Psalm 34:14
ମନ୍ଦ କାର୍ୟ୍ଯ କରିବା ବନ୍ଦ କର। କବଳେ ଉତ୍ତମ କାର୍ୟ୍ଯ କର। ଶାନ୍ତି ପାଇଁ କାର୍ୟ୍ଯ କର। ଶାନ୍ତି ପାଇଲା ପର୍ୟ୍ଯନ୍ତ ଶାନ୍ତି ପଛରେ ଦୌଡ଼।
Psalm 34:14 in Other Translations
King James Version (KJV)
Depart from evil, and do good; seek peace, and pursue it.
American Standard Version (ASV)
Depart from evil, and do good; Seek peace, and pursue it.
Bible in Basic English (BBE)
Be turned from evil, and do good; make a search for peace, desiring it with all your heart.
Darby English Bible (DBY)
Depart from evil, and do good; seek peace, and pursue it.
Webster's Bible (WBT)
Keep thy tongue from evil, and thy lips from speaking guile.
World English Bible (WEB)
Depart from evil, and do good. Seek peace, and pursue it.
Young's Literal Translation (YLT)
Turn aside from evil and do good, Seek peace and pursue it.
| Depart | ס֣וּר | sûr | soor |
| from evil, | מֵ֭רָע | mēroʿ | MAY-roh |
| and do | וַעֲשֵׂה | waʿăśē | va-uh-SAY |
| good; | ט֑וֹב | ṭôb | tove |
| seek | בַּקֵּ֖שׁ | baqqēš | ba-KAYSH |
| peace, | שָׁל֣וֹם | šālôm | sha-LOME |
| and pursue | וְרָדְפֵֽהוּ׃ | wĕrodpēhû | veh-rode-fay-HOO |
Cross Reference
ଏବ୍ରୀମାନଙ୍କ ନିକଟକୁ ପତ୍ର 12:14
ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।
ଯିଶାଇୟ 1:16
ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।
ଗୀତସଂହିତା 37:27
ତୁମ୍ଭେ ୟଦି ମନ୍ଦକାର୍ୟ୍ଯ କରିବାକୁ ମନା କର ଓ ୟଦି ତୁମ୍ଭେ ଭଲକାର୍ୟ୍ଯ କର, ତା' ହେଲେ ତୁମ୍ଭେ ନିଶ୍ଚଯ ଚିରଦିନ ପାଇଁ ବଞ୍ଚି ରହିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:18
ଲୋକଙ୍କ ସହିତ ଶାନ୍ତି ରେ ରହିବା ପାଇଁ ଯଥାସାଧ୍ଯ ଚେଷ୍ଟା କର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:17
ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:19
ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:11
ଭାଇ ଓ ଭଉଣୀମାନେ ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହବୋକୁ ଚେଷ୍ଟା କର। ମୁଁ ଯେପରି କହିଛି ସହେିପରି କାମ କରୁଥାଅ। ସମସ୍ତେ ଏକ ମନ ରେ ଓ ଶାନ୍ତି ରେ ରୁହ। କବେେ ଶାନ୍ତି ଓ ପ୍ ରମରେ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:10
ତେଣୁ ଯେତବେେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁ ଯୋଗ ପାଉ, ଆମ୍ଭେ ଅବଶ୍ଯ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ବାସୀ ଅଟନ୍ତି, ସମାନଙ୍କେ ପ୍ରତି ଆମ୍ଭକୁ ବିଶଷେ ଧ୍ଯାନ ଦବୋକୁ ପଡ଼ିବ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:19
ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।
ଯାକୁବଙ୍କ ପତ୍ 3:17
କିନ୍ତୁ ପରମେଶ୍ବରଙ୍କଠାରୁ ଆସିଥିବା ଜ୍ଞାନ ଏହିପରି : ପ୍ରଥମ ରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟ ରେ ପଡ଼ିଛନ୍ତି, ଏହି ଜ୍ଞାନ ସମାନଙ୍କେୁ ସାହାୟ୍ଯ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।
ପିତରଙ୍କ ପ୍ରଥମ ପତ୍ 3:11
ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।
ହିତୋପଦେଶ 16:16
ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।
ହିତୋପଦେଶ 3:7
ନିଜେ ନିଜକୁ ଜ୍ଞାନୀ ବୋଲି ଭାବ ନାହିଁ। କିନ୍ତୁ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର : ମନ୍ଦଠାରୁ ଦୂ ରଇେ ରୁହ।
ଯୋହନଙ୍କ ତୃତୀୟ ପତ୍ର 1:11
ମାରେ ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କୁ କବେେ ଦେଖି ନାହିଁ।
ମାଥିଉଲିଖିତ ସୁସମାଚାର 5:9
ଶାନ୍ତ ପାଇଁ କାମ କରୁଥିବା ଲୋକମାନେ ଧନ୍ଯ, କାରଣ ସମାନେେ ପରମେଶ୍ବରଙ୍କ ସନ୍ତାନ ଭାବେ ଡକାଯିବେ।
ଆୟୁବ ପୁସ୍ତକ 28:28
ପରମେଶ୍ବର ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ତାହାହିଁ ଜ୍ଞାନ ଅଟେ। ମନ୍ଦ କାର୍ୟ୍ଯ କର ନାହିଁ। ତାହାହିଁ ବୁଝିବା ଶକ୍ତି ଅଟେ। ଆୟୁବ ତା'ର କାହାଣୀ କହି ଚାଲିଥିଲା।
ହିତୋପଦେଶ 8:13
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
ହିତୋପଦେଶ 13:14
ଜ୍ଞାନୀ ଲୋକର ଶିକ୍ଷା ଜୀବନ ରେ ଝର ସ୍ବରୂପ ଅଟେ, ସେ ମୃତ୍ଯୁ ଫାନ୍ଦରୁ ଅନ୍ୟକୁ ରକ୍ଷା କରେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:38
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:9
ତୁମ୍ଭର ପ୍ ରମେ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:11
ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ୟ୍ଯର ଯତ୍ନ ନିଅ। ନିଜ ହାତ ରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:16
ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।
ଗୀତସଂହିତା 120:7
ମୁଁ କହିଲି, ମୁଁ ଶାନ୍ତି ଚା ହେଁ, କିନ୍ତୁ ସମାନେେ ୟୁଦ୍ଧ ଚାହାଁନ୍ତି।