ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:23 in Oriya

ଓଡିଆ ଓଡିଆ ବାଇବେଲ ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:23

Ephesians 1:23
ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହାଇେଅଛି। ସେ ସମସ୍ତ ବିଷୟ ପ୍ରେତ୍ୟକକ ଉପାୟ ରେ ସମ୍ପୂର୍ଣ୍ଣ କରନ୍ତି।

Ephesians 1:22Ephesians 1

Ephesians 1:23 in Other Translations

King James Version (KJV)
Which is his body, the fulness of him that filleth all in all.

American Standard Version (ASV)
which is his body, the fulness of him that filleth all in all.

Bible in Basic English (BBE)
Which is his body, the full measure of him in whom all things are made complete.

Darby English Bible (DBY)
which is his body, the fulness of him who fills all in all:

World English Bible (WEB)
which is his body, the fullness of him who fills all in all.

Young's Literal Translation (YLT)
which is his body, the fulness of Him who is filling the all in all,

Which
ἥτιςhētisAY-tees
is
ἐστὶνestinay-STEEN
his
τὸtotoh

σῶμαsōmaSOH-ma
body,
αὐτοῦautouaf-TOO
the
τὸtotoh
fulness
πλήρωμαplērōmaPLAY-roh-ma
that
him
of
τοῦtoutoo
filleth
πάνταpantaPAHN-ta
all
ἐνenane
in
πᾶσινpasinPA-seen
all.
πληρουμένουplēroumenouplay-roo-MAY-noo

Cross Reference

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:24
ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:12
ପରମେଶ୍ବରଙ୍କ ଲୋକମାନେ ତାଙ୍କର ସବୋ କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହବେେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସମାନଙ୍କେୁ ଦେଲେ। ଏହା ଦ୍ବାରା ଖ୍ରୀଷ୍ଟଙ୍କ ଶରୀରସ୍ବରୂପ ଆମ୍ଭମାନେେ ମଧ୍ଯ ଦୃଢ଼ ଓ ବଳବାନ ହବୋ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:18
ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ଯ ଅଟନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ଯୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ବର ହାଇେଥିବା ପ୍ରଭୁ। ଅତଏବ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ବପୂର୍ଣ୍ଣ ଅଟନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:12
ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ଯଙ୍ଗ ଅନକେ। ଶରୀରର ଅଙ୍ଗପ୍ରତ୍ଯଙ୍ଗ ଅନକେ ହେଲେ ହେଁ ଶରୀର ହେଉଛି ଏକ। ସହେିପରି ମଧ୍ଯ ଖ୍ରୀଷ୍ଟ ଏକ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:11
ଏହି ନୂତନ ଜୀବନ ରେ ୟିହୁଦୀ ଓ ଅଣୟିହୁଦୀମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍ତଥୀୟମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ବାଧୀନ ଭିତ ରେ ମଧ୍ଯ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠା ରେ ଅଛନ୍ତି। ଯାହା ମହତ୍ତ୍ବପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:9
ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:23
ଖ୍ରୀଷ୍ଟ ଯେପରି ମଣ୍ଡଳୀର282 ମସ୍ତକ, ସ୍ବାମୀ ସହେିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟୀୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସହେି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:10
ଯେଉଁ ଖ୍ରୀଷ୍ଟ ନୀଚ୍ଚକୁ ଆସିଥିଲେ ସେ ହିଁ ଉଚ୍ଚକୁ ଗଲେ। ସେ ଉଚ୍ଚତମ ଆକାଶକୁ ଗଲେ ଯେପରି ସେ ନିଜକୁ ପୂର୍ଣ୍ଣ କରନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:19
ଯୀଶୁ ଖ୍ରୀଷ୍ଟଙ୍କ ପ୍ ରମେ ମନୁଷ୍ଯର ପ୍ ରମଠାରୁେ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସହେି ପ୍ ରମେ ବିଷୟ ରେ ଜାଣିବା ପାଇଁ ସକ୍ଷମ ହୁଅ, ତବେେ ଯାଇ ତୁମ୍ଭେ ପରମେଶ୍ବରଙ୍କଠା ରେ ପୂର୍ଣ୍ଣ ହାଇେ ୟିବ।

ଯୋହନଲିଖିତ ସୁସମାଚାର 1:16
'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:15
ଖ୍ରୀଷ୍ଟଙ୍କ ଦ୍ବାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଚାରକୁ ସଂୟମ କରିବ। ତୁମ୍ଭମାନେେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀର ରେ ଡକା ହାଇେଛ। ସବୁବେଳେ ଧନ୍ଯବାଦୀ ରୁହ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:4
ଶରୀର ଏକ, ପବିତ୍ର ଆତ୍ମା ମଧ୍ଯ ଏକ। ପରମେଶ୍ବର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡ଼ାକି ଥିଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:16
କ୍ରୁଶ ଉପରେ ମୃତ୍ଯୁବରଣ କରି ସେ ଦୁଇ ଦଳ ଭିତ ରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସହେି ଦୁଇଟି ଦଳରୁ ଗୋଟିଏ ଶରୀର ରେ ପରିଣତ କରିବା ପରେ ଖ୍ରୀଷ୍ଟ ସମାନଙ୍କେୁ ପରମେଶ୍ବରଙ୍କ ସହିତ ମିଳିତ କରାଇବା ପାଇଁ ଚାହିଁଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:28
ସମସ୍ତ ଖ୍ରୀଷ୍ଟଙ୍କ ବଶୀଭୂତ ହେଲା ଉତ୍ତା ରେ ତାଙ୍କ ପୁତ୍ର ଖ୍ରୀଷ୍ଟ ମଧ୍ଯ ପରମେଶ୍ବରଙ୍କ ବଶୀଭୂତ ହବେେ। ଯେଉଁ ପରମେଶ୍ବର ପ୍ରେତ୍ୟକକ ବିଷୟକୁ ଖ୍ରୀଷ୍ଟଙ୍କ ବଶୀଭୂତ କଲେ, ସହେି ଖ୍ରୀଷ୍ଟ ପରମେଶ୍ବରଙ୍କ ବଶୀଭୂତ ହବେେ ଓ ଏହିଭଳି ପ୍ରେତ୍ୟକକ ବିଷୟ ଉପରେ ପରମେଶ୍ବର ଶାସନ ପ୍ରତିଷ୍ଠିତ କରିବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:6
ପରମେଶ୍ବର ଆମ୍ଭମାନଙ୍କ ଜୀବନର ଅନକେ ପ୍ରକାର କାର୍ୟ୍ଯ କରନ୍ତି, ମାତ୍ର ଯେ ଏସମସ୍ତ କରନ୍ତି, ସହେି ପରମେଶ୍ବର ଏକ ଅଟନ୍ତି।