ରେରିତମାନଙ୍କ କାର୍ଯ୍ୟର ବିବରଣ 19:24 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 19 ରେରିତମାନଙ୍କ କାର୍ଯ୍ୟର ବିବରଣ 19:24

Acts 19:24
ସଠାେରେ ଦୀମୀତ୍ରିୟ ନାମକ ଜଣେ ରୂପା ବଣିଆ ଥିଲା। ସେ ଦବେୀ ଆର୍ତ୍ତମେୀର ରୂପା ମନ୍ଦିର ନିର୍ମାଣ କରୁଥିଲା। ସେ ରୂପା କାରୀଗରମାନଙ୍କୁ ବହୁତ କାର୍ୟ୍ଯ ଯୋଗଇ ଦେଉଥିଲା।

Acts 19:23Acts 19Acts 19:25

Acts 19:24 in Other Translations

King James Version (KJV)
For a certain man named Demetrius, a silversmith, which made silver shrines for Diana, brought no small gain unto the craftsmen;

American Standard Version (ASV)
For a certain man named Demetrius, a silversmith, who made silver shrines of Diana, brought no little business unto the craftsmen;

Bible in Basic English (BBE)
For there was a certain man named Demetrius, a silver-worker, who made silver boxes for the images of Diana, and gave no small profit to the workmen;

Darby English Bible (DBY)
For a certain [man] by name Demetrius, a silver-beater, making silver temples of Artemis, brought no small gain to the artisans;

World English Bible (WEB)
For a certain man named Demetrius, a silversmith, who made silver shrines of Artemis, brought no little business to the craftsmen,

Young's Literal Translation (YLT)
for a certain one, Demetrius by name, a worker in silver, making silver sanctuaries of Artemis, was bringing to the artificers gain not a little,

man
Δημήτριοςdēmētriosthay-MAY-tree-ose
Demetrius,
For
γάρgargahr
certain
a
τιςtistees
named
ὀνόματιonomatioh-NOH-ma-tee
a
silversmith,
ἀργυροκόποςargyrokoposar-gyoo-roh-KOH-pose
which
made
ποιῶνpoiōnpoo-ONE
shrines
ναοὺςnaousna-OOS
silver
ἀργυροῦςargyrousar-gyoo-ROOS
for
Diana,
Ἀρτέμιδοςartemidosar-TAY-mee-those
brought
παρείχετοpareichetopa-REE-hay-toh
the
τοῖςtoistoos
unto
τεχνίταιςtechnitaistay-HNEE-tase
craftsmen;
ἐργασίανergasianare-ga-SEE-an
gain
no
οὐκoukook
small
ὀλίγηνoligēnoh-LEE-gane

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 16:16
ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ୟିବା ସମୟରେ ଗୋଟିଏ ଚ଼ାକରାଣୀକୁ ଦେଖିଲୁ। ତା' ଦହେ ରେ ଏପରି ଆତ୍ମାଟିଏ ଥିଲା, ଯାହା ଦ୍ବାରା ସେ ଭବିଷ୍ଯତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ଯତର କଥା ସବୁ କହି ତା' ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା।

ଯିଶାଇୟ 56:11
ସମାନେେ ପଟେୁ କୁକୁର ସଦୃଶ ତବେେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ଯ ସମାନେେ ବିଚାରଶୂନ୍ଯ ମଷେପାଳକ। ସମାନେେ ଚାରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟା ରେ ଆପଣା ଆପଣା ବାଟ ଆଡ଼େ ଫରେିଅଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:19
ସହେି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସମାନେେ ଜାଣିପାରିଲେ ଯେ, ସମାନେେ ଆଉ ଏ ବାଳିକା ଦ୍ବାରା ଧନ ଉପାର୍ଜନ କରିପାରିବେ ନାହିଁ। ତେଣୁ ସମାନେେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସମାନଙ୍କେୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗ ରେ ସମାନଙ୍କେୁ ଠିଆ କରାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:27
ଏହା ଦ୍ବାରା କବଳେ ଆମ୍ଭ କାର୍ୟ୍ଯର କ୍ଷତି ଘଟିବ ନାହିଁ ମାତ୍ର ମହାଦବେୀ ଆର୍ତ୍ତମେୀର ମନ୍ଦିରର ମଧ୍ଯ କୌଣସି ଗୁରୁତ୍ବ ରହିବ ନାହିଁ। ସମଗ୍ର ଏସିଆ ଓ ପୃଥିବୀର ଲୋକମାନେ ଯେଉଁ ଦବେୀକୁ ପୂଜା କରନ୍ତି, ତାହାର ମହିମା ମଧ୍ଯ ନଷ୍ଟ ହାଇଯେିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:34
କିନ୍ତୁ ଯେତବେେଳେ ଲୋକମାନେ ଆଲେକ୍ଜାଣ୍ଡରଙ୍କୁ ଜଣେ ଯିହୂଦୀୟ ବୋଲି ଜାଣି ପାରିଲେ, ସେତବେେଳେ ସମାନେେ ଦୁଇ ଘଣ୍ଟା ପର୍ୟ୍ଯନ୍ତ ଚ଼ିତ୍କାର କଲେ ଓ କହିଲେ, ଏଫିସୀୟମାନଙ୍କର ମହାଦବେୀ ଆର୍ତ୍ତମେୀ ମହାନ୍ ଅଟନ୍ତି...!

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:9
ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।