Amos 2:1
ସଦାପ୍ରଭୁ ଏହାହିଁ କହନ୍ତି: ବହୁ ଅପରାଧ କରିଥିବା ମାୟୋବର ଲୋକମାନଙ୍କୁ ଆମ୍ଭେ ନିଶ୍ଚଯ ଦଣ୍ତ ଦବୋ। କାରଣ ମାୟୋବ ଇଦୋମର ରାଜାଙ୍କର ଅସ୍ଥିକୁ ପୋଡି଼ ଚୂର୍ଣ୍ଣ ରେ ପରିଣତ କରିଥିଲେ।
Amos 2:1 in Other Translations
King James Version (KJV)
Thus saith the LORD; For three transgressions of Moab, and for four, I will not turn away the punishment thereof; because he burned the bones of the king of Edom into lime:
American Standard Version (ASV)
Thus saith Jehovah: For three transgressions of Moab, yea, for four, I will not turn away the punishment thereof; because he burned the bones of the king of Edom into lime:
Bible in Basic English (BBE)
These are the words of the Lord: For three crimes of Moab, and for four, I will not let its fate be changed; because he had the bones of the king of Edom burned to dust.
Darby English Bible (DBY)
Thus saith Jehovah: For three transgressions of Moab, and for four, I will not revoke its sentence; because he burned the bones of the king of Edom into lime.
World English Bible (WEB)
Thus says Yahweh: "For three transgressions of Moab, yes, for four, I will not turn away its punishment; Because he burned the bones of the king of Edom into lime;
Young's Literal Translation (YLT)
Thus said Jehovah: For three transgressions of Moab, And for four, I do not reverse it, Because of his burning the bones of the king of Edom to lime,
| Thus | כֹּ֚ה | kō | koh |
| saith | אָמַ֣ר | ʾāmar | ah-MAHR |
| the Lord; | יְהוָ֔ה | yĕhwâ | yeh-VA |
| For | עַל | ʿal | al |
| three | שְׁלֹשָׁה֙ | šĕlōšāh | sheh-loh-SHA |
| transgressions | פִּשְׁעֵ֣י | pišʿê | peesh-A |
| Moab, of | מוֹאָ֔ב | môʾāb | moh-AV |
| and for | וְעַל | wĕʿal | veh-AL |
| four, | אַרְבָּעָ֖ה | ʾarbāʿâ | ar-ba-AH |
| I will not | לֹ֣א | lōʾ | loh |
| away turn | אֲשִׁיבֶ֑נּוּ | ʾăšîbennû | uh-shee-VEH-noo |
| the punishment thereof; because | עַל | ʿal | al |
| he burned | שָׂרְפ֛וֹ | śorpô | sore-FOH |
| bones the | עַצְמ֥וֹת | ʿaṣmôt | ats-MOTE |
| of the king | מֶֽלֶךְ | melek | MEH-lek |
| of Edom | אֱד֖וֹם | ʾĕdôm | ay-DOME |
| into lime: | לַשִּֽׂיד׃ | laśśîd | la-SEED |
Cross Reference
ସିଫନିୟ 2:8
ସଦାପ୍ରଭୁ କୁହନ୍ତି, ଆମ୍ଭେ ଶୁଣିଛୁ ମାଯାେବ ଓ ଅମ୍ମାନରେ ଲୋକମାନେ କ'ଣ କହିଲେ। ସହେି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସମାନେେ ନିଜର ରାଜ୍ଯକୁ ବଢାଇବା ପାଇଁ ସମାନଙ୍କେର ଜମି ସବୁ ଅକ୍ତିଆର କଲେ।
ଯିହିଜିକଲ 25:8
ସଦାପ୍ରଭୁ, ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମାୟୋବ ଓ ସଯେୀର କହୁଅଛନ୍ତି, ' ଦେଖ ଯିହୁଦା ପରିବାର ଅନ୍ୟ ସକଳ ଜାତିମାନଙ୍କ ତୁଳ୍ଯ।'
ଯିରିମିୟ 48:1
ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ମାୟୋବ ବିଷଯ ରେ ଏହା କହନ୍ତି, ନବୋ ଧ୍ବଂସ ହବେ, କିରିଯାଥଯିମ ଲଜ୍ଜିତ ହବେ। ତାହା କବଳିତ ହବେ ଏବଂ ପର୍ବତଗଡ଼ ଲଜ୍ଜିତ ଓ ଭଗ୍ନ ହବେ।
ଯିଶାଇୟ 15:1
ମାଯାେବ ବିଷଯ ରେ ଏକ ଦୁଃଖର ବାର୍ତ୍ତା। ଅନ୍ୟ ଏକ ରାତ୍ରି ରେ ମାୟୋବର ଆର ନଗରରୁ ସୈନ୍ଯମାନେ ସମସ୍ତ ଧନ ନଇଗେଲେ ଏବଂ ତାକୁ ମଧ୍ଯ ଧ୍ବଂସ କଲେ। ଆଉ ମଧ୍ଯ ଦିନେ ରାତ୍ରି ରେ ସୈନ୍ଯମାନେ ମାୟୋବର ବୀର ନଗରରୁ ସମସ୍ତ ଧନ ନଇଗେଲେ ଓ ସେ ନଗରକୁ ମଧ୍ଯ ଧ୍ବଂସ କଲେ।
ଦିତୀୟ ରାଜାବଳୀ 3:26
ପୁଣି ମାଯାେବର ରାଜା ଦେଖିଲେ ଯେ ୟୁଦ୍ଧ ତାଙ୍କ ପାଇଁ ଅତି ଅସହ୍ଯ ହେଲା। ତେଣୁ ସେ ନିଷ୍ପତ୍ତି କଲେ, ଇଦୋମର ରାଜାଙ୍କୁ ହତ୍ଯାକରି ସମାନଙ୍କେ ଦ୍ବାରା ଭଙ୍ଗାୟିବା, ସେ ତାଙ୍କର 700 ଖଡ୍ଗଧାରୀ ସୈନ୍ଯ ସହିତ ଏହା କରିବାକୁ ଚେଷ୍ଟା କଲେ। କିନ୍ତୁ ସେ ତାହା ଭାଙ୍ଗିପାରିଲେ ନାହିଁ।
ଯିଶାଇୟ 25:10
ଏହି ପର୍ବତ ଉପ ରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହବେ। ମାତ୍ର ଖାତକୁଣ୍ଡ ରେ କୁଟା ଦଳିତ ହେଲାପରି ମାୟୋବ ନିଜ ସ୍ଥାନ ରେ ଦଳିତ ହବେ।
ଆମୋଷ 1:3
ସଦାପ୍ରଭୁ ଏହି କଥା କହନ୍ତି: ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ୟ୍ଯ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଦଣ୍ତ ଦବୋ। କାରଣ ସମାନେେ ଶସ୍ଯ ଦଳନ ଲୌହ ୟନ୍ତ୍ର ରେ ଗିଲିଯଦର ଲୋକମାନଙ୍କୁ ଦଳନ କରିଥିଲେ।
ଆମୋଷ 2:4
ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦବୋ। କାରଣ ସମାନେେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସମାନେେ ତାଙ୍କର ଆଦେଶ ରଖିଲେ ନାହିଁ। ସମାନଙ୍କେର ପୂର୍ବପୁରୁଷଗଣ ଯେଉଁ ମିଥ୍ଯାକୁ ବିଶ୍ବାସ କରୁଥିଲେ, ସମାନେେ ମଧ୍ଯ ତାହା ବିଶ୍ବାସ କଲେ।
ମୀଖା 6:5
ହେ ଆମ୍ଭର ଲୋକମାନେ, ମାୟୋବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର। ଆଉ ବିଯୋରର ପୁତ୍ର ବିଲିଯମ୍ ତାଙ୍କୁ କି ଉତ୍ତର ଦଇେଥିଲେ, ତାକୁ ସ୍ମରଣ କର। ଶିଟୀମ୍ଠାରୁ ଗିଲ୍ଗଲ୍ ପର୍ୟ୍ଯନ୍ତ ଯାହାସବୁ ଘଟିୟାଇଛି, ତାକୁ ମଧ୍ଯ ମନେ ପକାଅ। ତାହା ହେଲେ ସଦାପ୍ରଭୁଙ୍କର ନ୍ଯାଯ କର୍ମ ବିଷଯ ରେ ତୁମ୍ଭମାନେେ ଜାଣି ପାରିବ।
ଆମୋଷ 2:6
ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଇଶ୍ରାୟେଲ ଲୋକଙ୍କୁ ଦଣ୍ତ ଦବୋ। କାରଣ ସମାନେେ ରେ ୗପ୍ୟ ବଦଳ ରେ ଉତ୍ତମ ଓ ନିରୀହ ଲୋକଙ୍କୁ ବୀକ୍ରି କରିଥିଲେ। ସମାନେେ ଏକହଳ ୟୋତା ପାଇଁ ଦରିଦ୍ର ଲୋକଙ୍କୁ ବୀକ୍ରି କରିଥିଲେ।
ଆମୋଷ 1:13
ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଅମ୍ମାନରେ ଲୋକମାନଙ୍କୁ ଦଣ୍ତ ଦବୋ, ଯେଉଁମାନେ ଅନକେ ଅପରାଧ କରିଛନ୍ତି, କାହିଁକି? କାରଣ ସମାନେେ ଗିଲିଯଦ ରେ ଗର୍ଭବତୀ ନାରୀମାନଙ୍କୁ ହତ୍ଯା କରିଅଛନ୍ତି। ଅମ୍ମାନରେ ଲୋକମାନେ ଏହିପରି କାର୍ୟ୍ଯ କଲେ, ଯଟରେୁ ସମାନଙ୍କେର ସୀମା ଅଧିକ ଜାଗା ବଢାଇବାକୁ।
ଦିତୀୟ ବିବରଣ 23:4
କାରଣ ତୁମ୍ଭମାନେେ ମିଶରରକ୍ସ୍ଟ ବାହାର ହାଇେ ଆସିବା ବେଳେ ସହେି ସମୟରେ ସମାନେେ ଅନ୍ନଜଳ ସହିତ ତୁମ୍ଭମାନଙ୍କୁ ପଥରେ ଭଟେିଲେ ନାହିଁ। ପକ୍ସ୍ଟଣି ସମାନେେ ତୁମ୍ଭମାନଙ୍କୁ ଶାପଦବୋ ନିମନ୍ତେ ମସେୋପଟାମିଆର ପଥୋର ସହର ନିବାସୀ ବିଲିଯମକକ୍ସ୍ଟ ପାରଶ୍ରମିକ ଦେଲେ।
ଦିତୀୟ ରାଜାବଳୀ 3:9
ତହୁଁ ଇଶ୍ରାୟେଲର ରାଜା ଯିହୁଦାର ରାଜା ଓ ଇଦୋମର ରାଜା ଏକତ୍ର ସାତଦିନ ଧରି ୟାତ୍ରା କଲେ। ସମାନଙ୍କେର ସୈନ୍ଯମାନଙ୍କ ପାଇଁ ଓ ପଶୁମାନଙ୍କ ପାଇଁ କୌଣସି ଜଳ ନଥିଲା।
ଗୀତସଂହିତା 83:4
ସହେି ଶତ୍ରୁମାନେ କହନ୍ତି, ଆସ ଆମ୍ଭମାନେେ ସମାନଙ୍କେୁ ପୁରାପୁରି ଧ୍ବଂସ କରିଦବୋ, ତବେେ ସମାନେେ ଗୋଟିଏ ଜାତି ହାଇେ ରହିବେ ନାହିଁ। ତାହା ହେଲେ ଇଶ୍ରାୟେଲର ନାମକୁ କହେି ମନେପକାଇବେ ନାହିଁ।
ହିତୋପଦେଶ 15:3
ସଦାପ୍ରଭୁ ସର୍ବଦା ସବୁଠା ରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ଯ ନୀରିକ୍ଷଣ କରନ୍ତି।
ଯିଶାଇୟ 11:14
ମାତ୍ର ଇଫ୍ରଯିମ ଓ ଯିହୁଦା ଉଭୟେ ପଲେଷ୍ଟୀୟ ଆକ୍ରମଣ କରିବେ। ଏହି ଉଭୟ ଗୋଷ୍ଠୀ ପକ୍ଷୀ ସଦୃଶ କ୍ଷୁଦ୍ର ପ୍ରାଣୀଙ୍କ ଉପରୁ ଝାମ୍ପ ମାରିବେ। ପୂର୍ବଦେଶୀଯ ଲୋକମାନଙ୍କର ସମାନେେ ଧନସମ୍ପଦ ଲୁଣ୍ଠନ କରିବେ। ସେ ଉଭୟେ ଗୋଷ୍ଠୀ ଇଦୋମ, ମାୟୋବ ଓ ଅମ୍ମାନରେ ସନ୍ତାନଗଣଙ୍କୁ ଆଯତ୍ତ କରିବେ।
ଆମୋଷ 1:6
ସଦାପ୍ରଭୁ ଏହାହିଁ କହନ୍ତି: ଘସାର ଲୋକମାନଙ୍କୁ ଆମ୍ଭେ ସମାନଙ୍କେର ବହୁ ଅପରାଧ ପାଇଁ ନିଶ୍ଚଯ ଦଣ୍ତ ଦବେି, କାରଣ ସମାନେେ ସମଗ୍ର ଜାତିମାନଙ୍କୁ ନଇୟୋଇ ଇଦୋମକୁ କ୍ରୀତଦାସରୂପେ ଦଇେଥିଲେ।
ଆମୋଷ 1:9
ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ନିଶ୍ଚିତ ସୋରର ଲୋକମାନଙ୍କୁ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ କରିଥିଲେ। ଆଉ ମଧ୍ଯ ସମାନେେ ସମଗ୍ର ଜାତିକୁ ନଇଗେଲେଏବଂ ସମାନଙ୍କେୁ କ୍ରୀତଦାସ ରୂପେ ଇଦୋମକୁ ପ୍ ରରଣେ କରିଥିଲେ। ସମାନେେ ଇଶ୍ରାୟେଲୀୟମାନଙ୍କ ସହିତ ବନ୍ଧୁତ୍ବ ଚୁକ୍ତିକୁ ମନେ ପକାଇ ନଥିଲେ।
ଆମୋଷ 1:11
ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ ରେ ଲିପ୍ତ ଥିଲେ। ସମାନେେ ମଧ୍ଯ ସମାନଙ୍କେର ଭାଇମାନଙ୍କୁ ଖଡ୍ଗଧରି ଗୋଡାଇଲେ। ଏବଂ ଟିକିଏ ହେଲେ ଦୟା ଦଖାଇେ ନଥିଲେ। ଇଦୋମ ନିଜର କୋରଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କୋର୍ଧ ବନ୍ଦ କଲେ ନାହିଁ। ଇଶ୍ରାୟେଲୀୟମାଙ୍କୁ ସମାନେେ ବନ୍ଯପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।
ଗଣନା ପୁସ୍ତକ 22:1
ତା'ପରେ ଇଶ୍ରାୟେଲର ଲୋକମାନେ ମାୟୋବର ୟର୍ବ୍ଦନର ସମତଳ ଭୂମିକୁ ୟାତ୍ରା କଲେ। ସମାନେେ ୟର୍ବ୍ଦନ ନିକଟସ୍ଥ ଯିରୀହାଠାେ ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।