Amos 3:11
ତେଣୁ ସଦାପ୍ରଭୁ ମାରେ ପ୍ରଭୁ କୁହନ୍ତି: ଜଣେ ଶତୃ ତୁମ୍ଭ ଭୂମିକୁ ବେଷ୍ଟନ କରିବ। ସେ ତୁମ୍ଭର ସମସ୍ତ ଶକ୍ତି ଅପହରଣ କରିବ। ତୁମ୍ଭେ ଯେଉଁସବୁ ଜିନିଷକୁ ପ୍ରାସାଦ ରେ ଲୁଗ୍ଭଇଛ, ସବୁତକ ତାଙ୍କ ଦ୍ବାରା ଲୁଣ୍ଠିତ ହବେ।
Amos 3:11 in Other Translations
King James Version (KJV)
Therefore thus saith the Lord GOD; An adversary there shall be even round about the land; and he shall bring down thy strength from thee, and thy palaces shall be spoiled.
American Standard Version (ASV)
Therefore thus saith the Lord Jehovah: An adversary `there shall be', even round about the land; and he shall bring down thy strength from thee, and thy palaces shall be plundered.
Bible in Basic English (BBE)
For this reason, says the Lord, an attacker will come, shutting in the land on every side; and your strength will come down and your great houses will be made waste.
Darby English Bible (DBY)
Therefore thus saith the Lord Jehovah: An adversary! -- even round about the land! And he shall bring down thy strength from thee, and thy palaces shall be pillaged.
World English Bible (WEB)
Therefore thus says the Lord Yahweh: "An adversary will overrun the land; And he will pull down your strongholds, And your fortresses will be plundered."
Young's Literal Translation (YLT)
Therefore, thus said the Lord Jehovah: An adversary -- and surrounding the land, And he hath brought down from thee thy strength, And spoiled have been thy palaces.
| Therefore | לָכֵ֗ן | lākēn | la-HANE |
| thus | כֹּ֤ה | kō | koh |
| saith | אָמַר֙ | ʾāmar | ah-MAHR |
| the Lord | אֲדֹנָ֣י | ʾădōnāy | uh-doh-NAI |
| God; | יְהוִ֔ה | yĕhwi | yeh-VEE |
| adversary An | צַ֖ר | ṣar | tsahr |
| there shall be even round about | וּסְבִ֣יב | ûsĕbîb | oo-seh-VEEV |
| land; the | הָאָ֑רֶץ | hāʾāreṣ | ha-AH-rets |
| and he shall bring down | וְהוֹרִ֤יד | wĕhôrîd | veh-hoh-REED |
| thy strength | מִמֵּךְ֙ | mimmēk | mee-make |
| from | עֻזֵּ֔ךְ | ʿuzzēk | oo-ZAKE |
| thee, and thy palaces | וְנָבֹ֖זּוּ | wĕnābōzzû | veh-na-VOH-zoo |
| shall be spoiled. | אַרְמְנוֹתָֽיִךְ׃ | ʾarmĕnôtāyik | ar-meh-noh-TA-yeek |
Cross Reference
ଆମୋଷ 6:14
କିନ୍ତୁ ହେ ଇଶ୍ରାୟେଲବାସୀ, ତୁମ୍ଭ ଦେଶ ବିରୁଦ୍ଧ ରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସହେି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ଯ ଉପ ରେ ଦୁଃଖ କ୍ଲେଶ ଆଣିବ। ଏହି କ୍ଲେଶ ହମାତଠାରୁ ଅରାବା ମାର୍ଗ ପର୍ୟ୍ଯନ୍ତ ଲାଗି ରହିବ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା କୁହନ୍ତି।
ଆମୋଷ 2:5
ତେଣୁ ଆମ୍ଭେ ଯିହୁଦା ରେ ଅଗ୍ନି ସଂୟୋଗ କରିବା ଏବଂ ସହେି ଅଗ୍ନି ୟିରୁଶାଲମର ସମସ୍ତ ଉଚ୍ଚ ଅଟ୍ଟାଳିକା ଧ୍ବଂସ କରିଦବେ।
ଦିତୀୟ ରାଜାବଳୀ 18:9
ଅନନ୍ତର ଯିହୁଦାର ରାଜା ହିଜକିଯଙ୍କର ରାଜତ୍ବର ଚତୁର୍ଥ ବର୍ଷ ରେ ଓ ଇଶ୍ରାୟେଲର ରାଜା ଏଲାଙ୍କର ପୁତ୍ର ହାେେଶୟଙ୍କ ରାଜତ୍ବର ସପ୍ତମ ବର୍ଷ ରେ ଅଶୂରର ରାଜା ଶଲ୍ମନଷେର ଶମରିଯା ବିରୁଦ୍ଧ ରେ ୟୁଦ୍ଧ କରିବାକୁ ୟାଇ ତାଙ୍କୁ ଅବରୋଧ କଲେ।
ଦିତୀୟ ରାଜାବଳୀ 17:3
ତାଙ୍କ ବିରୁଦ୍ଧ ରେ ଅଶୂରର ରାଜା ଶଲ୍ମନଷେର ୟୁଦ୍ଧ କରିବାକୁ ଆସିଲେ। ସେ ତାଙ୍କୁ ପରାସ୍ତ କରି ନିଜର ଅଧିନସ୍ଥ କଲେ। ତେଣୁ ହାେେଶୟ ତାଙ୍କୁ ସନ୍ତୁଷ୍ଟ କରିବାକୁ ବ୍ଯକ୍ତିଗତ ଭାବରେ ଦାନ ଦେଲେ।
ଆମୋଷ 6:8
ମାରେ ପ୍ରଭୁ ସଦାପ୍ରଭୁ ନିଜର ପବିତ୍ର ନାମକୁ ବ୍ଯବହାର କଲେ ଓ ଶପଥ ନେଲେ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା ପ୍ରତିଜ୍ଞା କଲେ,
ଆମୋଷ 3:15
ଆମ୍ଭେ ଆମ୍ଭ ଶୀତକାଳୀନ ଗୃହ ଓ ଗ୍ରୀଷ୍ମକାଳୀନ ଗୃହକୁ ଧ୍ବଂସ କରିବା। ହାତୀ ଦାନ୍ତ ରେ ନିର୍ମିତ ଗୃହ ମଧ୍ଯ ଧ୍ବଂସ ପାଇବ। ବହୁ ଘର ଏହିପରି ଧ୍ବଂସ ଲାଭ କରିବ। ସଦାପ୍ରଭୁ ଏହିସବୁ କୁହନ୍ତି।
ଆମୋଷ 3:10
ଲୋକମାନେ ସଠାେ ରେ କିପରି ସାଧୁତ୍ବଭାବରେ ଜୀବନଧାରଣ କରିବାକୁ ହୁଏ, ଜାଣନ୍ତି ନାହିଁ। କାରଣ ସମାନଙ୍କେର ଗୋଦାମ ଘର ୟୁଦ୍ଧରୁ ଲୁଟିଥିବା ସମ୍ପତ୍ତି ରେ ପୁରିୟାଇଛି।
ହୋଶେୟ 11:5
ଇଶ୍ରାୟେଲୀୟମାନେ ପରମେଶ୍ବରଙ୍କ ନିକଟକୁ ଫରେିବାକୁ ମନା କଲେ। ତେଣୁ ସେଥିପାଇଁ ସମାନେେ ମିଶର ଯିବେ। ଅଶୂରର ରାଜା ସମାନଙ୍କେର ରାଜା ହବେେ।
ଯିଶାଇୟ 10:9
କଲ୍ନୋ ନଗର ତକମିଶର ତୁଲ୍ଯ ଅଟେ। ପୁଣି ଅର୍ପିଦ ନଗର ହମାତ୍ ତୁଲ୍ଯ ଅଟେ। ଶମରିଯା ନଗର ଦମ୍ମେଶକ ପରି ଅଟେ।
ଯିଶାଇୟ 10:5
ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।
ଯିଶାଇୟ 8:7
ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧ ରେ ଆଣିବି। ସମାନେେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ଯାର ସୋର୍ତ ପରି ପ୍ରବଳ ପରାକ୍ରମୀ ହାଇେ ଆସିବେ। ବନ୍ଯାଜଳ କୂଳ ଲଙ୍ଘନ କଲାପରି ସମାନେେ ସମସ୍ତଙ୍କ ଉପ ରେ ପ୍ରଭାବ ବିସ୍ତାର କରିବେ।
ଯିଶାଇୟ 7:17
ମାତ୍ର ତୁମ୍ଲଭମାଲନ ସଦାପ୍ରଭୁଙ୍କୁ ଭୟ କରିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଏକ ଦୁଃଖ ସମୟ ଆଣିଲବ।ସସହି ଦୁଃସମୟ ତୁମ୍ଭସଲାକମାନଙ୍କ ପାଇଁ ଆସିବ ଓ ତୁମ୍ଭ ପିତୃବଂଶ ପାଇଁ ଆସିବ। ପରଲମଶ୍ବର କ'ଣ କରିଲବ ?ସସ ଅଶୂରର ରାଜାଙ୍କୁ ତୁମ୍ଭ ବିରୁଦ୍ଧସର ଲଢ଼ିବାକୁ ଆଣିଲବ।
ଦିତୀୟ ବଂଶାବଳୀ 36:19
ନବୂଖଦ୍ନିତ୍ସର ଓ ତାଙ୍କର ସୈନ୍ଯଦଳ ମନ୍ଦିରକୁ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ପ୍ରାଚୀରକୁ ଭାଙ୍ଗି ପକାଇଲେ ଓ ରାଜା ଓ ତାଙ୍କର ପଦାଧିକାରୀମାନଙ୍କର ସବୁ ଗୃହ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ରେ ଥିବା ପ୍ରେତ୍ୟକକ ବହୁମୂଲ୍ଯ ଦ୍ରବ୍ଯକୁ ନଇଗେଲେ ନଚେତ୍ ଧ୍ବଂସ କରି ଦେଲେ।
ଦିତୀୟ ରାଜାବଳୀ 15:29
ଇଶ୍ରାୟେଲର ରାଜା ପକହଙ୍କେର ସମୟରେ ଅଶୂରର ରାଜା ତିଗ୍ଲତ-ପିଲଷେର ଆସି ଇୟୋନ, ଆବଲେ-ବୈଥ୍ମାଖା, ୟାନୋହକଦେେଶ, ହାତ୍ସୋର, ଗିଲିଯଦ, ଗାଲୀଲ ଓ ସମୁଦାଯ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା।
ଦିତୀୟ ରାଜାବଳୀ 15:19
ଅଶୂରର ରାଜା ପୂଲ୍ ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବାରୁ ମନ ହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1,000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ଯ ସୁଦୃଢ କରିବାକୁ ତାଙ୍କୁ ସାହାର୍ୟ୍ଯ କରିବେ।