ଗୀତସଂହିତା 119:67 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 119 ଗୀତସଂହିତା 119:67

Psalm 119:67
ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି। ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।

Psalm 119:66Psalm 119Psalm 119:68

Psalm 119:67 in Other Translations

King James Version (KJV)
Before I was afflicted I went astray: but now have I kept thy word.

American Standard Version (ASV)
Before I was afflicted I went astray; But now I observe thy word.

Bible in Basic English (BBE)
Before I was in trouble I went out of the way; but now I keep your word.

Darby English Bible (DBY)
Before I was afflicted I went astray, but now I keep thy ùword.

World English Bible (WEB)
Before I was afflicted, I went astray; But now I observe your word.

Young's Literal Translation (YLT)
Before I am afflicted, I -- I am erring, And now Thy saying I have kept.

Before
טֶ֣רֶםṭeremTEH-rem
I
אֶ֭עֱנֶהʾeʿĕneEH-ay-neh
was
afflicted
אֲנִ֣יʾănîuh-NEE
I
went
astray:
שֹׁגֵ֑גšōgēgshoh-ɡAɡE
now
but
וְ֝עַתָּ֗הwĕʿattâVEH-ah-TA
have
I
kept
אִמְרָתְךָ֥ʾimrotkāeem-rote-HA
thy
word.
שָׁמָֽרְתִּי׃šāmārĕttîsha-MA-reh-tee

Cross Reference

ଯିରିମିୟ 31:18
ମୁଁ ପ୍ରକୃତ ରେ ଇଫ୍ରଯିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ' ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶାସ୍ତି ଦଇେଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ଯପଶୁ ସଦୃଶ ଥିଲି। ମାେତେ ତୁମ୍ଭ ନିକଟକୁ ଫରେିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମାରେ ପରମେଶ୍ବର।

ଗୀତସଂହିତା 119:71
ଏହି ୟନ୍ତ୍ରଣା ଭୋଗ କରିବା ମାେ ପାଇଁ ଉତ୍ତମ ଥିଲା, ୟପରେିକି ମୁଁ ତୁମ୍ଭ ବ୍ଯବସ୍ଥା ଶିକ୍ଷା କରିପାରେ।

ଗୀତସଂହିତା 119:75
ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମଯ। ମାେତେ ତୁମ୍ଭେ ଦଣ୍ଡ ଦଇେ ଠିକ୍ କରିଥିଲ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:10
ତୁମ୍ଭେ ର୍ଧୈୟ୍ଯର ସହିତ ମାରେଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:5
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଗଣ ହାଇେଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ବନାର ବାକ୍ଯ କୁହନ୍ତି। ତୁମ୍ଭମାନେେ ସହେି ବାକ୍ଯଗୁଡ଼ିକୁ ଭୁଲି ଯାଇଛ :

ହୋଶେୟ 5:15
ଆମ୍ଭେ ଆମ୍ଭର ଗୃହକୁ ଫରେିବା ଯେତବେେଳେ ଲୋକମାନେ ସମାନଙ୍କେର ଦୋଷ ସ୍ବୀକାର କରିବେ ଏବଂ ଆମ୍ଭଙ୍କୁ କ୍ଷମା ମାଗିବେ। ହଁ, ସମାନେେ ଦୁଃଖ ରେ ଆମ୍ଭଙ୍କୁ ପାଇବାକୁ କଠାେର ଚେଷ୍ଟା କରିବେ।

ହୋଶେୟ 2:6
ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ବାରା ଅବ ରୋଧ କରିବା। ତା'ର ଚତୁର୍ଦ୍ଦିଗ ରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳ ରେ ସେ ଆଉ ପଥ ପାଇବ ନାହିଁ।

ଯିରିମିୟ 22:21
ଆମ୍ଭେ ତୁମ୍ଭର ସୌଭାଗ୍ଯ ସମୟରେ ତୁମ୍ଭକୁ କଥା କହିଲୁ ଓ ତୁମ୍ଭକୁ ସାବଧାନ କଲୁ। ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ। ଆମ୍ଭ ବାକ୍ଯ ପ୍ରତି ତୁମ୍ଭେ ବାଲ୍ଯାବସ୍ଥାରୁ ଅବଧାନ କରି ନାହଁ।

ହିତୋପଦେଶ 1:32
କିନ୍ତୁ ୟିଏ କହେି ମାରେକଥା ଶୁଣିବ, ସେ ସୁରକ୍ଷା ରେ ପ୍ରବେଶ କରିବ। ତାହାର କବେେ ହେଲେ କୌଣସି ଦୁର୍ଭାଗ୍ଯ ନ ଥିବ।

ଗୀତସଂହିତା 119:176
ମୁଁ ହଜି ୟାଇଥିବା ମଷେପରି, ଏଣତେଣେେ ବୁଲୁଅଛି, ହେ ସଦାପ୍ରଭୁ, ଆପଣା ଦାସକୁ ଖାଜେ। କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶାରେି ନାହିଁ।

ଗୀତସଂହିତା 73:5
ସହେି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ। ସମାନେେ ଅନ୍ୟ ମନୁଷ୍ଯମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।

ଦିତୀୟ ବଂଶାବଳୀ 33:9
ମନଃଶି ଯିହୁଦାର ଲୋକ ଓ ୟିରୁଶାଲମ ରେ ବାସ କରୁଥିବା ଲୋକମାନଙ୍କୁ ମନ୍ଦ କାର୍ୟ୍ଯ କରିବା ନିମନ୍ତେ ଉତ୍ସାହିତ କଲେ। ଇଶ୍ରାୟେଲୀୟମାନଙ୍କ ପୂର୍ବ ରେ ଦେଶର ଯେଉଁ ଜାତିଗଣ ଥିଲେ, ସମାନଙ୍କେଠାରୁ ଏହି ଲୋକମାନେ ଆହୁରି ଅଧିକ ମନ୍ଦ ହେଲେ - ଆଉ ସଦାପ୍ରଭୁ ସହେି ଅନ୍ୟ ଜାତୀଯମାନଙ୍କୁ ବିନଷ୍ଟ କରିଥିଲେ।

ଦିତୀୟ ଶାମୁୟେଲ 11:2
ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।

ଦିତୀୟ ଶାମୁୟେଲ 10:19
ହଦ୍ଦଷେରଙ୍କର ସବୋ କରୁଥିବା ରାଜାମାନେ ଦେଖିଲେ ଯେ ଇଶ୍ରାୟେଲୀୟମାନେ ସମାନଙ୍କେୁ ପରାସ୍ତ କଲଣେି ଓ ସେ ଇଶ୍ରାୟେଲୀୟମାନଙ୍କ ସହିତ ସନ୍ଧି କଲେ ଓ ସମାନଙ୍କେର ସବେକ ହେଲ। ଅରାମୀଯମାନେ ପକ୍ସ୍ଟନ୍ନରାଯ ଅେମ୍ମାନୀୟମାନଙ୍କୁ ସାହାୟ୍ଯ କରିବାକୁ ଭୟ କଲେ।

ଦିତୀୟ ବିବରଣ 32:15
କିନ୍ତୁ ୟିଶକ୍ସ୍ଟରକ୍ସ୍ଟଣ ହୃଷ୍ଟପକ୍ସ୍ଟଷ୍ଟ ହେଲା ଓ ପଦାଘାତ କଲ। ତୁମ୍ଭକୁ ଭଲ ଭାବରେ ଖକ୍ସ୍ଟଆଇଲେ ଏବଂ ତୁମ୍ଭେ ମାଟୋ ହାଇେଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ଯାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ୟିଏ କି ତାଙ୍କୁ ରକ୍ଷା କଲେ।