଗଡ଼ୁଥିବା ସମଯରେ ତୁମ୍ଭକୁ ମନେ କରିବି। ରାତି ସମଯରେ ମଧ୍ଯ ମୁଁ ତୁମ୍ଭ ବିଷଯରେ ଭାବିବି।

ଗୀତସଂହିତା 42:8
ରାତି ହେଉକି ଦିନ ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରମେ ଢ଼ାଳି ଦିଅନ୍ତି। ସହେି ଜୀବନ୍ତ ପରମେଶ୍ବରଙ୍କ ପାଇଁ ମାେ ନିକଟରେ ଏକ ଗୀତ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:25
ପାଉଲ ଓ ଶୀଲା ମଧ୍ଯରାତ୍ରି ବେଳେ ପରମେଶ୍ବରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହାସବୁ ଶୁଣୁଥିଲେ।

ଯିଶାଇୟ 26:9
ରାତ୍ରି କାଳ ରେ ମାରେ ପ୍ରାଣ ତୁମ୍ଭକୁ ଇଚ୍ଛା କରୁଛି ଏବଂ ଅନ୍ତରାତ୍ମା ପ୍ରତି ନୂତନ ପ୍ରଭାତ ରେ ତୁମ୍ଭକୁ ଅନ୍ବଷେଣ କରିବ। ଯେତବେେଳେ ତୁମ୍ଭର ଶାସନ ସକଳ ଓ ନ୍ଯାଯ ପ୍ରତିଷ୍ଠିତ ହବେ, ଜଗତବାସୀ ଧର୍ମ ଶିକ୍ଷା କରିବେ।

ଯୋହନଲିଖିତ ସୁସମାଚାର 15:10
ମୁଁ ମାରେ ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ ରମେ ରେ ରହିଛି। ସହେିପରି ତୁମ୍ଭେ ଯଦି ମାରେ ଆଜ୍ଞା ପାଳନ କରିବ, ତୁମ୍ଭେ ମାେ ପ୍ ରମେ ରେ ରହିବ।

ଯୋହନଲିଖିତ ସୁସମାଚାର 14:21
ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।

ଲୂକଲିଖିତ ସୁସମାଚାର 6:12
ସହେି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସଠାେରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବା ରେ ସାରା ରାତିଟି ବିତଇେଲେ।

ଗୀତସଂହିତା 139:18
ତୁମ୍ଭେ ୟାହା କିଛି ଜାଣ, ସେ ସବୁକୁ ୟଦି ମୁଁ ଗଣିପାରୁଥା'ନ୍ତି, ତା' ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହବେ, କିନ୍ତୁ ୟଦି ମୁଁ ତାହା ଗଣିପାରିବି, ତା' ହେଲେ ମୁଁ ତୁମ୍ଭକୁ ଏପର୍ୟ୍ଯନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା'ନ୍ତି।

ଗୀତସଂହିତା 119:34
ସେସବୁକୁ ବୁଝିବା ପାଇଁ ମାେତେ ସାହାୟ୍ଯ କର। ଏବଂ ମୁଁ ତୁମ୍ଭର ଶିକ୍ଷା ମାନିବି। ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତାହାକୁ ପାଳନ କରିବି।

ଗୀତସଂହିତା 119:17
ମୁଁ ୟମେନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର, ଯେଉଁଥିରେ ମୁଁ ତୁମ୍ଭର ବାକ୍ଯ ପାଳନ କରିପାରିବି,

ଗୀତସଂହିତା 77:6
ରାତିରେ ମୁଁ ନିଜ ଗୀତ ବିଷଯରେ ଭାବିଲି। ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ। ମାରେ ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।

ଆୟୁବ ପୁସ୍ତକ 35:9
ଦୁଷ୍ଟ ଲୋକମାନେ ଯେତବେେଳେ ଆଘାତ ପାଆନ୍ତି, ସମାନେେ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ସମାନେେ ଶକ୍ତିମାନ ଲୋକଙ୍କ ପାଖକୁ ୟାଆନ୍ତି ଓ ସମାନଙ୍କେର ସାହାୟ୍ଯ ପ୍ରାର୍ଥନା କରନ୍ତି।

ଆଦି ପୁସ୍ତକ 32:24
ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ଯ ତାଙ୍କ ସହିତ ସକାଳ ପର୍ୟ୍ଯନ୍ତ ମଲ୍ଲ ୟୁଦ୍ଧ କଲେ।