English
ଯାତ୍ରା ପୁସ୍ତକ 12:48 ଚିତ୍ର
ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଚାହିଁବ ନିସ୍ତାର ପର୍ବ ରେ ଭାଗନବୋ ପାଇଁ ତବେେ ତାକୁ ସୁନ୍ନତ ହବୋକୁ ପଡିବ। ତା'ପରେ ସେ ଇଶ୍ରାୟେଲୀୟମାନଙ୍କ ସହିତ ସମାନ ହବେ। ଏହାପରେ ସେ ତୁମ୍ଭ ସହିତ ଭୋଜନ କରିପାରିବ। ଯଦି ଜଣେ ସୁନ୍ନତ ହାଇନେଥିବ ତବେେ ସେ ନିସ୍ତାରପର୍ବ ପାଳନ କରିପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇପାରିବ ନାହିଁ।