Amos 2:13
ତୁମ୍ଭମାନେେ ଆମ୍ଭ ପାଇଁ ଭୟଙ୍କର ଗ୍ଭପ ସଦୃଶ। ଆମ୍ଭେ ତୁମ୍ଭକୁ ତଳକୁ ଗ୍ଭପ ଦବୋ। ଆମ୍ଭେ ତୁମ୍ଭକୁ ନଡା ରେ ବୋଝଇେ ଶଗଡ ପରି ବଙ୍କା କରିଦବୋ।
Amos 2:13 in Other Translations
King James Version (KJV)
Behold, I am pressed under you, as a cart is pressed that is full of sheaves.
American Standard Version (ASV)
Behold, I will press `you' in your place, as a cart presseth that is full of sheaves.
Bible in Basic English (BBE)
See, I am crushing you down, as one is crushed under a cart full of grain.
Darby English Bible (DBY)
Behold, I will press upon you, as a cart presseth that is full of sheaves.
World English Bible (WEB)
Behold, I will crush you in your place, As a cart crushes that is full of grain.
Young's Literal Translation (YLT)
Lo, I am pressing you under, As the full cart doth press for itself a sheaf.
| Behold, | הִנֵּ֛ה | hinnē | hee-NAY |
| I | אָנֹכִ֥י | ʾānōkî | ah-noh-HEE |
| am pressed | מֵעִ֖יק | mēʿîq | may-EEK |
| under | תַּחְתֵּיכֶ֑ם | taḥtêkem | tahk-tay-HEM |
| you, as | כַּאֲשֶׁ֤ר | kaʾăšer | ka-uh-SHER |
| cart a | תָּעִיק֙ | tāʿîq | ta-EEK |
| is pressed | הָעֲגָלָ֔ה | hāʿăgālâ | ha-uh-ɡa-LA |
| that is full | הַֽמְלֵאָ֥ה | hamlēʾâ | hahm-lay-AH |
| of sheaves. | לָ֖הּ | lāh | la |
| עָמִֽיר׃ | ʿāmîr | ah-MEER |
Cross Reference
ଯିଶାଇୟ 1:14
ଆମ୍ଭର ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ଯା ଓ ନିରୂପିତ ପର୍ବମାନଙ୍କୁ ଘୃଣା କରେ। ସହେିସବୁ ଭାର ଆମ୍ଭପ୍ରତି କ୍ଲେଶଦାୟକ ଓ ଆମ୍ଭେ ସେ ଭାର ବହନ କରିବାକୁ କ୍ଲାନ୍ତ ହାଇେଅଛୁ।
ଗୀତସଂହିତା 78:40
ସହେି ଲୋକମାନେ ମରୁଭୂମି ମଧ୍ୟରେ କେତେଥର ପରମେଶ୍ବରଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସମାନେେ ତାଙ୍କୁ ଦୁଃଖିତ କଲେ।
ଯିଶାଇୟ 7:13
ତା'ପସର ଯିଶାଇୟ କହିଲଲ, ସହ ଦାଉଦଙ୍କର ବଂଶ! ସାବଧାନସହାଇ ଶୁଣ। ତୁମ୍ଲଭମାଲନ ତୁଚ୍ଛମାନବର ର୍ଧୈୟ୍ଯକୁ ପରୀକ୍ଷା କରିଛସବାଲିସମାର ପ୍ରଭୁ ପରଲମଶ୍ବରଙ୍କ ର୍ଧୈୟ୍ଯକୁ ପରୀକ୍ଷା କରିପାରିବ ନାହିଁ।
ଯିଶାଇୟ 43:24
ତୁମ୍ଭେ ଆମ୍ଭର ସମ୍ମାନ ନିମନ୍ତେ ସୁଗନ୍ଧି ଦ୍ରବ୍ଯ କ୍ରଯ କରିବାକୁ ରେ ୗପ୍ୟ ମୁଦ୍ରା ଦଇେ ନାହଁ। କିମ୍ବା ତୁମ୍ଭ ବଳିର ମଦେ ରେ ଆମ୍ଭକୁ ତୃପ୍ତ କରି ନାହଁ, ମାତ୍ର ଆପଣା ପାପଦ୍ବାରା ଆମ୍ଭକୁ ଦାସ୍ଯ କର୍ମ କରାଇଛ ଓ ଆପଣା ନାନା ଅଧର୍ମ ରେ ଆମ୍ଭକୁ କ୍ଲାନ୍ତ କରିଅଛ।
ଯିହିଜିକଲ 6:9
ଏବଂ ବଞ୍ଚି ରହିଥିବା ଲୋକମାନଙ୍କୁ ଯେଉଁମାନଙ୍କୁ ଗୋଷ୍ଠୀଯମାନଙ୍କୁ ବନ୍ଦୀରୂପେ ନିଆୟିବ, ସମାନେେ ମାେତେ ମନେ ରଖିବେ ଏବଂ ଆମ୍ଭେ ସମାନଙ୍କେର ବ୍ଯଭିଚାରୀ ହୃଦଯକୁ କିପରି ଦୁଃଖ ରେ ପୂର୍ଣ୍ଣ କଲୁ, ଯାହା ଆମ୍ଭଠାରୁ ଦୂ ରଇେ ଗଲା ଏବଂ ସମାନଙ୍କେର ବ୍ଯଭିଚାରୀ ଆଖି ଯାହା ସମାନଙ୍କେର ମୂର୍ତ୍ତିସବୁକୁ ଅନୁସରଣ କଲା। ସମାନେେ ନିଜେ କରିଥିବା କୁକର୍ମ ପାଇଁ ଓ ସମାନଙ୍କେର ଘୃଣ୍ଯ ବ୍ଯବହାର ପାଇଁ ନିଜକୁ ଘୃଣା କରିବେ।
ଯିହିଜିକଲ 16:43
ଏସବୁ କରିବାର କାରଣ ତୁମ୍ଭେ ତୁମ୍ଭର ୟୌବନାବସ୍ଥାର ଦିନ ମନେ ରଖି ନାହଁ। ତୁମ୍ଭେ ତୁମ୍ଭର କୁକାର୍ୟ୍ଯ ଦ୍ବାରା ମାେତେ କୋରଧିତ କଲ। ମୁଁ ତୁମ୍ଭକୁ ତୁମ୍ଭର ବ୍ଯବହାର ପାଇଁ ଦଣ୍ଡିତ କରିବି। ତୁମ୍ଭର ଅନ୍ୟ ଘୃଣ୍ଯ କାର୍ୟ୍ଯ ସହିତ ବେଶ୍ଯାବୃତ୍ତିକୁ ୟୋଡ଼ିବା ରେ କଣ ଅଧିକ ପ୍ରାଧାନ୍ଯ ହାଇେ ନ ଥିଲା ? ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଲେ।
ମଲାଖୀ 2:17
ତୁମ୍ଭମାନେେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭମାନେେ ଶିକ୍ଷା ଦଲେ ଯେ ମନ୍ଦକାର୍ୟ୍ଯ କରୁଥିବା ବ୍ଯକ୍ତିଙ୍କୁ ପରମେଶ୍ବର ଆଦର କରନ୍ତି। ଆଉ ମଧ୍ଯ କହିଲ ପରମେଶ୍ବର ସହେି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବଚେନା କରନ୍ତି। ଆଉମଧ୍ଯ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ବରଙ୍କର ନ୍ଯାଯ କେଉଁଠା ରେ ଅଛି।