କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:6 in Oriya

ଓଡିଆ ଓଡିଆ ବାଇବେଲ କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:6

Colossians 4:6
କଥାବାର୍ତ୍ତା କଲା ବେଳେ, ସବୁବେଳେ ଦୟାଭାବ ରଖ ଓ ବିବକେୀ ହୁଅ। ତବେେ ତୁମ୍ଭମାନେେ ସମସ୍ତଙ୍କୁ ଉଚିତ ଉତ୍ତର ଦବୋକୁ ସକ୍ଷମ ହବେ।

Colossians 4:5Colossians 4Colossians 4:7

Colossians 4:6 in Other Translations

King James Version (KJV)
Let your speech be alway with grace, seasoned with salt, that ye may know how ye ought to answer every man.

American Standard Version (ASV)
Let your speech be always with grace, seasoned with salt, that ye may know how ye ought to answer each one.

Bible in Basic English (BBE)
Let your talk be with grace, mixed with salt, so that you may be able to give an answer to everyone.

Darby English Bible (DBY)
[Let] your word [be] always with grace, seasoned with salt, [so as] to know how ye ought to answer each one.

World English Bible (WEB)
Let your speech always be with grace, seasoned with salt, that you may know how you ought to answer each one.

Young's Literal Translation (YLT)
your word always in grace -- with salt being seasoned -- to know how it behoveth you to answer each one.

Let
your
hooh

λόγοςlogosLOH-gose
speech
ὑμῶνhymōnyoo-MONE
be
alway
πάντοτεpantotePAHN-toh-tay
with
ἐνenane
grace,
χάριτιcharitiHA-ree-tee
seasoned
ἅλατιhalatiA-la-tee
with
salt,
ἠρτυμένοςērtymenosare-tyoo-MAY-nose
know
may
ye
that
εἰδέναιeidenaiee-THAY-nay
how
πῶςpōspose
ye
δεῖdeithee
ought
ὑμᾶςhymasyoo-MAHS
to
answer
ἑνὶheniane-EE
every
ἑκάστῳhekastōake-AH-stoh
man.
ἀποκρίνεσθαιapokrinesthaiah-poh-KREE-nay-sthay

Cross Reference

ପିତରଙ୍କ ପ୍ରଥମ ପତ୍ 3:15
କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:29
ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।

ମାର୍କଲିଖିତ ସୁସମାଚାର 9:50
ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତାର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣ ରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତି ରେ ରୁହ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:16
ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠା ରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ଯବହାର କର। ନିଜ ହୃଦୟ ରେ ପରମେଶ୍ବରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ଯାତ୍ମିକ ଗୀତମାନ ଗାଅ।

ମାଥିଉଲିଖିତ ସୁସମାଚାର 5:13
ତୁମ୍ଭମାନେେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଦେ ସ୍ବାଦହୀନ ହାଇଯୋଏ, ତବେେ ତାକୁ ଆଉଥରେ ଲୁଣିଆ କରା ଯାଇ ନପା ରେ। ଲୁଣ ଆପଣା ଲୁଣିଆ ସ୍ବାଦ ହରାଇଲେ ଆଉ କୌଣସି କାମ ରେ ଲାଗିପାରିବ ନାହିଁ। ତାକୁ ବାହା ରେ ଫିଙ୍ଗି ଦିଆୟିବ। ଲୋକେ ତାକୁ ପାଦ ରେ ଚକଟି ଗ୍ଭଲିଯିବେ।

ହିତୋପଦେଶ 15:7
ଜ୍ଞାନୀମାନଙ୍କର ବାକ୍ଯ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସପରେି କରେ ନାହିଁ।

ଗୀତସଂହିତା 119:46
ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ଯ ବିଷଯରେ ଆଲୋଚନା କରିବି। ଏବଂ ମୁଁ ଲଜ୍ଜିତ ହବେି ନାହିଁ।

ହିତୋପଦେଶ 15:4
ଶାନ୍ତିର ବାକ୍ଯ ଜୀବନର ବୃକ୍ଷ ସ୍ବରୂପ। ମାତ୍ର କୁଟିଳ ବାକ୍ଯ ଆତ୍ମା ନଷ୍ଟ କରେ।

ହିତୋପଦେଶ 25:11
ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସହେି ରୂପାର ରଚାଇ ରଖିବା ପରି।

ଉପଦେଶକ 10:12
ଜ୍ଞାନୀର କଥା ତା ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।

ଗୀତସଂହିତା 119:13
ମାେ ଓଷ୍ଠସହ ତୁମ୍ଭର ନ୍ଯାଯପରାଯଣତାକୁ ବାରମ୍ବାର କହିଅଛି।

ହିତୋପଦେଶ 10:21
ଧାର୍ମିକର ଓଷ୍ଠାଧାର, ଅନକଙ୍କେୁ ପ୍ରତିପାଳନ କରେ। ମାତ୍ର ଅଜ୍ଞାନମାନେ ନିର୍ବୋଧତା କାରଣରୁ ମୃତ୍ଯୁବରଣ କରନ୍ତି।

ହିତୋପଦେଶ 16:21
କିଏ ଜ୍ଞାନୀ ବା ବୁଦ୍ଧିମାନ, ଲୋକମାନେ ଜାଣିପାରିବେ। ବାକ୍ଯର ମିଷ୍ଟତା ପାଣ୍ଡିତ୍ଯ ବଢ଼ାଏ।

ହିତୋପଦେଶ 22:17
ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।

ହିତୋପଦେଶ 26:4
ମୂର୍ଖକୁ ତା'ର ଅଜ୍ଞାନତା ଅନୁସାରେ ଉତ୍ତର ଦିଅ ନାହିଁ। ତୁମ୍ଭେ ଯଦି ଏପରି ଉତ୍ତର ଦିଅ, ତବେେ ତୁମ୍ଭେ ମଧ୍ଯ ତାହାର ତୁଲ୍ଯ ହବେ।

ଗୀତସଂହିତା 71:23
ତୁମ୍ଭେ ମାେତେ ରକ୍ଷା କର, ମୁଁ ବହୁତ ଖୁସି ଅଟେ। ମୁଁ ନିଜ ଓଷ୍ଠ ଦ୍ବାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।

ଗୀତସଂହିତା 105:2
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗାନ କର। ତାଙ୍କର ପ୍ରଚାରିତ କର। ତାହାଙ୍କ ଦ୍ବାରା କରାୟାଇଥିବା ଆଶ୍ଚର୍ୟ୍ଯ କ୍ରିଯା ବିଷଯରେ କୁହ।

ଗୀତସଂହିତା 78:3
ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସମାନଙ୍କେ ବିଷଯରେ ଭଲଭାବରେ ଜାଣିଛୁ। ୟାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।

ଦିତୀୟ ରାଜାବଳୀ 2:20
ଇଲୀଶାୟ କହିଲେ, ମାେତେ ଗୋଟିଏ ନୂତନ ପାତ୍ର ଆଣି ଦିଅ ଓ ତହିଁରେ କିଛି ଲୁଣ ରଖ।

ଦିତୀୟ ବିବରଣ 6:6
ଏବଂ ମୁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭମାନେେ ତାହାକକ୍ସ୍ଟ ଆପଣା ହୃଦଯ ରେ ରଖିବ।

ଦିତୀୟ ବିବରଣ 11:19
ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ ଏବଂ ବାଟରେ ଗ୍ଭଲିଲା ବେଳେ ଶାଇେବା ବେଳେ ଓ ଉଠିବା ବେଳେ ଏହି ସମସ୍ତ ବିଷଯ ରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦବେ।

ପ୍ରଥମ ବଂଶାବଳୀ 16:24
ସବୁ ଦବଗେଣ ନିକଟରେ ସଦାପ୍ରଭୁଙ୍କ ମହିମା ବର୍ଣ୍ଣନା କର। ସେ ଯେ ଅତ୍ଯନ୍ତ ମହତ୍ ଅଟନ୍ତି, ଏହା ସମସ୍ତଙ୍କୁ କୁହ।

ଗୀତସଂହିତା 37:30
ଧାର୍ମିକ ବ୍ଯକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ଯାଯ ପ୍ରଦାନ କରେ।

ଗୀତସଂହିତା 40:9
ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।

ଗୀତସଂହିତା 45:2
ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।

ଗୀତସଂହିତା 66:16
ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ବରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ବର ମାେ ପାଇଁ କ'ଣ ସବୁ କରିଛନ୍ତି।

ଗୀତସଂହିତା 71:15
ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।

ଲେବୀୟ ପୁସ୍ତକ 2:13
ତୁମ୍ଭେ ସମସ୍ତ ଶସ୍ଯ ନବୈେଦ୍ଯ ରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ବରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ଯ ନବୈେଦ୍ଯ ରେ ଦବେ। ଆଉ ତୁମ୍ଭର ସମସ୍ତ ନବୈେଦ୍ଯ ସହିତ ଲବଣ ଏକ ଅଂଶ ହବେ।

ଲୂକଲିଖିତ ସୁସମାଚାର 4:22
ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ଯ ବାହାରି ଆସୁଥିଲା, ସେଥି ରେ ସମସ୍ତେ ବିସ୍ମିତ ହାଇେ ଯାଉଥିଲେ। ସମାନେେ କହୁଥିଲେ, ଏ କ'ଣ ୟୋ ସଫଙ୍କେ ପୁଅ ନୁହେଁ?

ଲୂକଲିଖିତ ସୁସମାଚାର 20:20
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦ ରେ ପକାଇବା ପାଇଁ ଉପୟୁକ୍ତ ସମୟ ଅପେକ୍ଷା ରେ ରହିଲେ। ସମାନେେ ଯୀଶୁଙ୍କ ପାଖକୁ କେତକେ ଗୁପ୍ତଚର ପଠାଇଲେ। ସମାନେେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସମାନେେ ଯୀଶୁଙ୍କ କହୁଥିବା କଥା ରେ କିଛି ଭୁଲ୍ ବିଷୟ ଖାଜେି ବାହାର କରିବାକୁ ଚାହୁଁଥିଲେ। କାରଣ ଯଦି ସମାନେେ ଯୀଶୁଙ୍କର କିଛି ଭୁଲ ଦେଖି ପାରିବେ, ତବେେ ସମାନେେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦବେେ।

ମଲାଖୀ 3:16
ଯେଉଁମାନେ ପରମେଶ୍ବରଙ୍କୁ ଭୟ କରନ୍ତି ନିଜନିଜ ମଧିଅରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସମାନଙ୍କେ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସହେିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସହେି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।

ମାଥିଉଲିଖିତ ସୁସମାଚାର 12:34
ହେ କାଳସର୍ପର ସନ୍ତାନଗଣ, ତୁମ୍ଭମାନେେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତ ରେ ଯାହା ଭାବୁଥାଏ, ତାକୁ କଥା ରେ ପ୍ରକାଶ କରିଥାଏ।