Index
Full Screen ?
 

ଉପଦେଶକ 10:6

Ecclesiastes 10:6 ଓଡିଆ ବାଇବେଲ ଉପଦେଶକ ଉପଦେଶକ 10

ଉପଦେଶକ 10:6
ମୂର୍ଖମାନଙ୍କୁ ମହତ୍ତ୍ବ ପୂର୍ଣ୍ଣ ସ୍ଥାନ ଦିଆୟାଏ, ଯେତବେେଳେ ଧନୀ ମାନଙ୍କୁ ଗୁରୁତ୍ବହୀନ କାର୍ୟ୍ଯ ଦିଆୟାଏ।

Folly
נִתַּ֣ןnittannee-TAHN
is
set
הַסֶּ֔כֶלhassekelha-SEH-hel
in
great
בַּמְּרוֹמִ֖יםbammĕrômîmba-meh-roh-MEEM
dignity,
רַבִּ֑יםrabbîmra-BEEM
rich
the
and
וַעֲשִׁירִ֖יםwaʿăšîrîmva-uh-shee-REEM
sit
בַּשֵּׁ֥פֶלbaššēpelba-SHAY-fel
in
low
place.
יֵשֵֽׁבוּ׃yēšēbûyay-shay-VOO

Cross Reference

ହିତୋପଦେଶ 28:12
ଧାର୍ମିକମାନେ ଜଯ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଚାନ୍ତି।

ଏଷ୍ଟର ବିବରଣ 3:1
ଏହିସବୁ ଘଟଣା ପରେ ଅକ୍ଷଶ୍ବରେଶ ରାଜା ଅଗାଗୀଯ ହମ୍ମଦାଥାର ପୁତ୍ର ହାମନକୁ ଉନ୍ନତ କରି ଉଚ୍ଚ ପଦାନ୍ବିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ ରେଷ୍ଠ ଆସନ ଦଲୋ।

ହିତୋପଦେଶ 29:2
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି। ମାତ୍ର ଦୁଷ୍ଟମାନେ କତ୍ତୃର୍ତ୍ବ ପାଇଲେ, ଲୋକମାନେ ଆର୍ତ୍ତସ୍ବର କରନ୍ତି।

ବିଚାରକର୍ତାମାନଙ୍କ ବିବରଣ 9:14
ଶଷେ ରେ ସମସ୍ତ ବୃକ୍ଷ କଣ୍ଟକ ବୃକ୍ଷକକ୍ସ୍ଟ କହିଲେ, ଆସ ଆମ ଉପରେ ରାଜତ୍ବ କର।

ପ୍ରଥମ ରାଜାବଳୀ 12:13
ସେତବେେଳେ ପ୍ରାଚୀନମାନଙ୍କ ଉପଦେଶକୁ ଉପେକ୍ଷା କରି ରାଜା ସମାନଙ୍କେୁ କଟୁ ଭାଷା ପ୍ରଯୋଗ କଲେ।

ଗୀତସଂହିତା 12:8
ସହେି ଦୁଷ୍ଟ ଲୋକମାନେ ୟଦିଓ ପ୍ରାଧାନ୍ଯ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସମାନେେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ଯ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।

ହିତୋପଦେଶ 28:28
ଦୁଷ୍ଟମାନେ ଉନ୍ନୀତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି। ମାତ୍ର ସମାନେେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।

ଯାକୁବଙ୍କ ପତ୍ 2:3
ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡ଼ାକି ବିଶଷେ ଅଭ୍ଯର୍ଥନା ଜଣାଇ କହିଥାଅ : ଏହି ଭଲ ଆସନ ରେ ବସନ୍ତୁ। କିନ୍ତୁ ଗରିବ ଲୋକଟିକୁ କହିଥାଅ : ତୁମ୍ଭେ ସଠାେରେ ଠିଆ ହୁଅ ବା ମାେ ଗୋଡ଼ ପାଖର ଭୂଇଁ ରେ ବସ।

Chords Index for Keyboard Guitar