ଦିତୀୟ ବିବରଣ 8:7 in Oriya

ଓଡିଆ ଓଡିଆ ବାଇବେଲ ଦିତୀୟ ବିବରଣ ଦିତୀୟ ବିବରଣ 8 ଦିତୀୟ ବିବରଣ 8:7

Deuteronomy 8:7
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକକ୍ସ୍ଟ ନଇେ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶି ରେ ଝରଣା ରେ ଓ ଗଭୀର ଜଳ ସୋର୍ତ ରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦଇେ ଝରିୟାଏ।

Deuteronomy 8:6Deuteronomy 8Deuteronomy 8:8

Deuteronomy 8:7 in Other Translations

King James Version (KJV)
For the LORD thy God bringeth thee into a good land, a land of brooks of water, of fountains and depths that spring out of valleys and hills;

American Standard Version (ASV)
For Jehovah thy God bringeth thee into a good land, a land of brooks of water, of fountains and springs, flowing forth in valleys and hills;

Bible in Basic English (BBE)
For the Lord your God is guiding you into a good land, a land of water-springs, of fountains, and deep streams flowing out from the valleys and the hills;

Darby English Bible (DBY)
For Jehovah thy God bringeth thee into a good land, a land of water-brooks, of springs, and of deep waters, that gush forth in the valleys and hills;

Webster's Bible (WBT)
For the LORD thy God bringeth thee into a good land, a land of brooks of water, of fountains, and depths that spring out of valleys and hills;

World English Bible (WEB)
For Yahweh your God brings you into a good land, a land of brooks of water, of springs and springs, flowing forth in valleys and hills;

Young's Literal Translation (YLT)
`For Jehovah thy God is bringing thee in unto a good land, a land of brooks of waters, of fountains, and of depths coming out in valley and in mountain:

For
כִּ֚יkee
the
Lord
יְהוָ֣הyĕhwâyeh-VA
thy
God
אֱלֹהֶ֔יךָʾĕlōhêkāay-loh-HAY-ha
bringeth
מְבִֽיאֲךָ֖mĕbîʾăkāmeh-vee-uh-HA
into
thee
אֶלʾelel
a
good
אֶ֣רֶץʾereṣEH-rets
land,
טוֹבָ֑הṭôbâtoh-VA
a
land
אֶ֚רֶץʾereṣEH-rets
brooks
of
נַ֣חֲלֵיnaḥălêNA-huh-lay
of
water,
מָ֔יִםmāyimMA-yeem
of
fountains
עֲיָנֹת֙ʿăyānōtuh-ya-NOTE
and
depths
וּתְהֹמֹ֔תûtĕhōmōtoo-teh-hoh-MOTE
out
spring
that
יֹֽצְאִ֥יםyōṣĕʾîmyoh-tseh-EEM
of
valleys
בַּבִּקְעָ֖הbabbiqʿâba-beek-AH
and
hills;
וּבָהָֽר׃ûbāhāroo-va-HAHR

Cross Reference

ଦିତୀୟ ବିବରଣ 11:9
ସେଥିପାଇଁ ତୁମ୍ଭମାନେେ ସହେି ଦକ୍ସ୍ଟଗ୍ଧ ମଧକ୍ସ୍ଟ ପ୍ରବାହିତ ଦେଶ ରେ ଦୀର୍ଘ୍ଯ ଦିନ ବାସ କରିବ। ଏହି ଦେଶ ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଓ ସମାନଙ୍କେର ଭବିଷ୍ଯଦ୍ ବଂଶଧରମାନଙ୍କୁ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ।

ଯାତ୍ରା ପୁସ୍ତକ 3:8
ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।

ଦିତୀୟ ବିବରଣ 6:10
ତକ୍ସ୍ଟମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ନିକଟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦବୋପାଇଁ ପ୍ରତିଜ୍ଞା କରିଥିଲେ। ସଦାପ୍ରଭୁ ଏହି ଦେଶକକ୍ସ୍ଟ ତୁମ୍ଭମାନଙ୍କୁ ଆଣିବେ ଏବଂ ନଗରଗକ୍ସ୍ଟଡିକ ସହିତ ଏହା ତୁମ୍ଭମାନଙ୍କୁ ଦବେେ, ଯେଉଁଗକ୍ସ୍ଟଡିକ ତୁମ୍ଭମାନେେ ନିର୍ମାଣ କରିନାହିଁ ଏବଂ ଯେଉଁଗକ୍ସ୍ଟଡିକ ବୃହତ ଓ ସକ୍ସ୍ଟନ୍ଦର ଅଟେ।

ନିହିମିୟା 9:24
ଏହିପରି ସହେି ସନ୍ତାନଗଣ ଦେଶ ରେ ପଶି ଅଧିକାର କଲେ। ଆଉ ତୁମ୍ଭେ ସମାନଙ୍କେ ସମ୍ମୁଖ ରେ ସହେି ଦେଶବାସୀ କିଣାନୀଯମାନଙ୍କୁ ପରାସ୍ତ କଲ। ସମାନେେ ଯେପରି ନିଜ ଇଛାମତେ ବ୍ଯବହାର କରିବେ। ଏଥିପାଇଁ ସମାନଙ୍କେୁ ଓ ସମାନଙ୍କେ ରାଜଗଣଙ୍କୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସମାନଙ୍କେ ହସ୍ତ ରେ ସମର୍ପଣ କଲ।

ଗୀତସଂହିତା 65:9
ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ବର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ଯ କ୍ଷେତ୍ରମାନ ବଢ଼ାଇ ଥାଅ।

ଯିହିଜିକଲ 20:6
ସହେିଦିନ ମୁଁ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଲି ଓ ସମାନଙ୍କେୁ ଏପରି ଏକ ଦେଶକୁ ନଇଗେଲି ଯେଉଁଠା ରେ ଦୁଗ୍ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧିଅରେ ଗୌରବମଯ ଥିଲା।