ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:3 in Oriya

ଓଡିଆ ଓଡିଆ ବାଇବେଲ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:3

Romans 3:3
ଏହା ସତ୍ଯ ଯେ, କେତକେ ଯିହୂଦୀ ପରମେଶ୍ବରଙ୍କର ବିଶ୍ବସ୍ତ ନଥିଲେ। କିନ୍ତୁ ସମାନଙ୍କେ ଅବିଶ୍ବସ୍ତତା କ'ଣ ପରମେଶ୍ବରଙ୍କୁ ନିଜ ପ୍ରତିଜ୍ଞା ରଖିବା ରେ ବାଧା ଦବେ?

Romans 3:2Romans 3Romans 3:4

Romans 3:3 in Other Translations

King James Version (KJV)
For what if some did not believe? shall their unbelief make the faith of God without effect?

American Standard Version (ASV)
For what if some were without faith? shall their want of faith make of none effect the faithfulness of God?

Bible in Basic English (BBE)
And if some have no faith, will that make the faith of God without effect?

Darby English Bible (DBY)
For what? if some have not believed, shall their unbelief make the faith of God of none effect?

World English Bible (WEB)
For what if some were without faith? Will their lack of faith nullify the faithfulness of God?

Young's Literal Translation (YLT)
for what, if certain were faithless? shall their faithlessness the faithfulness of god make useless?

what
τίtitee
For
γὰρgargahr
if
εἰeiee
did
ἠπίστησάνēpistēsanay-PEE-stay-SAHN
not
believe?
some
τινεςtinestee-nase

μὴmay

unbelief
their

ay
the
ἀπιστίαapistiaah-pee-STEE-ah
faith
αὐτῶνautōnaf-TONE

τὴνtēntane
of
God
πίστινpistinPEE-steen
make
τοῦtoutoo
shall
without
θεοῦtheouthay-OO
effect?
καταργήσειkatargēseika-tahr-GAY-see

Cross Reference

ଏବ୍ରୀମାନଙ୍କ ନିକଟକୁ ପତ୍ର 4:2
କାରଣ ସମାନଙ୍କେ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସପରେି ସୁସମାଚାର କୁହାୟାଇଅଛି, କିନ୍ତୁ ସମାନେେ ଶୁଣି ମଧ୍ଯ ତାହାକୁ ବିଶ୍ବାସପୂର୍ବକ ନିଜସ୍ବ ନ କରିବାରୁ ସମାନଙ୍କେ ପକ୍ଷ ରେ ସୁସମାଚାର ଲାଭଜନକ ହେଲା ନାହିଁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:13
ଯଦି ଆମ୍ଭେ ବିଶ୍ବସ୍ତ ନ ହେଉ, ତଥାପି ସେ ବିଶ୍ବସ୍ତ ହାଇେ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହାଇପୋରିବେ ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:1
ତା' ହେଲେ ମୁଁ ପ୍ରଶ୍ନ କରୁଛି: କଣ ପରମେଶ୍ବର ନିଜ ଲୋକମାନଙ୍କୁ ପରିତ୍ଯାଗ କରନ୍ତି କି? ନା! ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ଅବ୍ରାହାମଙ୍କ ପରିବାରର ଅଟେ। ବିନ୍ଯାମୀନଙ୍କ ଗୋଷ୍ଠୀ ରେ ଜାତ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:16
ମାତ୍ର ସମସ୍ତେ ସୁମାଗ୍ଭରକୁ ଗ୍ରହଣ କରି ନାହାଁନ୍ତି। ୟିଶାଇୟ କହନ୍ତି: ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡିକ କିଏ କ'ଣ ବିଶ୍ବାସ କଲା?

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:6
ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ବର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବଲେି ନୁହେଁ, କାରଣ ଇଶ୍ରାୟେଲର କବଳେ ଅଳ୍ପ କିଛି ଲୋକ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ଲୋକ।

ଗଣନା ପୁସ୍ତକ 23:19
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!

ମାଥିଉଲିଖିତ ସୁସମାଚାର 24:35
ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।

ଯିଶାଇୟ 55:11
ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।

ପ୍ରଥମ ଶାମୁୟେଲ 15:29
ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ପରମେଶ୍ବର। ସଦାପ୍ରଭୁ ସବୁଦିନ ପାଇଁ ଏହିଠା ରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ଯକ୍ତି ନକ୍ସ୍ଟହଁନ୍ତି ଯେ କି ତାଙ୍କର ମତ ବଦଳାଇ ଦବେେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:13
ପରମେଶ୍ବର ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ। ପରମେଶ୍ବରଙ୍କ ବ୍ଯତୀତ ମହାନ ଲୋକ ଆଉ କହେି ନାହାଁନ୍ତି। ଅତଏବ ପରମେଶ୍ବର ନିଜ ନାମ ରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:1
ପରମେଶ୍ବରଙ୍କ ସବେକ, ଓ ଯୀଶୁଖ୍ରୀଷ୍ଟଙ୍କ ପ୍ ରରେିତ ପାଉଲଙ୍କଠାରୁ ପତ୍ର। ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିଶ୍ବାସ ରେ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ସତ୍ଯ ଜାଣିବା ପାଇଁ ସହେି ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ପରମେଶ୍ବରଙ୍କୁ ଲୋକେ କିପରି ସବୋ କରିବେ, ତାହା ସହେି ସତ୍ଯ ଦଖାଇେ ଥାଏ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:3
ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:18
ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:29
ପରମେଶ୍ବର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡିକ ଦିଅନ୍ତି; ସମାନଙ୍କେ ପ୍ରତି ପରମେଶ୍ବର ନିଜର ମନ କବେେ ହେଲେ ପରିବର୍ତ୍ତନ କରନ୍ତି ନାହିଁ।

ଯୋହନଲିଖିତ ସୁସମାଚାର 1:16
'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।

ଯିରିମିୟ 33:24
ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କବେେ ତାହା ବିବଚେନା କରିଛ ? ସମାନେେ କହନ୍ତି, 'ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ଯ କରିଅଛନ୍ତି। ଏହିରୂପେ ସମାନେେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।' ସମାନଙ୍କେ ସାକ୍ଷାତ ରେ ସମାନେେ ଏକ ଗୋଷ୍ଠୀ ହାଇେ ଯେପରି ରହିବେ ନାହିଁ।

ଯିଶାଇୟ 65:15
ପୁନଶ୍ଚ ତୁମ୍ଭମାନେେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖାୟିବ। ତେଣୁ ମାରେ ପ୍ରଭୁ ସଦାପ୍ରକୁ ତୁମ୍ଭକୁ ବଧ କରିବେ। ସେ ନିଜର ଦାସମାନଙ୍କୁ ଅନ୍ୟ ନାମ ରେ ନାମିତ କରିବେ।

ଯିଶାଇୟ 54:9
କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସହେିପରି ଆମ୍ଭେ ତୁମ୍ଭ ପ୍ରତି କୋର୍ଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

ଗୀତସଂହିତା 84:7
ସମାନେେ ପ୍ରେତ୍ୟକକ ସିୟୋନ୍ରେ ପରମେଶ୍ବରଙ୍କ ଆଗରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।