Colossians 1:22
କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ମିତ୍ର କରି ଦଇେଛନ୍ତି। ତାଙ୍କ ମାଂସମୟ ଶରୀର ରେ, ନିଜ ମୃତ୍ଯୁ ଦ୍ବାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ।
Colossians 1:22 in Other Translations
King James Version (KJV)
In the body of his flesh through death, to present you holy and unblameable and unreproveable in his sight:
American Standard Version (ASV)
yet now hath he reconciled in the body of his flesh through death, to present you holy and without blemish and unreproveable before him:
Bible in Basic English (BBE)
In the body of his flesh through death, so that you might be holy and without sin and free from all evil before him:
Darby English Bible (DBY)
in the body of his flesh through death; to present you holy and unblamable and irreproachable before it,
World English Bible (WEB)
yet now he has reconciled in the body of his flesh through death, to present you holy and without blemish and blameless before him,
Young's Literal Translation (YLT)
in the body of his flesh through the death, to present you holy, and unblemished, and unblameable before himself,
| In | ἐν | en | ane |
| the | τῷ | tō | toh |
| body | σώματι | sōmati | SOH-ma-tee |
| of his | τῆς | tēs | tase |
| σαρκὸς | sarkos | sahr-KOSE | |
| flesh | αὐτοῦ | autou | af-TOO |
| through | διὰ | dia | thee-AH |
| τοῦ | tou | too | |
| death, | θανάτου | thanatou | tha-NA-too |
| present to | παραστῆσαι | parastēsai | pa-ra-STAY-say |
| you | ὑμᾶς | hymas | yoo-MAHS |
| holy | ἁγίους | hagious | a-GEE-oos |
| and | καὶ | kai | kay |
| unblameable | ἀμώμους | amōmous | ah-MOH-moos |
| and | καὶ | kai | kay |
| unreproveable | ἀνεγκλήτους | anenklētous | ah-nayng-KLAY-toos |
| in his | κατενώπιον | katenōpion | ka-tay-NOH-pee-one |
| sight: | αὐτοῦ | autou | af-TOO |
Cross Reference
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:27
ଯେପରି ସମ୍ପୂର୍ଣ୍ଣ ମହିମା(ସୌନ୍ଦର୍ୟ୍ଯ)ର ସହିତ ମଣ୍ଡଳୀକୁ ନିଜଠା ରେ ତାହାଙ୍କ କନ୍ଯା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ଯୁ ଭୋଗ କଲେ। ମଣ୍ଡଳୀ ମଧିଅରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ କାର୍ୟ୍ଯ ଦଖାେ ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ଯ ହାଇପୋ ରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ।
ଯିହୂଦାଙ୍କ ପତ୍ର 1:24
ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:4
ଠିକ୍ ସହେି ଭଳି, ମାେ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ଯକ୍ତିତ୍ବ ମରିଯାଇଛି ଓ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଶରୀର ମାଧ୍ଯମ ରେ ବ୍ଯବସ୍ଥାରୁ ମୁକ୍ତ ହାଇଯୋଇଛ। ଏବେ ତୁମ୍ଭମାନେେ ଅନ୍ୟ ଜଣକର ଅଟ। ତୁମ୍ଭମାନେେ ମୃତ୍ଯୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ସବୋ ରେ ନିଯୋଜିତ ହାଇେ ପାରିବା।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:10
ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:2
ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।
ପିତରଙ୍କ ଦିତୀୟ ପତ୍ର 3:14
ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷା ରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠାେର ପରିଶ୍ରମ କର। ପରମେଶ୍ବରଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:21
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !
ଏବ୍ରୀମାନଙ୍କ ନିକଟକୁ ପତ୍ର 10:20
ଯୀଶୁଙ୍କ ଦ୍ବାରା ଖାଲିେ ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦଇେ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ଯ ଦଇେ ଯାଏ ଯାହା କି ଯୀଶୁଙ୍କ ଶରୀର ଅଟେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:7
ପରମେଶ୍ବର ଆମ୍ଭକୁ ପବିତ୍ର ହବୋ ପାଇଁ ଆହ୍ବାନ କରିଛନ୍ତି। ଆମ୍ଭେ ପାପରେ ଜୀବନ ଯାପନ କରିବା ପାଇଁ ସେ ଚାହାଁନ୍ତି ନାହିଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:15
ୟିହୁଦୀମାନଙ୍କ ବ୍ଯବସ୍ଥା ରେ ଅନକେ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ଯବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ଯ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠା ରେ ନୂତନ ଲୋକ କରାଇବା। ଏହା ଦ୍ବାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରିପାରନ୍ତି।
ଗୀତସଂହିତା 51:7
ଔଷଧିଯ ବୃକ୍ଷର ପ୍ରଯୋଗ କରି ମାେତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଲ ହବୋ ପର୍ୟ୍ଯନ୍ତ ମାେତେ ପ୍ରକ୍ଷାଳନ କର।
ଲୂକଲିଖିତ ସୁସମାଚାର 1:75
ଆମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ପରମେଶ୍ବରଙ୍କ ଆଗ ରେ ଧାର୍ମିକ ଓ ପବିତ୍ର ରହିବୁ।
ଆୟୁବ ପୁସ୍ତକ 25:5
ପରମେଶ୍ବରଙ୍କ ଦୃଷ୍ଟି ରେ ଚନ୍ଦ୍ର ମଧ୍ଯ ପବିତ୍ର ଓ ଦୀପ୍ତିମାନ ନୁହେଁ। ଏପରିକି ନକ୍ଷତ୍ର ସମୂହ ମଧ୍ଯ ନିର୍ମଳ ନୁହଁନ୍ତି।
ଆୟୁବ ପୁସ୍ତକ 15:15
ପରମେଶ୍ବର ଏମିତିକି ନିଜର ଦୂତମାନଙ୍କୁ ବିଶ୍ବାସ କରନ୍ତି ନାହିଁ। ପରମେଶ୍ବରଙ୍କ ଅନୁସାରେ ଆକାଶମଣ୍ଡଳ ମଧ୍ଯ ପବିତ୍ର ନୁହେଁ।