ଉପଦେଶକ 12:14 in Oriya

ଓଡିଆ ଓଡିଆ ବାଇବେଲ ଉପଦେଶକ ଉପଦେଶକ 12 ଉପଦେଶକ 12:14

Ecclesiastes 12:14
ପରମେଶ୍ବର ପ୍ରେତ୍ୟକକ କର୍ମ, ପୁଣି ଭଲ କି ମନ୍ଦ ପ୍ରେତ୍ୟକକ ଗୁପ୍ତ ବିଷଯ ବିଚାର ରେ ଆଣିବେ।

Ecclesiastes 12:13Ecclesiastes 12

Ecclesiastes 12:14 in Other Translations

King James Version (KJV)
For God shall bring every work into judgment, with every secret thing, whether it be good, or whether it be evil.

American Standard Version (ASV)
For God will bring every work into judgment, with every hidden thing, whether it be good, or whether it be evil.

Bible in Basic English (BBE)
God will be judge of every work, with every secret thing, good or evil.

Darby English Bible (DBY)
For God shall bring every work into judgment, with every secret thing, whether it be good or whether it be evil.

World English Bible (WEB)
For God will bring every work into judgment, with every hidden thing, whether it is good, or whether it is evil.

Young's Literal Translation (YLT)
For every work doth God bring into judgment, with every hidden thing, whether good or bad.'

For
כִּ֤יkee
God
אֶתʾetet
shall
bring
כָּלkālkahl

מַֽעֲשֶׂ֔הmaʿăśema-uh-SEH
every
הָאֱלֹהִ֛יםhāʾĕlōhîmha-ay-loh-HEEM
work
יָבִ֥אyābiʾya-VEE
into
judgment,
בְמִשְׁפָּ֖טbĕmišpāṭveh-meesh-PAHT
with
עַ֣לʿalal
every
כָּלkālkahl
thing,
secret
נֶעְלָ֑םneʿlāmneh-LAHM
whether
אִםʾimeem
it
be
good,
ט֖וֹבṭôbtove
whether
or
וְאִםwĕʾimveh-EEM
it
be
evil.
רָֽע׃rāʿra

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:5
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:16
ଯେଉଁ ଦିନ ପରମେଶ୍ବର ଲୋକମାନଙ୍କ ଭିତ ରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ଯାୟବିଚ଼ାର କରିବେ ସହେି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଚ଼ାର ଲୋକମାନଙ୍କୁ କହୁଛି, ତାହା କୁ ହେ ଯେ, ପରମେଶ୍ବର ଖ୍ରୀଷ୍ଟ ୟିଶୁଙ୍କ ଦ୍ବାରା, ଲୋକମାନଙ୍କର ନ୍ଯାୟବିଚ଼ାର କରିବେ।

ମାଥିଉଲିଖିତ ସୁସମାଚାର 12:36
କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରେତ୍ୟକକ ଶବ୍ଦପାଇଁ ବିଚ଼ାର ଦିନ ରେ ସମାନଙ୍କେୁ ଉତ୍ତର ଦବୋକୁ ହବେ।

ଉପଦେଶକ 11:9
ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:10
ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:10
ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।

ଉପଦେଶକ 3:17
ମୁଁ ମନେ ମନେ କହିଲି: ପରମେଶ୍ବର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ। କାରଣ ପ୍ରେତ୍ୟକକ କାର୍ୟ୍ଯ ପାଇଁ ସମୟ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:30
ପୂର୍ବରୁ ପରମେଶ୍ବର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫରେିଆସିବା ପାଇଁ ଆଦେଶ ଦିଅନ୍ତି।

ଗୀତସଂହିତା 96:13
ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ, କାରଣ ସେ ଆସୁଛନ୍ତି। ସେ ପୃଥିବୀରେ ବିଚାର କରିବାକୁ ଆସୁଛନ୍ତି। ସେ ଧର୍ମ ଓ ସତ୍ଯତାରେ ପୃଥିବୀକୁ ଶାସନ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।

ଯୋହନଲିଖିତ ସୁସମାଚାର 5:29
ସମାନେେ ସମାନଙ୍କେର ସମାଧିରୁ ବାହାରିବେ। ଜୀବନ ରେ ସତ୍ କାର୍ୟ୍ଯ କରିଥିବା ଲୋକମାନେ ଉଠିବେ ଓ ଅନନ୍ତ ଜୀବନ ପାଇବେ। କିନ୍ତୁ କୁକାର୍ୟ୍ଯ କରିଥିବା ଲୋକମାନେ ଦୋଷୀ ଭାବରେ ବିଚାରିତ ହବୋ ପାଇଁ ଉଠିବେ।

ଲୂକଲିଖିତ ସୁସମାଚାର 12:1
ହଜାର ହଜାର ଲୋକ ଆସି ଜମା ହାଇଗେଲେ। ଲୋକେ ଜଣେ ଜଣକୁ ମାଡି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ଯମାନଙ୍କୁ କହିଲେ, ଫାରୂଶୀମାନଙ୍କ ଖମୀରଠାରୁ ଦୂର ରେ ରୁହ। ମାେ କହିବାର ଅଭିପ୍ରାୟ ହେଉଛି ଯେ, ସମାନେେ କପଟୀ।

ମାଥିଉଲିଖିତ ସୁସମାଚାର 25:31
ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।

ମାଥିଉଲିଖିତ ସୁସମାଚାର 10:26
ତେଣୁ ସହେି ଲୋକମାନଙ୍କୁ ଭୟ କର ନାହିଁ। ଯାହା ଗୁପ୍ତ ରେ ଅଛି ତାହା ଦିନେ ନା ଦିନେ ପ୍ରକାଶ ପାଇବ, ଏବଂ ସବୁ ଗୋପନ କଥା ଜଣା ପଡିବ।