English
ଯାତ୍ରା ପୁସ୍ତକ 37:17 ଚିତ୍ର
ଏହାପରେ ସେ ଶୁଦ୍ଧ ସୁବର୍ଣ୍ଣ ରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୂଖା ରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା'ପରେ ସେ ଫୁଲ, ପାଖୁଡା, କଢିମାନ ତିଆରି କଲେ। ସେ ଏହି ଜିନିଷଗୁଡିକୁ ଏକାଠି ୟୋଡି ଗୋଟିଏ ଜିନିଷ ତିଆରି କଲେ।