ଓଡ଼ିଆ ଓଡ଼ିଆ ବାଇବେଲ ଦାନିଏଲ ଦାନିଏଲ 4 ଦାନିଏଲ 4:25 ଦାନିଏଲ 4:25 ଚିତ୍ର English

ଦାନିଏଲ 4:25 ଚିତ୍ର

ତୁମ୍ଭେ ମନୁଷ୍ଯମାନଙ୍କ ସଙ୍ଗ ମଧ୍ଯରୁ ବିତାଡିତ ହବେ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଆକାଶର କାକର ରେ ତିନ୍ତିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିବ। ଶଷେ ରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ବର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ଯ ଦାନ କରନ୍ତି।
Click consecutive words to select a phrase. Click again to deselect.
ଦାନିଏଲ 4:25

ତୁମ୍ଭେ ମନୁଷ୍ଯମାନଙ୍କ ସଙ୍ଗ ମଧ୍ଯରୁ ବିତାଡିତ ହବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଓ ଆକାଶର କାକର ରେ ତିନ୍ତିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିବ। ଶଷେ ରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ବର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ଯ ଦାନ କରନ୍ତି।

ଦାନିଏଲ 4:25 Picture in Oriya