Acts 20:1
ତ୍ତଜେନା ଶାନ୍ତ ହବୋ ପରେ ପାଉଲ ଯୀଶୁଙ୍କର ଶିଷ୍ଯମାନଙ୍କୁ ଡ଼ାକାଇ ପାଠାଇଲେ ଓ ସମାନଙ୍କେୁ ଉତ୍ସାହିତ କଲେ। ତା'ପରେ ସମାନଙ୍କେଠାରୁ ବିଦାୟ ନଇେ ସେ ମାକିଦନିଆକୁ ଯାତ୍ରା କଲେ।
Acts 20:1 in Other Translations
King James Version (KJV)
And after the uproar was ceased, Paul called unto him the disciples, and embraced them, and departed for to go into Macedonia.
American Standard Version (ASV)
And after the uproar ceased, Paul having sent for the disciples and exhorted them, took leave of them, and departed to go into Macedonia.
Bible in Basic English (BBE)
And after the noise had come to an end, Paul, having sent for the disciples and given them comfort, went away from them to Macedonia.
Darby English Bible (DBY)
But after the tumult had ceased, Paul having called the disciples to [him] and embraced [them], went away to go to Macedonia.
World English Bible (WEB)
After the uproar had ceased, Paul sent for the disciples, took leave of them, and departed to go into Macedonia.
Young's Literal Translation (YLT)
And after the ceasing of the tumult, Paul having called near the disciples, and having embraced `them', went forth to go on to Macedonia;
| And | Μετὰ | meta | may-TA |
| after | δὲ | de | thay |
| the | τὸ | to | toh |
| uproar | παύσασθαι | pausasthai | PAF-sa-sthay |
| τὸν | ton | tone | |
| ceased, was | θόρυβον | thorybon | THOH-ryoo-vone |
| προσκαλεσάμενος | proskalesamenos | prose-ka-lay-SA-may-nose | |
| Paul | ὁ | ho | oh |
| called unto | Παῦλος | paulos | PA-lose |
| the him | τοὺς | tous | toos |
| disciples, | μαθητὰς | mathētas | ma-thay-TAHS |
| and | καὶ | kai | kay |
| embraced | ἀσπασάμενος | aspasamenos | ah-spa-SA-may-nose |
| departed and them, | ἐξῆλθεν | exēlthen | ayks-ALE-thane |
| for to go | πορευθῆναι | poreuthēnai | poh-rayf-THAY-nay |
| into | εἰς | eis | ees |
| τὴν | tēn | tane | |
| Macedonia. | Μακεδονίαν | makedonian | ma-kay-thoh-NEE-an |
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 19:21
ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାଯା ବାଟ ଦଇେ ୟିରୁଶାଲମ ୟିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, ୟିରୁଶାଲମ ଗଲାପରେ ମୁଁ ରୋମକୁ ୟିବା କଥା।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:3
ମୁଁ ଚା ହେଁ ଯେ ତୁମ୍ଭେ ଏଫିସଠା ରେ ରୁହ। ମାକିଦନିଆ ୟିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁ ରୋଧ କରି କହିଥିଲି। ଏଫିସଠା ରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠା ରେ ରହି ତୁମ୍ଭେ ସମାନଙ୍କେୁ ଭ୍ରାନ୍ତ ଶିକ୍ଷା ନ ଦବୋ ପାଇଁ ଆଦେଶ ଦଇେ ପାରିବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:26
ଏକତ୍ରୀତ ହେଲା ବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦଇେ ନମସ୍କାର କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:5
ଯେତବେେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତବେେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଚାରି ପଟେ ଅସୁବିଧାମାନ ଘରେି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧିଅରେ ଆମ୍ଭେ ଥିଲୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:20
ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତବେେଳେ ତୁମ୍ଭମାନେେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦଇେ ଅଭିବାଦନ ଜଣାଅ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:5
ମାରେ ମାକିଦନିଆ ବାଟ ଦଇେ ୟିବା କାର୍ୟ୍ଯକ୍ରମ ଅଛି। ମାକିଦନିଆ ବାଟ ଦଇେ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:16
ତୁମ୍ଭମାନେେ ସମସ୍ତେ ପବିତ୍ର ଚୁମ୍ବନ ଦଇେ ଏକା ରକେକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ବାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନଜଣାଉଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:5
ସମୟ ପୁରିଗଲା ପରେ ଆମ୍ଭେ ସଠାରୁେ ବିଦାୟ ନଲେୁ। ସେତବେେଳେ ସମାନେେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ୟ୍ଯନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳ ରେ ଆଣ୍ଠୁମାଡି ପାର୍ଥନା କଲୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:37
ସମାନେେ ସମସ୍ତେ ବହୁତ କାନ୍ଦିଲେ ଓ ପାଉଲଙ୍କୁ କୁଣ୍ଢଇେ ଧରି ଚ଼ମ୍ବନ ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:10
ପାଉଲ ତଳକୁ ଆସି ଆଣ୍ଠଇେ ପଡ଼ିଲେ, ଓ ତାହାକୁ ନିଜ ହାତ ରେ ଟକେି ନେଲେ ଓ କହିଲେ, ତୁମ୍ଭମାନେେ ବ୍ଯସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:23
ସେସମୟରେ 'ପରମେଶ୍ବରଙ୍କ ପଥ' ବିଷୟ ରେ ଗୋଟିଏ ବଡ଼ ଧରଣର ଆନ୍ ଦୋଳନ ହେଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:9
ରାତି ରେ ପାଉଲ ଏକ ଦର୍ଶନ ପାଇଲେ। ସେଥି ରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗ ରେ ଠିଆ ହାଇେ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାୟ୍ଯ କର।
ରେରିତମାନଙ୍କ କାର୍ଯ୍ୟର ବିବରଣ 11:26
ଯେତବେେଳେ ସେ ତାହାଙ୍କୁ ପାଇଲେ, ସେ ତାହାଙ୍କୁ ଆନ୍ତିୟଖିଆକୁ ନଇେ ଆସିଲେ। ଶାଉଲ ଓ ବର୍ଣ୍ଣବ୍ବା ସଠାେରେ ବର୍ଷେ ପର୍ୟ୍ଯନ୍ତ ରହିଲେ ଓ ଯେତେଥର ବିଶ୍ବାସୀମାନଙ୍କ ଦଳ ସମାନଙ୍କେ ନିକଟକୁ ଆସିଲେ, ସମାନେେ ସମାନଙ୍କେୁ ସାକ୍ଷାତ କଲେ ଓ ବହୁତ ଲୋକଙ୍କୁ ଉପଦେଶ ଦେଲେ। ଆନ୍ତିୟଖିଆ ରେ ଯୀଶୁଙ୍କ ଅନୁଗମନକାରୀମାନେ ପ୍ରଥମ ରେ ଖ୍ରୀଷ୍ଟିଆନ ନାମ ରେ ନାମିତ ହେଲେ।
ପ୍ରଥମ ଶାମୁୟେଲ 20:41
ଯେତବେେଳେ ବାଳକଟି ପଳାଇଗଲା, ଦାଉଦ ଲକ୍ସ୍ଟଚିଥିବା ସ୍ଥାନରକ୍ସ୍ଟ ପର୍ବତର ଅପରପାଶର୍ବକକ୍ସ୍ଟ ପଳାଇଲା। ଦାଉଦ ମକ୍ସ୍ଟଣ୍ତ ନକ୍ସ୍ଟଆଇଁ ଯୋନାଥନକକ୍ସ୍ଟ ତିନିଥର ପ୍ରମାଣ କଲା। ଦାଉଦ ଓ ଯୋନାଥନ ପରସ୍ପରକକ୍ସ୍ଟ ଚକ୍ସ୍ଟମ୍ବନ କଲେ। ସମାନେେ ଉଭୟ ମଧ୍ଯ କାନ୍ଦିଲେ। କିନ୍ତୁ ଦାଉଦ ଯୋନାଥନଙ୍କଠାରକ୍ସ୍ଟ ଅଧିକ କାନ୍ଦିଲେ।
ଆଦି ପୁସ୍ତକ 48:10
ଇଶ୍ରାୟେଲ ବହୁତ ବୃଦ୍ଧ ହାଇେଥିବାରୁ ତାଙ୍କୁ ଭଲ ଦଖାେ ଯାଉ ନଥିଲା। ତେଣୁ ଯୋଷଫେ ତାଙ୍କର ପୁତ୍ରମାନଙ୍କୁ ଇଶ୍ରାୟେଲଙ୍କ ନିକଟକୁ ନେଲେ। ଇଶ୍ରାୟେଲ ସମାନଙ୍କେୁ ଚୁମ୍ବନ ଦେଲେ ଓ କୋଳାଇ ନେଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:12
ପବିତ୍ର ଚୁମ୍ବନ ଦ୍ବାରା ପରସ୍ପରକୁ ସ୍ବାଗତ ଜଣାଅ।