Exodus 1

fullscreen1 ଯାକୁବ ତାଙ୍କର ପୁତ୍ରମାନଙ୍କ ସହିତ ମିଶରକୁ ୟାତ୍ରା କଲେ। ପ୍ରେତ୍ୟକକ ପୁତ୍ର ସମାନଙ୍କେର ପରିବାର ସହିତ ଗଲେ। ଇଶ୍ରାୟେଲଙ୍କର ପୁତ୍ରମାନେ ହେଲ:

fullscreen2 ରୂବନ୍େ, ଶିମିଯୋନ, ଲବେୀ, ୟିଦୁଦା,

fullscreen3 ଇଷାଖର, ସବୂଲୂନ୍, ବିନ୍ଯାମୀନ,

fullscreen4 ଦାନ, ନପ୍ତାଲି, ଗାଦ୍ ଓ ଆଶରେ।

fullscreen5 ମାଟେ ରେ ଯାକୁବଙ୍କର ବଂଶଧର ସତୁରି ଜଣ ଥିଲେ। ଅନ୍ୟ ପୁତ୍ର ଯୋଷଫଙ୍କେ ଆଗରୁ ମିଶରର ଥିଲେ।

fullscreen6 ପରେ ଯୋଷଫେ ତାଙ୍କର ଭାଇମାନେ ଓ ତ୍ତକାଳୀନ ସମସ୍ତ ଲୋକ ମଲେ।

fullscreen7 କିନ୍ତୁ ଇଶ୍ରାୟେଲର ବଂଶଧର ବଢିଲେ। ସମାନଙ୍କେ ସଂଖ୍ଯା ବଢିବଢି ଚାଲିଲା। ଇଶ୍ରାୟେଲର ଲୋକମାନେ ଅତ୍ଯଧିକ ଶକ୍ତିଶାଳୀ ହବୋକୁ ଲାଗିଲେ ଏବଂ ମିଶର ଦେଶ ଇଶ୍ରାୟେଲୀୟଙ୍କ ଦ୍ବାରା ପରିପୂର୍ଣ୍ଣ ହେଲା।

1 Now these are the names of the children of Israel, which came into Egypt; every man and his household came with Jacob.

2 Reuben, Simeon, Levi, and Judah,

3 Issachar, Zebulun, and Benjamin,

4 Dan, and Naphtali, Gad, and Asher.

5 And all the souls that came out of the loins of Jacob were seventy souls: for Joseph was in Egypt already.

6 And Joseph died, and all his brethren, and all that generation.

7 And the children of Israel were fruitful, and increased abundantly, and multiplied, and waxed exceeding mighty; and the land was filled with them.

Exodus 1 in Tamil and English

1 ଯାକୁବ ତାଙ୍କର ପୁତ୍ରମାନଙ୍କ ସହିତ ମିଶରକୁ ୟାତ୍ରା କଲେ। ପ୍ରେତ୍ୟକକ ପୁତ୍ର ସମାନଙ୍କେର ପରିବାର ସହିତ ଗଲେ। ଇଶ୍ରାୟେଲଙ୍କର ପୁତ୍ରମାନେ ହେଲ:
Now these are the names of the children of Israel, which came into Egypt; every man and his household came with Jacob.

2 ରୂବନ୍େ, ଶିମିଯୋନ, ଲବେୀ, ୟିଦୁଦା,
Reuben, Simeon, Levi, and Judah,

3 ଇଷାଖର, ସବୂଲୂନ୍, ବିନ୍ଯାମୀନ,
Issachar, Zebulun, and Benjamin,

4 ଦାନ, ନପ୍ତାଲି, ଗାଦ୍ ଓ ଆଶରେ।
Dan, and Naphtali, Gad, and Asher.

5 ମାଟେ ରେ ଯାକୁବଙ୍କର ବଂଶଧର ସତୁରି ଜଣ ଥିଲେ। ଅନ୍ୟ ପୁତ୍ର ଯୋଷଫଙ୍କେ ଆଗରୁ ମିଶରର ଥିଲେ।
And all the souls that came out of the loins of Jacob were seventy souls: for Joseph was in Egypt already.

6 ପରେ ଯୋଷଫେ ତାଙ୍କର ଭାଇମାନେ ଓ ତ୍ତକାଳୀନ ସମସ୍ତ ଲୋକ ମଲେ।
And Joseph died, and all his brethren, and all that generation.

7 କିନ୍ତୁ ଇଶ୍ରାୟେଲର ବଂଶଧର ବଢିଲେ। ସମାନଙ୍କେ ସଂଖ୍ଯା ବଢିବଢି ଚାଲିଲା। ଇଶ୍ରାୟେଲର ଲୋକମାନେ ଅତ୍ଯଧିକ ଶକ୍ତିଶାଳୀ ହବୋକୁ ଲାଗିଲେ ଏବଂ ମିଶର ଦେଶ ଇଶ୍ରାୟେଲୀୟଙ୍କ ଦ୍ବାରା ପରିପୂର୍ଣ୍ଣ ହେଲା।
And the children of Israel were fruitful, and increased abundantly, and multiplied, and waxed exceeding mighty; and the land was filled with them.