ରେରିତମାନଙ୍କ କାର୍ଯ୍ୟର ବିବରଣ 5:20 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 5 ରେରିତମାନଙ୍କ କାର୍ଯ୍ୟର ବିବରଣ 5:20

Acts 5:20
ତୁମ୍ଭମାନେେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟ ରେ କୁହ।

Acts 5:19Acts 5Acts 5:21

Acts 5:20 in Other Translations

King James Version (KJV)
Go, stand and speak in the temple to the people all the words of this life.

American Standard Version (ASV)
Go ye, and stand and speak in the temple to the people all the words of this Life.

Bible in Basic English (BBE)
Go, take your place in the Temple and give the people all the teaching about this Life.

Darby English Bible (DBY)
Go ye and stand and speak in the temple to the people all the words of this life.

World English Bible (WEB)
"Go stand and speak in the temple to the people all the words of this life."

Young's Literal Translation (YLT)
`Go on, and standing, speak in the temple to the people all the sayings of this life;'

Go,
Πορεύεσθεporeuesthepoh-RAVE-ay-sthay
stand
καὶkaikay
and
σταθέντεςstathentessta-THANE-tase
speak
λαλεῖτεlaleitela-LEE-tay
in
ἐνenane
the
τῷtoh
temple
ἱερῷhierōee-ay-ROH
the
to
τῷtoh
people
λαῷlaōla-OH
all
πάνταpantaPAHN-ta
the
τὰtata
words
ῥήματαrhēmataRAY-ma-ta
of
this
τῆςtēstase

ζωῆςzōēszoh-ASE
life.
ταύτηςtautēsTAF-tase

Cross Reference

ଯୋହନଲିଖିତ ସୁସମାଚାର 6:68
ଶିମାନେ ପିତର ଉତ୍ତର ଦେଲେ, ପ୍ରଭୁ, ଆମ୍ଭେ କାହା ପାଖକୁ ୟିବୁ? ତୁମ୍ଭ ପାଖ ରେ ଅନନ୍ତ ଜୀବନ ଅଛି।

ଯୋହନଲିଖିତ ସୁସମାଚାର 6:63
ଶରୀର ମନଷ୍ଯକୁ ଜୀବନଦାନ କରନୋହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।

ଯୋହନଙ୍କ ପ୍ରଥମ ପତ୍ର 5:11
ପରମେଶ୍ବର ଏହା କହନ୍ତି : ପରମେଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦଇେଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠା ରେ ଅଛି।

ଯୋହନଙ୍କ ପ୍ରଥମ ପତ୍ର 1:1
ଆମ୍ଭମାନେେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟ ରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:14
ସେ ତୁମ୍ଭକୁ ଓ ତୁମ୍ଭ ଘ ରେ ରହୁଥିବା ଲୋକମାନଙ୍କୁ ବାକ୍ଯ କହିବେ, ଯାହା ଦ୍ବାରା ତୁମ୍ଭେ ସମସ୍ତେ ରକ୍ଷା ପାଇବ।'

ଯୋହନଲିଖିତ ସୁସମାଚାର 18:20
ଯୀଶୁ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ସବୁବେଳେ ଖାଲିେଖାଲିେ ଭାବେ ଶିକ୍ଷା ଦଇେଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିର ରେ ଶିକ୍ଷା ଦଇେ ଆସିଛି। ସଠାେରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।

ଯୋହନଲିଖିତ ସୁସମାଚାର 17:8
ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।

ଯୋହନଲିଖିତ ସୁସମାଚାର 17:3
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।

ଯୋହନଲିଖିତ ସୁସମାଚାର 12:50
ମୁଁ, ଜାଣେ, ମାେ ପରମପିତା ଯାହା ଆଦେଶ ଦିଅନ୍ତି, ସହେିଠାରୁ ଅନନ୍ତ ଜୀବନ ଆ ସେ। ତେଣୁ ମୁଁ ଯାହା କରିଛି, ତାହା କହିବା ପାଇଁ ମାେତେ ପରମପିତା କହିଛନ୍ତି।

ମାଥିଉଲିଖିତ ସୁସମାଚାର 21:23
ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?

ଯିରିମିୟ 36:10
ସେତବେେଳେ ବାରୂକ ସହେି ନଳାକାର ପୁସ୍ତକ ଲିଖିତ ଯିରିମିୟଙ୍କ ସମସ୍ତ ବାକ୍ଯ ପାଠ କଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ଉପର ପ୍ରାଙ୍ଗଣ ରେ, ସଦାପ୍ରଭୁଙ୍କ ମନ୍ଦିରର ନୂତନ ଫାଟକ ନିକଟରେ ଓ ଶାଫନ ଲେଖକର ପୁତ୍ର ଶମରିଯର କଠାେରୀ ରେ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚର ରେ ତାହା ପାଠ କଲେ।

ଯିରିମିୟ 26:2
ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସମାନଙ୍କେୁ ଆମ୍ଭର ଆଜ୍ଞାନୁସା ରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।

ଯିରିମିୟ 22:1
ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ଯିହୁଦା ରାଜପ୍ରାସାଦକୁ ୟାଇ ଯିହୁଦାର ରାଜାଙ୍କୁ ଏହି ବାକ୍ଯ କୁହ।

ଯିରିମିୟ 20:2
ତେଣୁ ପଶ୍ହୂର ଭବିଷ୍ଯଦବକ୍ତା ଯିରିମିୟଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ଯାମୀନର ଉପର ଫାଟକରେ ଥିବା ହରିକାଠ ରେ ତାକୁ ବନ୍ଦ କରି ରଖିଲା।

ଯିରିମିୟ 19:14
ତା'ପ ରେ ଯିରିମିୟ ତୋଫତର ସହେି ସ୍ଥାନରୁ ଆସିଲେ। ଯେଉଁଠାକୁ ସଦାପ୍ରଭୁ ତାଙ୍କୁ ଭବିଷ୍ଯତ ବାଣୀ ପ୍ରଚାର କରିବା ପାଇଁ ପଠାଇଥିଲେ ଏବଂ ସଦାପ୍ରଭୁଙ୍କ ମନ୍ଦିର ଅଗଣା ରେ ଛିଡ଼ା ହାଇେଥିବା ସମସ୍ତଙ୍କୁ ଏହା କହିଥିଲେ।

ଯିରିମିୟ 7:2
ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ବାରଦେଶ ରେ ଠିଆ ହାଇେ ସଠାେ ରେ ଏହିକଥା ପ୍ରଚାର କରି କୁହ।

ଯିଶାଇୟ 58:1
ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।

ଯାତ୍ରା ପୁସ୍ତକ 24:3
ମାଶାେ ସଦାପ୍ରଭୁଙ୍କ ନିଯମ ଏବଂ ଆଜ୍ଞା ସମାନଙ୍କେୁ ଜଣାଇଲେ। ଏହାପରେ ସମସ୍ତ ଲୋକ ଏକ ସ୍ବର ରେ କହିଲେ, ସଦାପ୍ରଭୁଙ୍କର ସମସ୍ତ ନିଯମଗୁଡିକ ଆମ୍ଭମାନେେ ପାଳନ କରିବୁ।