Ezekiel 11:13
ଏବଂ ମୁଁ ଏହି ଭବିଷ୍ଯଦବାକ୍ଯ ପ୍ରଚାର କଲା ବେଳେ ବନାଯର ପୁତ୍ର ପ୍ଲଟିଯ ମଲା। ତହିଁରେ ମୁଁ ଭୂମିରେ ମୁହଁ ମାଡ଼ି କ୍ରନ୍ଦନ କରି କହିଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଶଷେ କରିବ ?
Ezekiel 11:13 in Other Translations
King James Version (KJV)
And it came to pass, when I prophesied, that Pelatiah the son of Benaiah died. Then fell I down upon my face, and cried with a loud voice, and said, Ah Lord GOD! wilt thou make a full end of the remnant of Israel?
American Standard Version (ASV)
And it came to pass, when I prophesied, that Pelatiah the son of Benaiah died. Then fell I down upon my face, and cried with a loud voice, and said, Ah Lord Jehovah! wilt thou make a full end of the remnant of Israel?
Bible in Basic English (BBE)
Now while I was saying these things, death came to Pelatiah, the son of Benaiah. Then falling down on my face and crying out with a loud voice, I said, Ah, Lord! will you put an end to all the rest of Israel?
Darby English Bible (DBY)
And it came to pass, when I prophesied, that Pelatiah the son of Benaiah died. And I fell down on my face, and cried with a loud voice, and said, Ah, Lord Jehovah! wilt thou make a full end of the remnant of Israel?
World English Bible (WEB)
It happened, when I prophesied, that Pelatiah the son of Benaiah died. Then fell I down on my face, and cried with a loud voice, and said, Ah Lord Yahweh! will you make a full end of the remnant of Israel?
Young's Literal Translation (YLT)
And it cometh to pass, at my prophesying, that Pelatiah son of Benaiah is dying, and I fall on my face, and cry -- a loud voice -- and say, `Ah, Lord Jehovah, an end Thou art making of the remnant of Israel.'
| And it came to pass, | וַֽיְהִי֙ | wayhiy | va-HEE |
| prophesied, I when | כְּהִנָּ֣בְאִ֔י | kĕhinnābĕʾî | keh-hee-NA-veh-EE |
| that Pelatiah | וּפְלַטְיָ֥הוּ | ûpĕlaṭyāhû | oo-feh-laht-YA-hoo |
| son the | בֶן | ben | ven |
| of Benaiah | בְּנָיָ֖ה | bĕnāyâ | beh-na-YA |
| died. | מֵ֑ת | mēt | mate |
| down I fell Then | וָאֶפֹּ֨ל | wāʾeppōl | va-eh-POLE |
| upon | עַל | ʿal | al |
| my face, | פָּנַ֜י | pānay | pa-NAI |
| cried and | וָאֶזְעַ֣ק | wāʾezʿaq | va-ez-AK |
| with a loud | קוֹל | qôl | kole |
| voice, | גָּד֗וֹל | gādôl | ɡa-DOLE |
| said, and | וָאֹמַר֙ | wāʾōmar | va-oh-MAHR |
| Ah | אֲהָהּ֙ | ʾăhāh | uh-HA |
| Lord | אֲדֹנָ֣י | ʾădōnāy | uh-doh-NAI |
| God! | יְהוִ֔ה | yĕhwi | yeh-VEE |
| thou wilt | כָּלָה֙ | kālāh | ka-LA |
| make | אַתָּ֣ה | ʾattâ | ah-TA |
| a full end | עֹשֶׂ֔ה | ʿōśe | oh-SEH |
| אֵ֖ת | ʾēt | ate | |
| of the remnant | שְׁאֵרִ֥ית | šĕʾērît | sheh-ay-REET |
| of Israel? | יִשְׂרָאֵֽל׃ | yiśrāʾēl | yees-ra-ALE |
Cross Reference
ଯିହିଜିକଲ 11:1
ଅନନ୍ତର ଏକ ପବନ ମାେତେ ଉଠାଇଲା ଏବଂ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବାଭିମୁଖ ପୂର୍ବଦ୍ବାର ନିକଟକୁ ମାେତେ ବୋହି ଆଣିଲା। ଆଉ ମୁଁ ଦେଖିଲି ସହେି ପ୍ରବେଶ ଦ୍ବାର ନିକଟରେ ପଚିଶ ଜଣ ବ୍ଯକ୍ତି ଉପସ୍ଥିତ ଥିଲେ। ଆଉ ସମାନଙ୍କେ ମଧିଅରେ ମୁଁ ଅସସୁରର ପୁତ୍ର ୟାସନିଯଙ୍କୁ ଦେଖିଲି। ଏବଂ ଲୋକମାନଙ୍କର ଅଧିପତି ବନାଯର ପୁତ୍ର ପୁଟିଯକୁ ଦେଖିଲି।
ଯିହିଜିକଲ 9:8
ଏବଂ ସମାନେେ ଯେତବେେଳେ ସଂହାର କରୁଥିଲେ, ଏକମାତ୍ର ମାେତେ ଛାଡ଼ି ଦିଆଗଲା। ତହିଁରେ ମୁଁ ତଳେ ମୁହଁ ମାଡ଼ି କ୍ରନ୍ଦନ କଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ୟିରୁଶାଲମ ଉପ ରେ କୋପ କରି ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ବିନାଶ କରିବ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 5:5
ଏକଥା ଶୁଣିବା ମାତ୍ ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡ଼ରିଗଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13:11
ଏବେ ଦେଖ, ତୁମ୍ଭ ଉପରେ ପ୍ରଭୁଙ୍କର ହାତ ଅଛି। ତୁମ୍ଭେ ଅନ୍ଧ ହାଇଯେିବ ଓ କିଛି ସମୟ ପାଇଁ ସୂର୍ୟ୍ଯ ଆଲୁଅ ମଧ୍ଯ ଦେଖି ପାରିବ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5:10
ସେ ସ୍ତ୍ରୀ ଲୋକଟି ମଧ୍ଯ ତାହାଙ୍କ ପାଦତଳେ ପଡ଼ି ମରିଗଲା। ତା'ପରେ ୟୁବକମାନେ ଭିତରକୁ ଆସିଲେ ଓ ତାହାକୁ ମୃତ ଦେଖି ବାହାରକୁ ନଇଗେଲେ ଓ ତାହାର ସ୍ବାମୀ ପାଖ ରେ ତାହାକୁ କବର ଦେଲେ।
ଆମୋଷ 7:5
କିନ୍ତୁ ମୁଁ ପ୍ରାର୍ଥନା କଲି ଓ କହିଲି, ହେ ମାରେ ସଦାପ୍ରଭୁ ପରମେଶ୍ବର, ମୁଁ ପ୍ରାର୍ଥନା କରୁଛି ବନ୍ଦ କର। ଯାକୁବ ବଞ୍ଚିବ ନାହିଁ। ସେ ଅତି କ୍ଷୁଦ୍ର।
ଆମୋଷ 7:2
ପଙ୍ଗପାଳ ଦଳ ରାଜ୍ଯର ସମସ୍ତ ତୃଣ ଖାଇଗଲେ। ତା'ପ ରେ ମୁଁ କହିଲି, ହେ ମାରେ ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କବେେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।
ହୋଶେୟ 6:5
ଆମ୍ଭେ ସମାନଙ୍କେୁ ନିପାତ କରିବା ପାଇଁ ଭବିଷ୍ଯତ୍ବକ୍ତାମାନଙ୍କୁ ନିୟୁକ୍ତି କଲୁ ଓ ଆମ୍ଭେ ଆପଣା ଆଦେଶ ରେ ଲୋକମାନଙ୍କୁ ମୃତ୍ଯୁ ଦଲେୁ। କିନ୍ତୁ ସହେି ନିର୍ଣ୍ଣଯରୁ ନ୍ଯାଯ ସଦୃଶ ଆଲୋକ ଆସିବ।
ଯିହିଜିକଲ 37:7
ମାେତେ ଯେପରି ଆଜ୍ଞା ହାଇେଥିଲା, ତଦନୁସା ରେ ମୁଁ ଭବିଷ୍ଯଦବାଣୀ କଲି, ଯେତବେେଳେ ମୁଁ ଭବିଷ୍ଯଦବାଣୀ କରୁଥିଲି ଏକ ଶବ୍ଦ ଶୁଣାଗଲା ଓ ଭୂମିକମ୍ପ ହେଲା। ଆଉ ଅସ୍ଥିସକଳ ପରସ୍ପର ଯୋଡ଼ି ହାଇଗେଲେ।
ଯିରିମିୟ 28:15
ତହିଁରେ ଯିରିମିୟ ଭବିଷ୍ଯଦବକ୍ତା ହନାନିଯ ଭବିଷ୍ଯଦବକ୍ତାକୁ କହିଲେ, ହେ ହନାନିଯ, ଏବେ ଶୁଣ ! ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାଁନ୍ତି। ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ଯା କଥା ରେ ବିଶ୍ବାସ କରାଇ ଅଛ।
ହିତୋପଦେଶ 6:15
କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହବେ। ସେ ଆକସ୍ମିକ ଶୀଘ୍ର ବିନାଶ ହବେ। ଏବଂ ତାଙ୍କୁ କିଛି ଉପାଯ ମିଳିବ ନାହିଁ।
ଗୀତସଂହିତା 119:120
ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ଯବସ୍ଥାକୁ ଭୟ କରେ ଓ ସମ୍ମାନ କରେ।
ଗୀତସଂହିତା 106:23
ପରମେଶ୍ବର ଚାହିଁଥିଲେ ସହେି ଲୋକମାନଙ୍କୁ ସଂପୂର୍ଣ୍ଣ ଧ୍ବଂସ କରିବାକୁ କିନ୍ତୁ ମାଶାେ ତାହାଙ୍କ ମନୋନୀତ ବ୍ଯକ୍ତି ତାଙ୍କର କୋପ ଫରୋଇବା ନିମନ୍ତେ ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନାଶ କଲେ ନାହିଁ।
ପ୍ରଥମ ବଂଶାବଳୀ 21:16
ଦାଉଦ ଉର୍ଦ୍ଧ୍ବଆଡ଼େ ଚାହଁ ସଦାପ୍ରଭୁଙ୍କର ଦୂତଙ୍କୁ ଆକାଶ ରେ ଦେଖିଲେ। ସ୍ବର୍ଗଦୂତ ୟିରୁଶାଲମ ନଗରୀ ଉପରେ ତାଙ୍କର ଖଡ୍ଗ ବିସ୍ତାର କରି ରଖିଥିଲେ। ଏହାପରେ ଦାଉଦ ଓ ପ୍ରାଚୀନବର୍ଗମାନେ ମୁହଁ ମାଡ଼ି ଭୂମିରେ ପଡ଼ିଲେ। ଦାଉଦ ଓ ପ୍ରାଚୀନବର୍ଗମାନେ ନିଜର ଦୁଃଖପ୍ରକାଶ କରିବା ନିମନ୍ତେ ବିଶଷେ ବସ୍ତ୍ରମାନ ପିନ୍ଧିଥିଲେ।
ପ୍ରଥମ ରାଜାବଳୀ 13:4
ବୈଥଲେ ରେ ୟଜ୍ଞବଦେୀ ବିଷଯ ରେ ପରମେଶ୍ବରଙ୍କ ଲୋକ ମୁହଁରୁ ରାଜା ୟାରବଯାମ ଏହି ବାର୍ତ୍ତା ଶୁଣିଲେ। ସେ ସହେି ଲୋକକୁ ଧରିବା ପାଇଁ ହସ୍ତ ବିସ୍ତାର କଲେ। ସେ ଆଦେଶ ଦେଲେ, ତାକୁ ବନ୍ଦୀ କର! ମାତ୍ର ରାଜା ତାହା ବିରୁଦ୍ଧ ରେ ଯେଉଁ ବାହୁ ବିସ୍ତାର କରିଥିଲେ ତାହା ଆଉ ସଙ୍କୁଚିତ କରି ପାରିଲା ନାହିଁ। ତେଣୁ ତାଙ୍କର ବାହୁ ତତ୍କ୍ଷଣାତ୍ ପକ୍ଷଘାତ ହାଇଗେଲା।
ଯିହୋଶୂୟ 7:6
ଯେତବେେଳେ ୟିହୋଶୂଯ ଏହା ଶୁଣିଲେ। ସେ ତାଙ୍କର ଦକ୍ସ୍ଟଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକକ୍ସ୍ଟ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିକଟରେ ମଥାମାଡି ଭୂମିରେ ପଡି ରହିଲେ। ଯିହାଶୂେୟ ଇଶ୍ରାୟେଲର ନତେୃବର୍ଗଙ୍କ ସହିତ ସଠାେରେ ରହିଲେ, ଯେଉଁମାନେ ସନ୍ଧ୍ଯା ପର୍ୟ୍ଯନ୍ତ ଦକ୍ସ୍ଟଃଖ ଜଣାଇ ସମାନଙ୍କେର ମସ୍ତକରେ ଧୂଳି ଫିଙ୍ଗିଲେ।
ଦିତୀୟ ବିବରଣ 9:18
ତୁମ୍ଭମାନେେ କରିଥିବା ପାପର ପ୍ରାଯଶ୍ଚିତ କରାବା ପାଇଁ ଯାହାକି ସଦାପ୍ରଭୁଙ୍କୁ କୋରଧିତ କଲା, ମୁ ଚାଳିଶ ଦିନ ଓ ଚାଳିଶ ରାତି ଉପବାସ କଲି। ପ୍ରଥମ ଥର ପରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲି। ମୁ ଅନ୍ନ ଭୋଜନ କିଅବା ଜଳପାନ କଲିନାହିଁ।
ଦିତୀୟ ବିବରଣ 7:4
କାରଣ ସମାନେେ ତୁମ୍ଭମାନଙ୍କର ସନ୍ତାନଗଣଙ୍କକ୍ସ୍ଟ ମାେତେ ଅନକ୍ସ୍ଟସରଣ କରିବାରକ୍ସ୍ଟ ବିମକ୍ସ୍ଟଖ କରିବେ ଏବଂ ତା'ପରେ ତୁମ୍ଭମାନଙ୍କର ସନ୍ତାନଗଣ ଅନ୍ୟ ଦବଗେଣର ସବୋ କରିବେ। ତାହାହେଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ତୁମ୍ଭମାନଙ୍କର ପରମେଶ୍ବର କୋରଧ କରିବେ ଓ ସେ ତୁମ୍ଭକୁ ବହକ୍ସ୍ଟତ ଶୀଘ୍ର ବିନାଶ କରିବେ।
ଗଣନା ପୁସ୍ତକ 14:35
'ମୁଁ ସଦାପ୍ରଭୁ ଅନନ୍ତର ଏହା କହିଲି, ମାେ ବିଷଯ ରେ ଯେଉଁ ଦୁଷ୍ଟ ମଣ୍ତଳୀ ଏକତ୍ରିତ ହାଇେଅଛନ୍ତି, ତାହା ପ୍ରତି ମୁଁ ନିଶ୍ଚଯ ପ୍ରତିଫଳ କରିବି। ସମାନେେ ଏଠା ରେ ନଷ୍ଟ ହବେେ ଓ ଏହି ସ୍ଥାନ ରେ ସମାନେେ ମରିବେ।'