Cross Reference
ଲେବୀୟ ପୁସ୍ତକ 18:23
ତୁମ୍ଭେ କୌଣସି ପଶୁ ସହିତ ୟୌନ ସଂପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସଂପର୍କ ରଖିବ ନାହିଁ। ଏହା ପ୍ରକୃତି ବି ରୋଧ।
ଦିତୀୟ ବିବରଣ 27:21
ଲବେୀୟମାନେ କହିବେ, ' ଯେଉଁ ଲୋକର କୌଣସି ପଶକ୍ସ୍ଟ ସହିତ ୟୌନ ସଐର୍କ ଥାଏ, ସେ ଅଭିଶଲ୍ଗ ହେଉ।'
ଲେବୀୟ ପୁସ୍ତକ 20:15
ଯଦି କହେି କୌଣସି ପଶୁକୁ ସଙ୍ଗମ କରେ, ତବେେ ସେ ନିଶ୍ଚଯ ହତ ହବେ ଓ ତୁମ୍ଭମାନେେ ମଧ୍ଯ ସହେି ପଶୁକୁ ବଧ କରିବ।
ଲେବୀୟ ପୁସ୍ତକ 18:25
ସମାନେେ ଦେଶକୁ ଅଶୁଚି କରିଛନ୍ତି। ଏଣୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉ ଅଛୁ ଓ ସହେି ଦେଶ ତାହାର ନାବାସୀମାନଙ୍କୁ ଉଦ୍ଗାର କରୁଅଛି।