ରେରିତମାନଙ୍କ କାର୍ଯ୍ୟର ବିବରଣ 23:24 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 23 ରେରିତମାନଙ୍କ କାର୍ଯ୍ୟର ବିବରଣ 23:24

Acts 23:24
ନିରାପଦ ରେ ୟିବା ପାଇଁ କେତକେ ଘାଡ଼ୋକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ଯପାଳ ଫଲେୀକ୍ସଙ୍କ ପାଖ ରେ ଉପସ୍ଥିତ କରାଅ।

Acts 23:23Acts 23Acts 23:25

Acts 23:24 in Other Translations

King James Version (KJV)
And provide them beasts, that they may set Paul on, and bring him safe unto Felix the governor.

American Standard Version (ASV)
and `he bade them' provide beasts, that they might set Paul thereon, and bring him safe unto Felix the governor.

Bible in Basic English (BBE)
And get beasts so that they may put Paul on them, and take him safely to Felix, the ruler.

Darby English Bible (DBY)
And [he ordered them] to provide beasts, that they might set Paul on them and carry [him] safe through to Felix the governor,

World English Bible (WEB)
He asked them to provide animals, that they might set Paul on one, and bring him safely to Felix the governor.

Young's Literal Translation (YLT)
beasts also provide, that, having set Paul on, they may bring him safe unto Felix the governor;'

And
κτήνηktēnēk-TAY-nay
provide
τεtetay
them
beasts,
παραστῆσαιparastēsaipa-ra-STAY-say
that
ἵναhinaEE-na
set
may
they
on,
ἐπιβιβάσαντεςepibibasantesay-pee-vee-VA-sahn-tase

τὸνtontone
Paul
ΠαῦλονpaulonPA-lone
and
bring
safe
διασώσωσινdiasōsōsinthee-ah-SOH-soh-seen
him
unto
πρὸςprosprose
Felix
ΦήλικαphēlikaFAY-lee-ka
the
τὸνtontone
governor.
ἡγεμόναhēgemonaay-gay-MOH-na

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 25:14
ସମାନେେ ସହେି ସ୍ଥାନ ରେ ବହୁତ ଦିନ ରହିଲେ। ଫେଷ୍ଟ ରାଜାଙ୍କ ଆଗ ରେ ପାଉଲଙ୍କ ଅଭିଯୋଗ ବିଷୟ ରେ କହିଲେ। ସେ ତାହାଙ୍କୁ କହିଲେ, ଏଠା ରେ ଜଣେ ଲୋକ ଅଛି। ଫଲେୀକ୍ସ୍ ତାକୁ ବନ୍ଦୀ ରୂପେ ରଖି ଯାଇଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:10
ରାଜ୍ଯପାଳ ଯେତବେେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତବେେଳେ ପାଉଲ ଉତ୍ତର ଦଇେ କହିଲେ, ମୁଁ ଜାଣେ ଯେ ଆପଣ ଅନକେ ବର୍ଷ ଧରି ଏ ଜାତିର ବିଚ଼ାରକର୍ତ୍ତା ଭାବରେ କାର୍ୟ୍ଯ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖ ରେ ମୁଁ ଆନନ୍ଦ ରେ ମାରେ ପକ୍ଷସମର୍ଥନ କରୁଅଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:26
ମହାମହିମ ରାଜ୍ଯପାଳ ଫଲେୀକ୍ସଙ୍କୁ କ୍ଲାଉଦିଅ ଲୂସିଯାଙ୍କର ନମସ୍କାର।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:33
ସମାନେେ କାଇସରୀଆ ରେ ପହଞ୍ଚି ରାଜ୍ଯପାଳକୁ ପତ୍ରଟି ଦେଲେ। ତା'ପରେ ସମାନେେ ପାଉଲଙ୍କୁ ତାହାଙ୍କ ହାତ ରେ ସମର୍ପଣ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:22
ଫଲେୀକ୍ସ୍ ଖ୍ରୀଷ୍ଟଙ୍କର ମାର୍ଗ ବିଷୟ ରେ ଭଲ ଭାବରେ ଜାଣିଥିବାରୁ ଶୁଣାଣି ସ୍ଥଗିତ ରଖିଲେ। ସେ କହିଲେ, ସନୋଧ୍ଯକ୍ଷ ଲୂସିଯା ଆସିବା ପରେ ମୁଁ ତୁମ୍ଭମାନଙ୍କ ବିଚ଼ାର କରିବି।

ଲୂକଲିଖିତ ସୁସମାଚାର 10:34
ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତ ରେ ତଲେ ଓ ଅଙ୍ଗୁର ରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖ ରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନଇଗେଲେ। ଚଟିଘ ରେ ସେ ଆହତ ଲୋକଟିର ଯତ୍ନ ନେଲେ।

ଲୂକଲିଖିତ ସୁସମାଚାର 3:1
ତିବିରିଅ କାଇସରଙ୍କ ରାଜ୍ବତର ପନ୍ଦରତମ ବର୍ଷ ସମୟର କଥା।

ମାଥିଉଲିଖିତ ସୁସମାଚାର 27:2
ସମାନେେ ଯୀଶୁଙ୍କୁ ବନ୍ଧି ପକାଇଲେ। ତାପରେ ତାହାଙ୍କୁ ରାଜ୍ଯପାଳ ପୀଲାତଙ୍କ ପାଖକୁ ନଇଗେଲେ, ଓ ତାହାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦେଲେ।

ଏଷ୍ଟର ବିବରଣ 8:12
ସଦେିନ ଥିଲା ଅକ୍ଷଶ୍ବରେଶ ରାଜାଙ୍କର ତ୍ରଯୋଦଶ ଦିନ ଦ୍ବାଦଶ ମାସର ଅଦାର ମାସ ରେ। ୟିହୁଦୀଯମାନଙ୍କୁ ସବୁ ପ୍ରଦେଶ ରେ ପ୍ରଗ୍ଭର କରିବା ପାଇଁ, ରାଜା ଅନୁମତି ଦଇେଥିଲେ।

ନିହିମିୟା 2:12
ଏହାପରେ ରାତ୍ର ସମୟରେ କିଛି ଲୋକଙ୍କ ସହିତ ବୁଲିବାକୁ ଗଲି। ପରମେଶ୍ବର ୟିରୁଶାଲମ ପାଇଁ ଯାହା କରିବାକୁ ମାେତେ ପ୍ ରରଣୋ ଦଇେଥିଲେ କରିବାକୁ, ତାହା ମୁଁ କାହାରିଠା ରେ ପ୍ରକାଶ କଲି ନାହିଁ। ମୁଁ ଯେଉଁ ଘୋଡା ରେ ଚଢିଥିଲି ସହେି ଘୋଡାକୁ ଛାଡି ଦେଲେ ମାେ ନିକଟରେ ଆଉ ଘୋଡା ନ ଥିଲା।