Ecclesiastes 2:21
କାରଣ ଜଣେ ବ୍ଯକ୍ତି ଜ୍ଞାନ, ବିଦ୍ଯା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ଯକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ୟିବ। ଏ ମଧ୍ଯ ଅସାର ଏବଂ ପବନକୁ ଧରିବା ପରି।
Ecclesiastes 2:21 in Other Translations
King James Version (KJV)
For there is a man whose labour is in wisdom, and in knowledge, and in equity; yet to a man that hath not laboured therein shall he leave it for his portion. This also is vanity and a great evil.
American Standard Version (ASV)
For there is a man whose labor is with wisdom, and with knowledge, and with skilfulness; yet to a man that hath not labored therein shall he leave it for his portion. This also is vanity and a great evil.
Bible in Basic English (BBE)
Because there is a man whose work has been done with wisdom, with knowledge, and with an expert hand; but one who has done nothing for it will have it for his heritage. This again is to no purpose and a great evil.
Darby English Bible (DBY)
For there is a man whose labour hath been with wisdom, and with knowledge, and with skill, and who leaveth it to a man that hath not laboured therein, to be his portion. This also is vanity and a great evil.
World English Bible (WEB)
For there is a man whose labor is with wisdom, with knowledge, and with skillfulness; yet he shall leave it for his portion to a man who has not labored for it. This also is vanity and a great evil.
Young's Literal Translation (YLT)
For there is a man whose labour `is' in wisdom, and in knowledge, and in equity, and to a man who hath not laboured therein he giveth it -- his portion! Even this `is' vanity and a great evil.
| For | כִּי | kî | kee |
| there is | יֵ֣שׁ | yēš | yaysh |
| a man | אָדָ֗ם | ʾādām | ah-DAHM |
| labour whose | שֶׁעֲמָל֛וֹ | šeʿămālô | sheh-uh-ma-LOH |
| is in wisdom, | בְּחָכְמָ֥ה | bĕḥokmâ | beh-hoke-MA |
| knowledge, in and | וּבְדַ֖עַת | ûbĕdaʿat | oo-veh-DA-at |
| and in equity; | וּבְכִשְׁר֑וֹן | ûbĕkišrôn | oo-veh-heesh-RONE |
| yet to a man | וּלְאָדָ֞ם | ûlĕʾādām | oo-leh-ah-DAHM |
| not hath that | שֶׁלֹּ֤א | šellōʾ | sheh-LOH |
| laboured | עָֽמַל | ʿāmal | AH-mahl |
| therein shall he leave | בּוֹ֙ | bô | boh |
| portion. his for it | יִתְּנֶ֣נּוּ | yittĕnennû | yee-teh-NEH-noo |
| This | חֶלְק֔וֹ | ḥelqô | hel-KOH |
| also | גַּם | gam | ɡahm |
| vanity is | זֶ֥ה | ze | zeh |
| and a great | הֶ֖בֶל | hebel | HEH-vel |
| evil. | וְרָעָ֥ה | wĕrāʿâ | veh-ra-AH |
| רַבָּֽה׃ | rabbâ | ra-BA |
Cross Reference
ଉପଦେଶକ 2:17
ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ୟ୍ଯତଳେ ସମସ୍ତ ବିଷଯ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।
ଦିତୀୟ ବଂଶାବଳୀ 31:20
ଅତଏବ ରାଜା ହିଜକିଯ ଯିହୁଦା ରେ ଏହି ସମସ୍ତ ଉତ୍ତମ କାର୍ୟ୍ଯ କଲେ। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ କର୍ମ କଲେ ଓ ବିଶ୍ବସ୍ତ ଥିଲେ।
ଦିତୀୟ ବଂଶାବଳୀ 33:2
ଯେଉଁ ବିଷଯଗୁଡ଼ିକ କରିବା ଭୁଲ୍ ବୋଲି ସଦାପ୍ରଭୁ କହିଥିଲେ, ମନଃଶି ସହେିସବୁ କାର୍ୟ୍ଯ କଲେ। ସଦାପ୍ରଭୁ ଯେଉଁ ଦେଶଗୁଡ଼ିକୁ ଇଶ୍ରାୟେଲର ଲୋକମାନଙ୍କ ସମ୍ମୁଖରୁ ବଳପୂର୍ବକ ବାହାର କରି ଦଇେଥିଲେ, ମନଃଶି ସହେି ଦେଶବାସୀମାନଙ୍କର ଭୟାନକ ଓ ପାପପୂର୍ଣ୍ଣ ପଥରେ ଅନୁଗମନ କଲେ।
ଦିତୀୟ ବଂଶାବଳୀ 34:2
ଯୋଶିୟଯ ଯଥାର୍ଥ କର୍ମ କଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଉତ୍ତମ କାର୍ୟ୍ଯମାନ କଲେ। ଯୋଶିୟ ଉତ୍ତମକର୍ମ କରିବାରୁ କ୍ଷାନ୍ତ ହେଲେ ନାହିଁ।
ଦିତୀୟ ବଂଶାବଳୀ 35:18
ଭବିଷ୍ଯତ୍ବକ୍ତା ଶାମୁଯଲଙ୍କେ ସମୟଠାରୁ ନିସ୍ତାରପର୍ବ ଆଉ କବେେ ହେଲେ ଏହିପରି ଭାବରେ ପାଳିତ ହାଇେ ନ ଥିଲା। ଇଶ୍ରାୟେଲର କୌଣସି ରାଜା କବେେ ହେଲେ ଏହିପରି ଭାବରେ ନିସ୍ତାରପର୍ବ ପାଳି ନ ଥିଲେ। ରାଜା ଯୋଶିୟଯ, ଯାଜକମାନେ, ଲବେୀୟମାନେ ଏବଂ ୟିରୁଶାଲମର ସମସ୍ତ ଲୋକଙ୍କ ସହିତ ସଠାେରେ ଥିବା ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକ ବିଶଷେ ପ୍ରକା ରେ ନିସ୍ତାରପର୍ବର ଉତ୍ସବ ପାଳନ କଲେ।
ଦିତୀୟ ବଂଶାବଳୀ 36:5
ଯିହାୟୋକୀମ୍ ଯିହୁଦାର ନୂତନ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ଏଗାର ବର୍ଷ ପର୍ୟ୍ଯନ୍ତ ୟିରୁଶାଲମର ରାଜା ଥିଲେ। ଯିହାୟୋଦାରକୀମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।
ଉପଦେଶକ 9:18
ୟୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନକେ ମଙ୍ଗଳ ନାଶ କରିପା ରେ।
ଯିରିମିୟ 22:15
ହେ ଯିହାୟୋଦାରକୀମ, ତୁମ୍ଭେ ତୁମ୍ଭ ଗୃହ ରେ ବହୁ ଏରସ କାଠ ବ୍ଯବହାର କରି ବଡ଼ ରାଜା ହାଇଯେିବ ବୋଲି ଭାବୁଛ କି ? ତୁମ୍ଭର ପିତା ଧର୍ମ ରେ ଖାଦ୍ୟ ପାନୀଯ ଦଇେ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସଠାେ ରେ ଉନ୍ନତି ହେଲା।
ଯିରିମିୟ 22:17
ମାତ୍ର ହେ ଯିହାୟୋଦାରକୀମ, ତୁମ୍ଭେ କବଳେ ନିଜର ସ୍ବାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ଯ ଓ ନିର୍ଦ୍ ଦୋଷର ରକ୍ତପାତ ରେ ବୁଡ଼ି ରହିଛି।