Index
Full Screen ?
 

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:8

Colossians 1:8 in Tamil ଓଡିଆ ବାଇବେଲ କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:8
ଏପାଫ୍ରା, ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ପ୍ ରମେ ବିଷୟ ରେ ଆମ୍ଭକୁ କହିଛନ୍ତି।

Who
hooh
also
καὶkaikay
declared
δηλώσαςdēlōsasthay-LOH-sahs
unto
us
ἡμῖνhēminay-MEEN

τὴνtēntane
your
ὑμῶνhymōnyoo-MONE
love
ἀγάπηνagapēnah-GA-pane
in
ἐνenane
the
Spirit.
πνεύματιpneumatiPNAVE-ma-tee

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:30
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ୟିଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଅନୁ ରଧେ କରେ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ମାେ ପାଇଁ ପ୍ରାର୍ଥନା କରିବା ଦ୍ବାରା ମାେତେ ସାହାୟ୍ଯ କର। ତୁମ୍ଭମାନେେ ପ୍ରଭୁ ୟିଶୁ ଓ ଆତ୍ମାର ପ୍ ରମେ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:5
ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:22
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ପରମେଶ୍ବର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠା ରେ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠା ରେ ଥିବା ପ୍ ରମେ ବିଷୟ ରେ ଶୁଣି ଆମ୍ଭେ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛୁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:7
ପରମେଶ୍ବର ଆମ୍ଭକୁ ଭୟର ଆତ୍ମା ଦଇେ ନାହାଁନ୍ତି। ସେ ଆମ୍ଭକୁ ଶକ୍ତି, ପ୍ ରମେ ଓ ଆତ୍ମସଂୟମର ଆତ୍ମା ପ୍ରଦାନ କରିଛନ୍ତି।

ପିତରଙ୍କ ପ୍ରଥମ ପତ୍ 1:22
ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।

Chords Index for Keyboard Guitar