ରେରିତମାନଙ୍କ କାର୍ଯ୍ୟର ବିବରଣ 1:24 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 1 ରେରିତମାନଙ୍କ କାର୍ଯ୍ୟର ବିବରଣ 1:24

Acts 1:24
ପୁଣି ପ୍ ରରେିତମାନେ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ, ପ୍ରଭୁ, ତୁମ୍ଭେ ସମସ୍ତଙ୍କ ମନକଥା ଜାଣିଛ। ଏହି ସବୋ କାର୍ୟ୍ଯ ଓ ପ୍ ରରେିତ ପଦ ଛାଡ଼ିଦଇେ ୟିହୂଦା ନିଜ ସ୍ଥାନକୁ ଗ୍ଭଲିଯାଇଛି।

Acts 1:23Acts 1Acts 1:25

Acts 1:24 in Other Translations

King James Version (KJV)
And they prayed, and said, Thou, Lord, which knowest the hearts of all men, shew whether of these two thou hast chosen,

American Standard Version (ASV)
And they prayed, and said, Thou, Lord, who knowest the hearts of all men, show of these two the one whom thou hast chosen,

Bible in Basic English (BBE)
And they made prayers and said, Lord, having knowledge of the hearts of all men, make clear which of these two has been marked out by you,

Darby English Bible (DBY)
And they prayed, and said, Thou Lord, knower of the hearts of all, shew which one of these two thou hast chosen,

World English Bible (WEB)
They prayed, and said, "You, Lord, who know the hearts of all men, show which one of these two you have chosen

Young's Literal Translation (YLT)
and having prayed, they said, `Thou, Lord, who art knowing the heart of all, shew which one thou didst choose of these two

men,
And
and
καὶkaikay
prayed,
προσευξάμενοιproseuxamenoiprose-afe-KSA-may-noo
they
εἶπον,eiponEE-pone
said,
Σὺsysyoo
Thou,
κύριεkyrieKYOO-ree-ay
Lord,
which
knowest
the
καρδιογνῶσταkardiognōstakahr-thee-oh-GNOH-sta
hearts
all
πάντωνpantōnPAHN-tone
of
shew
ἀνάδειξονanadeixonah-NA-thee-ksone
of
ἐκekake
these
τούτωνtoutōnTOO-tone

τῶνtōntone
two
δύοdyoTHYOO-oh

ἕναhenaANE-ah
whether
ὃνhonone
thou
hast
chosen,
ἐξελέξωexelexōayks-ay-LAY-ksoh

Cross Reference

ପ୍ରଥମ ଶାମୁୟେଲ 16:7
କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:8
ପରମେଶ୍ବର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସହେି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ବର ଆମ୍ଭକୁ ଯେପରି ପବିତ୍ର ଆତା୍ମଙ୍କୁ ଦାନ କରିଥିଲେ, ସହେିପରି ସମାନଙ୍କେୁ ମଧ୍ଯ ପବିତ୍ର ଆତ୍ମା ଦାନ କରିଅଛନ୍ତି।

ଯିରିମିୟ 17:10
ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:23
ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:6
ସମାନେେ ଏହି ଲୋକମାନଙ୍କୁ ପ୍ ରରେିତମାନଙ୍କ ପାଖ ରେ ଉପସ୍ଥିତ କରାଇଲେ। ପ୍ ରରେିତମାନେ ପ୍ରାର୍ଥନା କରି ସମାନଙ୍କେ ଉପରେ ହାତ ରଖିଲେ।

ଯୋହନଲିଖିତ ସୁସମାଚାର 21:17
ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?

ରେରିତମାନଙ୍କ କାର୍ଯ୍ୟର ବିବରଣ 13:2
ସମାନେେ ପ୍ରଭୁଙ୍କର ସବୋ ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା ସମାନଙ୍କେୁ କହିଲେ, ତୁମ୍ଭମାନେେ ମାେ ପାଇଁ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ସ୍ବତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସମାନଙ୍କେୁ ଗୋଟିଏ ବିଶଷେ କାର୍ୟ୍ଯ କରିବା ପାଇଁ ଆହ୍ବାନ କରିଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:23
ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ପାଇଁ ପ୍ରତି ମଣ୍ଡଳୀ ରେ ପ୍ରାଚ଼ୀନମାନଙ୍କୁ ନିୟୁକ୍ତି ଦେଲେ। ସମାନେେ ଏହି ପ୍ରାଚ଼ୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚ଼ୀନମାନେ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେୁ ପ୍ରଭୁଙ୍କ ପାଖ ରେ ସମର୍ପଣ କଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:27
ଲୋକମାନଙ୍କର ହୃଦୟ ରେ କ'ଣ ଅଛି ପରମେଶ୍ବର ତାହା ଦେଖି ପାରନ୍ତି। ପରମେଶ୍ବର ଆତ୍ମାର ମନ ରେ କ'ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ବର ଜପରେି ଇଚ୍ଛା କରନ୍ତି, ସହେି ଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 4:13
ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।

ଯୋହନଲିଖିତ ସୁସମାଚାର 2:24
କିନ୍ତୁ ଯୀଶୁ ସମାନଙ୍କେୁ ଭରସା କଲେ ନାହିଁ କାରଣ ସେ ସହେି ଲୋକମାନଙ୍କର ମନର ଭାବନା ଜାଣିଥିଲେ।

ଲୂକଲିଖିତ ସୁସମାଚାର 6:12
ସହେି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସଠାେରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବା ରେ ସାରା ରାତିଟି ବିତଇେଲେ।

ପ୍ରଥମ ରାଜାବଳୀ 8:39
ତୁମ୍ଭେ ଆପଣାର ବାସସ୍ଥାନ ସ୍ବର୍ଗ ରେ ଥାଇ ସମାନଙ୍କେର ପାର୍ଥନା ଶୁଣ ଓ ସମାନଙ୍କେୁ କ୍ଷମା କର ଏବଂ ସାହାୟ୍ଯ କର। କବଳେ ତୁମ୍ଭେ ଜାଣ ଲୋକମାନେ କଣ ଚିନ୍ତା କରୁଛନ୍ତି। ତେଣୁ ସଇେ ଅନୁସାରେ ପ୍ରେତ୍ୟକକ ବ୍ଯକ୍ତିର ବିଗ୍ଭର କର ଏବଂ ତୁମ୍ଭ ବିଗ୍ଭର ରେ ସାଧୁତା ଦଖାେଅ।

ପ୍ରଥମ ବଂଶାବଳୀ 28:9
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।

ପ୍ରଥମ ବଂଶାବଳୀ 29:17
ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।

ଗୀତସଂହିତା 7:9
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।

ଗୀତସଂହିତା 44:21
ପ୍ରକୃତରେ ପରମେଶ୍ବର ସେ ସବୁ କଥା ଜାଣନ୍ତି। ସେ ମଧ୍ଯ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।

ହିତୋପଦେଶ 3:5
ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ।

ହିତୋପଦେଶ 15:11
ମୃତ୍ଯୁ ଓ ବିନାଶ ସଦାପ୍ରଭୁଙ୍କ ଆଗ ରେ ଖାେଲା ପଡ଼ିଥାଏ। ଲୋକମାନଙ୍କର ହୃଦଯର ଅଭିପ୍ରାଯ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା

ଯିରିମିୟ 11:20
କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ଜଣେ ପ୍ରକୃତ ବିଚାରକ। ତୁମ୍ଭେ ଲୋକମାନଙ୍କର ମନ ଓ ବୁଦ୍ଧି ପରୀକ୍ଷା କରୁଥାଅ। ସମାନଙ୍କେ ପ୍ରତି ତୁମ୍ଭର ପ୍ରତି ଶାଧେ ମାେତେ ଦଖାେଅ। କାରଣ ମାରେଘଟଣାରୁ ମୁଁ ତୁମ୍ଭଙ୍କୁ ପୁରା ବିଶ୍ବାସ କରିବି।

ଯିରିମିୟ 20:12
ତେଣୁ ହେ ସୈନ୍ଯାଧିପତି ସଦାପ୍ରଭୁ ତୁମ୍ଭେ ଧାର୍ମିକର ପରୀକ୍ଷକ। ତୁମ୍ଭେ ସମସ୍ତଙ୍କର ମର୍ମ ଓ ଅନ୍ତଃକରଣ ଦେଖୁଅଛ। ମୁଁ ସମାନଙ୍କେ ବିଷଯ ରେ ମାରେ ଅଭିଯୋଗ ତୁମ୍ଭକୁ ଜଣାଇଅଛି। ତୁମ୍ଭେ ସମାନଙ୍କେ ପ୍ରତି ତୁମ୍ଭ ଦତ୍ତ ପ୍ରତିଫଳ ମାେତେ ଦଖାେଅ।

ଗଣନା ପୁସ୍ତକ 27:16
ସଦାପ୍ରଭୁ ପ୍ରେତ୍ୟକକ ପ୍ରାଣୀସମାଜର ଚିନ୍ତାଧାରା ଜାଣନ୍ତି। ହେ ସଦାପ୍ରଭୁ, ମୁଁ ବିନଯ କରୁଛି ଏହି ମଣ୍ତଳୀ ପ୍ରତି ଏକ ପ୍ରତିନିଧି ନିୟୁକ୍ତ କରନ୍ତୁ।