ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:1 in Oriya

ଓଡିଆ ଓଡିଆ ବାଇବେଲ ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:1

Ephesians 4:1
ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।

Ephesians 4Ephesians 4:2

Ephesians 4:1 in Other Translations

King James Version (KJV)
I therefore, the prisoner of the Lord, beseech you that ye walk worthy of the vocation wherewith ye are called,

American Standard Version (ASV)
I therefore, the prisoner in the Lord, beseech you to walk worthily of the calling wherewith ye were called,

Bible in Basic English (BBE)
I then, the prisoner in the Lord, make this request from my heart, that you will see that your behaviour is a credit to the position which God's purpose has given you,

Darby English Bible (DBY)
*I*, the prisoner in [the] Lord, exhort you therefore to walk worthy of the calling wherewith ye have been called,

World English Bible (WEB)
I therefore, the prisoner in the Lord, beg you to walk worthily of the calling with which you were called,

Young's Literal Translation (YLT)
Call upon you, then, do I -- the prisoner of the Lord -- to walk worthily of the calling with which ye were called,

I
Παρακαλῶparakalōpa-ra-ka-LOH
therefore,
οὖνounoon
the
ὑμᾶςhymasyoo-MAHS
prisoner
ἐγὼegōay-GOH
of
hooh
Lord,
the
δέσμιοςdesmiosTHAY-smee-ose
beseech
ἐνenane
you
κυρίῳkyriōkyoo-REE-oh
walk
ye
that
ἀξίωςaxiōsah-KSEE-ose
worthy
περιπατῆσαιperipatēsaipay-ree-pa-TAY-say
of
the
τῆςtēstase
vocation
κλήσεωςklēseōsKLAY-say-ose
wherewith
ἧςhēsase
ye
are
called,
ἐκλήθητεeklēthēteay-KLAY-thay-tay

Cross Reference

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:10
ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ ;

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:27
ଖ୍ରୀଷ୍ଟଙ୍କ ସୁସମାଚାର ଯୋଗ୍ଯ ଜୀବନ ଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହାଦ୍ବାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂର ରେ ଥାଏ ; ତୁମ୍ଭ ବିଷୟ ରେ ଶୁଣିବି ଯେ ତୁମ୍ଭମାନେେ ଏକ ଉଦ୍ଦେଶ୍ଯ ରେ, ଏକମନ ହାଇେ, ସୁସମାଚାରରୁ ଉତ୍ପନ୍ନ ବିଶ୍ବାସ ପାଇଁ ଦୃଢ଼ ଭାବରେ କାର୍ୟ୍ଯ କରୁଛ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:12
ଆମ୍ଭେ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିଛୁ, ଆମ୍ଭେ ତୁମ୍ଭମାନଙ୍କୁ ଆଶ୍ବାସନା ଦଲେୁ ଏବଂ ପରମେଶ୍ବରଙ୍କ ପାଇଁ ଭଲ ଜୀବନଯାପନ କରିବା ପାଇଁ କହିଛୁ। ପରମେଶ୍ବର ତୁମ୍ଭମାନଙ୍କୁ ନିଜ ରାଜ୍ଯ ଓ ମହିମା ପ୍ରାପ୍ତ କରିବା ପାଇଁ ଡ଼ାକୁଛନ୍ତି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:1
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।

ପିତରଙ୍କ ଦିତୀୟ ପତ୍ର 1:3
ଯୀଶୁଙ୍କଠା ରେ ପରମେଶ୍ବରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ବରଙ୍କୁ ସବୋ କରିବା ପାଇଁ ଯାହା କିଛି ଦରକାର ସେ ସବୁ ଆପଣା ଶକ୍ତି ରେ ଆମ୍ଭକୁ ଦଇେଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତା ରେ ଆମ୍ଭମାନଙ୍କୁ ଡ଼ାକିଛନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:1
ଅତଏବ, ମୁଁ ପାଉଲ, ତୁମ୍ଭ ଅଣୟିହୁଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।

ଆଦି ପୁସ୍ତକ 17:1
ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:12
ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭମାନେେ ବର୍ତ୍ତମାନ ମାେ ପରି ହୁଅ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:16
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ ଯେ, ତୁମ୍ଭମାନେେ ମାେପରି ହୁଅ।

ଆଦି ପୁସ୍ତକ 5:24
ଦିନେ, ଯେ ତବେଳେ ହନୋକ ପରମେଶ୍ବରଙ୍କୁ ଅନୁସରଣ କରିଥିଲେ, ସେ ଅନ୍ତର୍ଧ୍ଯାନ ହେଲ, ଯେ ହତେୁ ତାଙ୍କୁ ପରମେଶ୍ବର ନଇଗେଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:1
ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ।

ପିତରଙ୍କ ପ୍ରଥମ ପତ୍ 2:11
ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:14
ମୁଁ ସବୁବେଳେ ଲକ୍ଷ୍ଯ ସ୍ଥଳ ରେ ପହଁଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠା ରେ ସ୍ବର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ବର ମାେତେ ଡ଼ାକିଛନ୍ତି।

ପିତରଙ୍କ ପ୍ରଥମ ପତ୍ 3:9
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।

ପିତରଙ୍କ ପ୍ରଥମ ପତ୍ 5:10
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।

ଯୋହନଙ୍କ ଦିତୀୟ ପତ୍ 1:5
ପ୍ରିୟ ମହାଶଯା। ମୁଁ ତୁମ୍ଭକୁ କହୁଛି : ଆମ୍ଭେ ସମସ୍ତେ ପରସ୍ପରକୁ ପ୍ ରମେ କରିବା ଉଚିତ। ଏହା ଏକ ନୂତନ ଆଜ୍ଞା ନୁହେଁ। ଏହା ସହେି ଆଜ୍ଞା, ଯାହା ଆମ୍ଭମାନଙ୍କ ନିକଟରେ ଆରମ୍ଭରୁ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:31
ଏହାଦ୍ବାରା ୟିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀ ରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ବାସୀମାନଙ୍କ ସଂଖ୍ଯା ବଢ଼ିବା ରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ର ଆତ୍ମାର ସହାୟତା ପାଇ ସମାନେେ ରହୁଥିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:21
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !

ଏବ୍ରୀମାନଙ୍କ ନିକଟକୁ ପତ୍ର 3:1
ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।

ଯିରିମିୟ 38:20
କିନ୍ତୁ ଯିରିମିୟ କହିଲେ, ସମାନେେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନଯ କରୁଛି, ମାେ ଦ୍ବାରା କଥିତ ସଦାପ୍ରଭୁଙ୍କର ବାକ୍ଯ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହବେ ଓ ଆପଣଙ୍କ ପ୍ରାଣ ରହିବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:28
ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:20
ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:1
ଆମ୍ଭମାନେେ ପରମେଶ୍ବରଙ୍କ ସହିତ କାମ କରୁଥିବା ହତେୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ବରଙ୍କ ଠାରୁ ଯେଉଁ ଅନୁଗ୍ରହ ତୁମ୍ଭମାନେେ ପାଇଛ, ତାହା ଯେପରି ବ୍ଯର୍ଥ ନ ଯାଏ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:1
ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବଦନେ କରେ। କେତକେ ଲୋକ କୁହନ୍ତି, ମୁଁ ତୁମ୍ଭ ମଧିଅରେ ଥିଲା ବେଳେ ନମ୍ର ଥାଏ କିନ୍ତୁ ଦୂର ରେ ଥିଲା ବେଳେ ସାହସୀ ବା ନିର୍ଭୟ ଅଟେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:4
ଶରୀର ଏକ, ପବିତ୍ର ଆତ୍ମା ମଧ୍ଯ ଏକ। ପରମେଶ୍ବର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡ଼ାକି ଥିଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:17
ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:2
ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:17
ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମାେ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦଖାଇେଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସହେି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସମାନଙ୍କେୁ ଅନୁସରଣ କର।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:6
ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହାଇେ ତାହାଙ୍କୁ ଅନୁସରଣ କରିଚାଲ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:11
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ବାନର ଯୋଗ୍ଯ ବୋଲି ଭାବିବେ, ସଭେଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାୟ୍ଯ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠା ରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ ପରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠା ରେ ଥିବା ବିଶ୍ବାସ ଦ୍ବାରା ତୁମ୍ଭମାନେେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ବର ନିଜ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତୁ ବୋଲି ଆମ୍ଭେ ପ୍ରାଥର୍ନା କରୁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:9
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:10
ଯଦି କିଏ ତର୍କବିତର୍କ କରେ, ତା' ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଚାଲୁ ରେଖ, ତା' ହେଲେ ତାହାକୁ ଆଉ ଥରେ ସତର୍କ କର।

ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:9
କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:12
ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସବେକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ପରିପକ୍ବ ହୁଅ, ଓ ପରମେଶ୍ବର ଯାହା କିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।